ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ

ଭୁବନେଶ୍ୱର,୪ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ  ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ। ୨୦୦୬…

ପାଣିକୋଇଲିରେ ଗୁଳିକାଣ୍ଡ: ଚାଲିଗଲା ଦୁଇ ଜଣଙ୍କ ଜୀବନ

ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ବଡ଼ ଧରଣର ଅଘଟଣ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଚିକିତ୍ସାପାଇଁ ଭୁବନେଶ୍ୱର…

ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ମତଦାନ: ହାଇକୋର୍ଟ ନିର୍ଦ୍ଦେଶରେ ଫଳାଫଳ ସଂରକ୍ଷିତ

ପାଟଣା,୪।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ଶୁକାନ୍ତି ନାଏକଙ୍କ ବିରୋଧରେ ଶନିବାର ଅନାସ୍ଥା ପ୍ରସ୍ତାବ ବ୍ଲକ ସଭାଗୃହରେ ଆଗତ ହୋଇଛି । ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଜ୍ଞାତବାସରେ ଥିବା ୩୧ଜଣ ସମିତିସଭ୍ୟ ଓ ସରପଞ୍ଚ…

ମନରେଗା କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ

କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ ତେନ୍ତେଳାପଶି ପଞ୍ଚାୟତ ଅଲଣାପଦାରେ ଭାରତ ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବର୍ଷାଜଳ ଅମଳ ପ୍ରକଳ୍ପ କାମ ଚାଲୁଅଛି। ଉକ୍ତ ପ୍ରକଳ୍ପରେ ଗ୍ରାମର ଜବ୍‌କାର୍ଡଧାରୀ ଶ୍ରମିକମାନେ କାମ କରି…

ଲୁଟ୍‌ ପାଇଁ ଗୁଳିମାଡ଼: ଚାଲିଗଲା ଜଣଙ୍କ ଜୀବନ

ପାଣିକୋଇଲି,୪।୧: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ଲୁଟ୍‌ ପାଇଁ ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ କର୍ମଚାରୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ଜାନୁଆରୀ ୧୫ ପରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର ୪/୧: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି। ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ୨ଟି କିସ୍ତି ମିଳିବ।…

ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ନେଇଗଲେ

କଟକ,୪।୧: ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଦୁର୍ବୁତ୍ତମାନେ ହୁଣ୍ଡି ଏବଂ ଅଳଙ୍କାର ଲୁଟି ନେଇଛନ୍ତି। ସୂଚନାନୁସାରେ, ପଞ୍ଚାମୁଖୀ ହନୁମାନ ମନ୍ଦିରରେ ଚୋରମାନେ ରୂପା ମୁକୁଟା (ମୁଦି), ସୁନା…

କମୁଛି ରାତ୍ରି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର

ଭୁବନେଶ୍ୱର,୪।୧: ପଶ୍ଚିମା ଝଡ଼ ପ୍ରଭାବରେ, ବର୍ତମାନ ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ୯ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହୋଇଥିବା ବେଳେ ଏଠାରେ ତାପମାତ୍ରା ୭.୫ ଡିଗ୍ରୀ ରହିଛି। ସେହିପରି…

୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୪।୧: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୪।୧: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।…

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି…

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ ଆଣିଛି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟି ଅଧ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri