ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ
ନୟାଗଡ,୩।୧: ନୟାଗଡ଼ ଜିଲାର ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା…
ବିସ୍ଫୋରକ ବୟାନ ଦେଲେ ପ୍ରଭାତ: କହିଲେ ଯିଏ ମୋ ଗୋଡ଼ ଟାଣିଛନ୍ତି ତାଙ୍କ କଥା ଗୋଟିଗୋଟି କି ….
କଟକ,୩।୧: କଟକରେ ଏକ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇଥିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ। ତେବେ ସେଠାରେ ପ୍ରଭାତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,କିଛି ଲୋକ ମୋ ଗୋଡ଼ ଟାଣିଛନ୍ତି। ଯେଉଁମାନେ ମୋ ଗୋଡ଼ ଟାଣିଛନ୍ତି ସେମାନଙ୍କ କଥା ଜଗନ୍ନାଥ ବୁଝିବେ। ରାମାୟଣରେ…
ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ଭାଇଚାରା, ଶାନ୍ତି ସଦ୍ଭାବନା ପାଇଁ ନିଆରା ପ୍ରୟାସ
ଦାରିଙ୍ଗବାଡି,୩।୧ (ଅରୁଣ ସାହୁ ): କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ନୂତନ ବର୍ଷରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗୁରୁବାର ସାଂସ୍କୃତିକ କାର୍ଯ୍ୟକ୍ରମ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକ୍ରମକରେ ସରପଞ୍ଚ…
‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ବାର୍ତ୍ତା ନେଇ ରାଜ୍ୟବ୍ୟାପୀ ପାଳନ କରାଯାଉଛି ସଡକ ସୁରକ୍ଷା ସପ୍ତାହ
ନୀଳଗିରି,୩।୧: ‘ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ’ ଚଳିତବର୍ଷର ସଡକ ସୁରକ୍ଷା ସପ୍ତାହ ପାଳନର ସଚେତନତା ବାର୍ତ୍ତା ନେଇ ରାଜ୍ୟର ସମସ୍ତ ଜିଲାରେ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଉଛି । ସଡ଼କ ଦୁର୍ଘଟଣାରେ ଅଧିକରୁ ଅଧିକ ଜୀବନକୁ କିପରି ରକ୍ଷା କରାଯାଇପାରିବ…
ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ ହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜାହାଲ ପଞ୍ଚାୟତ ଗଜାହାଲ ଗ୍ରାମର…
ଏନ୍କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ
ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ସିଆର୍ପିଏଫ୍ ଏବଂ ଡିଆର୍ଜି ଯବାନ…
ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ଭୁବନେଶ୍ୱର,୩ା୧: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ…
କେମିତି ମଣ୍ଡିରେ ଦେବେ ଧାନ, ସୂଚନା ଦେଲେ ମନ୍ତ୍ରୀ
ଗୋପାଳପୁର,୩।୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ଦାସପୁର ସେବା ସମବାୟ ସମିତିର କୋଳଥି ଗାଁରେ ଶୁକ୍ରବାର ଜିଲାସ୍ତରୀୟ ଧାନମଣ୍ଡି ଶୁଭ ଆରମ୍ଭ ହୋଇଛି l ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ଖଣି ଇସ୍ପାତ ଓ…
ପାଣିପାଗରେ ହେବ ବଡ଼ ପରିବର୍ତ୍ତନ: ୫ ଦିନ ପରେ…
ଭୁବନେଶ୍ୱର,୩ା୧: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏପରିକି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ କିମ୍ବା ଏହାଠାରୁ କମ୍ ରହୁଥିବା ରେକର୍ଡ କରାଯାଇଛି। ଏଭଳି ସ୍ଥିତିରେ ୫ ତାରିଖ ପରେ ରାଜ୍ୟରେ ଶୀତ କମିବା ସମ୍ଭାବନା ରହିଛି।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ ସହାୟତା
ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା…
ସମ୍ବଲପୁରରେ ବଡ଼ଧରଣର ଲୁଟ୍
ସମ୍ବଲପୁର,୩।୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ବୁଢ଼ାରଜା ଛକସ୍ଥିତ ମଣପୁରମ୍ ଗୋଲ୍ଡ ଲୋନ ସଂସ୍ଥାରୁ ଶୁକ୍ରବାର ଏକ ବଡ଼ ଧରଣର ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ମଣପୁରମ୍ ସଂସ୍ଥା କାର୍ଯ୍ୟାଳୟରେ ପଶି କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀଙ୍କୁ ବନ୍ଧୁକ ଦେଖାଇ ବିପୁଳ ପରିମାଣର ସୁନା…
ଘରେ ପଶି ଭଉଣୀ-ଭାଇଙ୍କୁ ଗୁଳିମାଡ଼, କଟକ ସ୍ଥାନାନ୍ତର
ବଇଣ୍ଡା,୩ା୧(ପରୀକ୍ଷିତ ସାହୁ ): ଅନୁଗୋଳ ଜିଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ଏହି ଗୁଳିମାଡ଼ରେ ୧୫ ବର୍ଷୀୟ ଭଉଣୀ ଏବଂ ୧୧…
Archives


