ଶକ୍ତି ସଂରକ୍ଷଣରେ ଟିପିସିଓଡିଏଲ୍ ସମ୍ବର୍ଦ୍ଧିତ
ଭୁବନେଶ୍ୱର,୫।୧ (ଅଭୟ ଦାଶ):ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)କୁ ନିକଟରେ ଆଉ ଏକ ସମ୍ମାନ ଓ ୪-ତାରକା ମାନ୍ୟତା ମିଳିଛି। ଏପରିକି ଶକ୍ତି ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଟିପିସିଓଡିଲ୍କୁ ସମ୍ବର୍ଦ୍ଧିତ ସହ ଶକ୍ତି ସଂରକ୍ଷଣ ପୁରସ୍କାର ବା…
ଶୀତରେ ଥରୁଛି ଜି. ଉଦୟଗିରି, ୫ ଦିନ ଧରି ରାଜ୍ୟରେ ସବୁଠାରୁ ଥଣ୍ଡା ସହର
ଜି ଉଦୟଗିରି ୫।୧(ଶିଶିର ପଟ୍ଟନାୟକ): ଗତ ୫ଦିନ ହେବ ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି । ରବିବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ ରହିଛି । ଗୁରୁବାର, ଶୁକ୍ରବାର ଦିନ ସର୍ବନିମ୍ନ ତାପମାତ୍ରା…
ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ
ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ…
ସମୁଦ୍ରରେ ପାଟ୍ରୋଲିଂବେଳେ ସ୍ପିଡ୍ ବୋଟ୍ରୁ ଖସିପଡ଼ିଲେ ପୋଲିସ କର୍ମଚାରୀ, ଭିଡିଓ ଦେଖିଲେ…
ଭୋଗରାଇ,୫ା(ପ୍ରଦୀପ ଦାସ): ବର୍ଷ ଆରମ୍ଭରୁ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗ ଦୀଘାରେ ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଏଥି ନିମନ୍ତେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୁଣା ଦୀଘାଠାରୁ ଓଡ଼ିଶା ସୀମାନ୍ତ ଉଦୟପୁର ପର୍ଯ୍ୟନ୍ତ ପୋଲିସ ପାଟ୍ରୋଲିଂ ବୋଟ୍ ପ୍ରଶାସନ ପକ୍ଷରୁ ନିୟୋଜନ…
୭ରୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ଫର୍ମ ପୂରଣ
କଟକ,୫ା୧(କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ନିମନ୍ତେ ଫର୍ମ ପୂରଣ ଆସନ୍ତା ୭ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନ୍ଲାଇନ୍ ଜରିଆରେ ହେବ। ସରକାରୀ ସ୍ବୀକୃତିପ୍ରାପ୍ତ ସମସ୍ତ ଓଡ଼ିଆ ମାଧ୍ୟମ ପ୍ରାଥମିକ, ଉଚ୍ଚ…
ଦିଲ୍ଲୀରେ ପ୍ରଜ୍ଞାପନ ମେଢ଼କୁ ନେଇ ବଢ଼ିଲା ରାଜନୀତି: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି
ଭୁବନେଶ୍ୱର,୫।୧(ଅନିଲଦାସ): ଚଳିତବର୍ଷ ଦିଲ୍ଲୀର କର୍ତ୍ତବ୍ୟ ପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନ ଗଡ଼ିବା ଏକ କ୍ଷୋଭର ବିଷୟ ବୋଲି ବିଜୁ ଜନତା ଦଳର ସମନ୍ବୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ।…
ପ୍ରବାସୀ ଭାରତୀୟ: ବିକଶିତ ଭାରତର ନବସୃଜନର ପରିଭାଷା
ଆପଣମାନଙ୍କ ସହଯୋଗ ଏବଂ ପ୍ରବାସୀ ଭାରତୀୟଙ୍କ ଅଂଶଗ୍ରହଣ ବିନା ‘ବିକଶିତ ଭାରତ’ର ଯାତ୍ରା ଅସମ୍ପୂର୍ଣ୍ଣ ରହିବ। ବିକଶିତ ଭାରତ ସଂକଳ୍ପରେ ଯୋଗ ଦେବାପାଇଁ ମୁଁ ଆପଣମାନଙ୍କୁ ଆମନ୍ତ୍ରଣ କରୁଛି। ନୂତନ ବର୍ଷର ପ୍ରଥମ ମାସ, ଅର୍ଥାତ୍ ୨୦୨୫ ମସିହା ଜାନୁଆରୀ ମାସରେ…
ଦୁଲୁକିଲା ରାଜଧାନୀ, ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଯାଏ ମଉଜମସ୍ତିର ଆସର
ଭୁବନେଶ୍ୱର,୫।୧:ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର । ଜମିଛି ନୃତ୍ୟ ଗୀତର ଆସର। ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋରେ ମସଗୁଲ ରାଜଧାନୀବାସୀ । ପଥପ୍ରାନ୍ତରେ ନାଚ, ଗୀତ, ଚିତ୍ରକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ମଜା…
ଦୁର୍ଘଟଣା ରୋକିବ ସ୍ମାର୍ଟ ଡିଭାଇସ୍
ଭୁବନେଶ୍ୱର,୫ା୧(ଅନିଲ ଦାସ): ଗତ ୧୦ ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୪୭ ହଜାରରୁ ଅଧିକ ଜୀବନ ଯାଇଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ସମସ୍ତ ବସ୍ରେ ସ୍ମାର୍ଟ ଡିଭାଇସ୍ ଲଗାଯିବ। ଅତ୍ୟାଧୁନିକ ଟେକ୍ନୋଲୋଜିଯୁକ୍ତ ଏହି ଉପକରଣ ଡ୍ରାଇଭରଙ୍କ ଅବହେଳା ଓ ଯାନ୍ତ୍ରିକ…
‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…
ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ ରବି…
ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ
ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ଏସିଏଫ୍ଓ ସୁବାସ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ…
ଯବାନ-ମାଓବାଦୀ ଗୁଳି ବିନିମୟ: ଜଣେ ମାଓବାଦୀ ନିହତ
ନୂଆପଡ଼ା,୪ା୧ (ମକାରୁ ବେମାଲ): ନୂଆପଡ଼ା-ଛତିଶଗଡ଼ ସୀମାନ୍ତରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶା ଓ ଛତିଶଗଡ ଯବାନଙ୍କ ମିଳିତ ଅପରେଶନ ସମୟରେ ମାଓବାଦୀ ସହ ଗୁଳି ବିନିମୟ ହୋଇଥିଲା। ଏହି ସମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ଶନିବାର କୋମ୍ବିଂ ଅପରେଶନ ସମୟରେ…
Archives


