ରାଜ୍ୟ

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା ନିମନ୍ତେ ସୋମବାର ସକାଳୁ ଭୁବନେଶ୍ୱରରୁ ବାହାରି ଦିଲ୍ଲୀ ଏନ୍‌ସିସି ମୁଖ୍ୟାଳୟରେ ପହଞ୍ଚତ୍ଛନ୍ତି। ଓଡ଼ିଶା…

୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ

ନୂଆବର୍ଷରୁ ରାଜ୍ୟକୁ ପୁଣି ଫେରିବ ଶୀତ ।୨୪ ଘଣ୍ଟା ପରେ ରାଜ୍ୟରେ ଆହୁରି ଖସିବ ପାରଦ । ଏବେ ପାରଦ ଖସିବା ସହ ଅନୁଭୂତ ହେଉଛି ଶୀତ । ଆଜି ଓ ଆସନ୍ତାକାଲି ସକାଳ ପାଇଁ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ  ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା ଅଭିମୁଖେ ଆସୁଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ ନାମରେ ମାଲକାନଗିରି ପୋଲିସ ନିଜ ଆଡୁ ମାମଲା ନଂ(୭୨୧/୨୪)ରୁଜୁ କରିଛି। ସେହିପରି ବିଜେଡି…

ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ଅଭିନୟ ପାଇଁ ମନୋନୀତ ହେଲେ ବୃନ୍ଦାବନ ସାଂକୃତିକ ଅନୁଷ୍ଠାନର କଳାକାର

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଷାଠିଏ ଜଣ କଳାକାର କେନ୍ଦ୍ର ସଂସ୍କୃତି ବିଭାଗ ଓ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ସାଧାରଣ ତନ୍ତ୍ର ଦିବସରେ କର୍ତ୍ତବ୍ୟ ପଥ…

ଉଜୁଡ଼ାଜମି ଦେଖି ଦୁଃଖୀ ହେଲେ ନବୀନ, କହିଲେ ମୁଁ ଥିଲେ..

ଭୁବନେଶ୍ୱର,୩୦।୧୨: ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି। ଗସ୍ତ ସମୟରେ…

ଜାନୁଆରୀ ୭ରେ ହେବ ପ୍ରସିଦ୍ଧ ଶୁଲିଆ ଯାତ୍ରା

ବଲାଙ୍ଗୀର,୩୦।୧୨(ସୁନିଲ କୁମାର ମହାନ୍ତି): ଜାନୁୟାରୀ ୭ ତାରିଖ ଦିନ ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକସ୍ଥିତ ଖଇରଗୁଡା ଗାଁ ପ୍ରସିଦ୍ଧ ବଡଖଳା ଠାରେ ପାରମ୍ପରିକ ରୀତିନୀତିରେ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ସୋମବାର ଏସଂକ୍ରାନ୍ତରେ ଜିଲା ପ୍ରଶାସନ…

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌ ମାଡ଼ିବସିଲେ….

ହେଉଥିବା ବେଳେ ମାଡ଼ି ବସିଲେ ପୋଲିସ ଓ ବନ କର୍ମ ଚାରି: ୨ଗିରଫ॥ ପାଟଣା,୩୦।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡ଼ା ସେକ୍ସନ ଓସ୍ତଯୋଡ଼ି ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ କଲାରା ପତରିଆ ବାଘଛାଲ ବିକ୍ରିପାଇଁ ଡିଲ ଚାଲିଥିବା ବେଳେ…

ନନ୍ଦନକାନନରେ କାଲି ଖୁସି, ଆଜି ଦୁଃଖ: ଆଖି ବୁଜିଲା ସିମ୍ପାଞ୍ଜି

ଭୁବନେଶ୍ୱର,୩୦।୧୨: ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ସୋମବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ବୟସାଧିକ କାରଣରୁ ଜୁଲୁ ନାମକ ସିମ୍ପାଞ୍ଜିର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ଜୁଲୁକୁ ୩୬ ବର୍ଷ ହୋଇଥିଲା। ୧୯୮୮ରେ ସିଙ୍ଗାପୁରରେ ଜୁଲୁ ଜନ୍ମ ନେଇଥିଲା। ୧୯୯୪ରେ…

ନିର୍ବାଚନ ପରେ ପ୍ରଥମ ଥର ହିଞ୍ଜିଳି ଗସ୍ତରେ ନବୀନ: ଫସଲ ହାନି ନେଇ ଚାଷୀଙ୍କ ସହ କଲେ ଆଲୋଚନା

ହିଞ୍ଜିଳିକାଟୁ,୩୦।୧୨(ଦ୍ବିତୀକୃଷ୍ଣ ପଣ୍ଡା): ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି। ଗସ୍ତ…

ସୁସ୍ଥ ହୋଇ ଫେରିବା ପରେ ବିରୋଧୀଙ୍କୁ ଚ୍ୟାଲେଞ୍ଜ କଲେ ପ୍ରତାପ ଷଡ଼ଙ୍ଗୀ, କହିଲେ ଘଟଣା ମିଛ ହୋଇଥିଲେ ମୁଁ ରାଜନୀତିରୁ…

ଭୁବନେଶ୍ୱର,୩୦।୧୨: ଲୋକ ସଭାରେ ଠେଲାପେଲାରେ ଆହତ ହେବା ଘଟଣାକୁ ନେଇ ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ବଡ଼ ବୟାନ ଦେଇଛନ୍ତି। ସେ ସିଧାସଳଖ କଂଗ୍ରେସ ଓ ଅନ୍ୟ ବିରୋଧୀଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ଘଟଣା ମିଛ ହୋଇଥିଲେ ରାଜନୀତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri