ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ
ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପକୁ ସାମିଲ କରାଯାଇଛି। ଏ ସମ୍ପର୍କରେ OPSC ପକ୍ଷରୁ ଏକ…
ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି
ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ ଭୂମିପୂଜା ପାଇଁ କରାଯାଉଥିବା ପ୍ରସ୍ତୁତି ପୂର୍ବରୁ ଅଞ୍ଚଳବାସୀ ଗୁରୁବାର ବିରୋଧ କରିଛନ୍ତି। ମାଳିପୁଟ…
ଜୁନାଗଡ଼ ରୋଡ୍ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍ର ଶୁଭାରମ୍ଭ କଲେ ଏମ୍ପି: ୨୨ରୁ ଗଡ଼ିବ ଟ୍ରେନ୍…
ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ ହୋଇଛି। ଏହି ସମ୍ପ୍ରସାରଣ ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାର ଜନସାଧାରଣଙ୍କ…
ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍ପେଣ୍ଡ୍
କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ କଣ୍ଟାବାଞ୍ଜିକୁ ବଦଳି ହୋଇଥିଲେ ହେଁ ସେ କାର୍ଯ୍ୟରେ ଯୋଗ ଦେଇ ନଥିଲେ। ସ୍ୱାସ୍ଥ୍ୟଗତ…
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ
ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ କରାଯାଇଛି। ନୂତନ ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟର ସୁରକ୍ଷା କର୍ମୀମାନେ…
ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତରେ ପୋଲିସ, ବନ ଓ ଅବକାରୀ ବିଭାଗ ନଷ୍ଟ କରାଯାଇଛି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ…
ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍ ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି। ଗୁରୁବାର ଅପରାହ୍ନରେ…
ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।…
ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା
ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର ଦଳବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…
ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର
ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…
୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ଦିନ ୫୨୬ ଜଣ ପରୀକ୍ଷା ଦେଇଥିବା ବେଳେ…
Archives


