Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …
ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ସେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ୧୨ଟି ବ୍ଲକର…
ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ
ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ…
ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ
ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। କିନ୍ତୁ ବରଗଡ଼ର କୋଶଲ ସଂଗ୍ରାମୀ ସୁଶାନ୍ତ…
ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….
ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ ନେଇ ବିଭିନ୍ନ ସ୍ଥାନରୁ ଆସୁଥିବା ଅଭିଯୋଗ ସମ୍ପର୍କରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି…
ଜାରକା ପୋଲିସ ବିଟ୍ ହାଉସ୍ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ
ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍ ହାଉସ୍ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ ବିଟ୍ ହାଉସର ଛାତରୁ ପାଣି ଗଳୁଥିବା ବେଳେ ପ୍ରବେଶ ପଥର ନାମଫଳକ ଭାଙ୍ଗି…
୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ
ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏକ୍ସରେ ଉପରେ ନିର୍ଭର କରୁଥିବା ୨୫ ପଞ୍ଚାୟତର ରୋଗୀମାନେ ନିରାଶ ହୋଇ ଫେରିବା…
ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି ତ ଆଉ କେଉଁଠି ନଦୀବନ୍ଧ ଭାଙ୍ଗି ଫସଲ ମାଟିରେ ମିଶାଇ ଦେଉଛିି। ପରିସ୍ଥିତି…
ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣୀପୁଟସ୍ଥିତ…
ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…
ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର…
ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ
ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ। ଏହାକୁ ନେଇ ଦେଶ ବିଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଆଗନ୍ତୁକ…
ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ରହିବ।ଜିଲାରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ଏହି…
କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…
ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଶୁକ୍ରବାର ତାଙ୍କ କାର୍ଯ୍ୟଜୀବନର ଶେଷ ଦିନ ହୋଇଥିବାରୁ ସହକର୍ମୀମାନେ ତାଙ୍କ କଳିଗାଁ…

