ରାଜ୍ୟ

ପରୀକ୍ଷା ଦେବାକୁ ଘରୁ ବାହାରି ଆସିଥିଲେ ପୁଅ: ରାସ୍ତାରେ ଯେମିତି ଚାହିଁ ବସିଥିଲା କାଳ….

ବାଣପୁର,୨୮।୫( ଦିଲ୍ଲୀପ କୁମାର ସ୍ବାଇଁ) ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ପୋଲିସ ବିଟହାଉସ ନିକଟସ୍ଥ କଉଡ଼ିଆ ଛକ ପେଟ୍ରୋଲ ପମ୍ପ ଠାରେ ବୁଧବାର ଦୂର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ବାଣପୁର ଥାନା…

ଲଘୁଚାପ ଘନୀଭୂତ: ଏହି ୪ ଜିଲା ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮।୫(ଅନୁରାଧା ମହାରଣା):ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା…

ଭୁବନେଶ୍ୱରରେ ୧୦ଲକ୍ଷରେ ମିଳିବ ଘର: ଜାଣନ୍ତୁ କେମିତି….

ଭୁବନେଶ୍ୱର, ୨୮ା୫ (ରବିନାରାୟଣ ଜେନା):ରାଜଧାନୀ ଭୁବନେଶ୍ୱରରେ ଏବେ ଜମି ଅମୂଲ ମୂଲ। ଏଠାରେ ଜମି କିଣି ଘର ତିିଆରି କରିବା ପାଇଁ ବିପୁଳ ଅର୍ଥ ଆବଶ୍ୟକ, ଯାହା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଏବଂ ଗରିବଙ୍କ ପାଇଁ ସ୍ବପ୍ନ ହୋଇଯାଇଛି। ସେହିପରି ଆପାର୍ଟମେଣ୍ଟର…

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…

କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…

ଦୁର୍ଘଟଣାରେ ଚାଲିଗଲେ ସତ, ହେଲେ ଚକ୍ଷୁ ଦାନ କରି ଅମର ହୋଇଗଲେ ରାଜେନ୍ଦ୍ର

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ଉପରେ ସୋମବାର ରାତିରେ ୩ଟି ପୃଥକ ବାଇକ୍‌ ଦୁର୍ଘଟଣା ହୋଇଥିଲା। ଏଥିରେ ୬ ଜଣ ଆହତ ହୋଇଥିଲେ। ସେଥିମଧ୍ୟରୁ ଜଣେ ଯୁବକଙ୍କର ବ୍ରହ୍ମପୁର ବଡ ମେଡ଼ିକାଲରେ ମୃତ୍ୟୁ…

ବଙ୍ଗୋପସାଗରରେ ଶକ୍ତିଶାଳୀ ହେବ ଲଘୁଚାପ: ଓଡ଼ିଶାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଅଞ୍ଚଳରେ ଏକ ନିମ୍ନଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ନିମ୍ନଚାପ ପାଶ୍ଚାତ୍ୟ-ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ…

ଚିନ୍ତା ବଢ଼ାଇଲା IMD ଡିଜିଙ୍କ ଆକଳନ: ଏହି ସବୁ ଜିଲାରେ ପ୍ରବଳ ଛେଚିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୫: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

କ୍ଲିନିକ ଖୋଲି କରୁଥିଲେ ଚିକିତ୍ସା: ଧରାପଡ଼ିଲେ ଦଶମ ଫେଲ ଡାକ୍ତର

ଛତ୍ରପୁର,୨୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲି ପଞ୍ଚାୟତ ବଡ଼ ଆର୍ଯ୍ୟପଲି ଗାଁରୁ ଜଣେ ଦଶମ ଫେଲ କୁଆକ୍‌ ଡାକ୍ତର ଗିରଫ ହୋଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ରାଜ୍ୟର ପ୍ରସନଜିତ ସରକାର। ତାଙ୍କୁ ଆର୍ଯ୍ୟପଲି ସାମୁଦ୍ରିକ ଥାନା ପୋଲିସ…

ମାଓବାଦୀ ସଙ୍ଗଠନକୁ ବଡ଼ ଝଟକା: ଦଳ ଛାଡ଼ିଲେ ହାଡ଼କୋର୍‌ ମାଓବାଦୀ

ରାୟଗଡ଼ା,୨୭।୫(ଆଶିଷ ରଞ୍ଜନ ପଣ୍ଡା): ଦୀର୍ଘ ବର୍ଷ ପରେ ମାଓବାଦୀ ସଂଗଠନର ହାତ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ମଙ୍ଗଳବାର ପୋଲିସ ନିକଟରେ ଆତ୍ମସର୍ମପଣ କରିଛନ୍ତି ହାଡ଼କୋର୍‌ ମାଓବାଦୀ ନେତା ବିଜୟାପୁନେମ ଓରଫ ଅଜୟ । ଅଜୟ ବାସଧାରା-ଘୁମସୁର-ନାଗାବଳୀ ଡିଭିଜନର ଜଣେ…

ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ…

ସବୁ ଯୋଜନାରୁ ବାଦ ପଡ଼ିଥିଲେ ମିଳିବ ଘର; ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୭।୫: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ସବୁ ଯୋଜନାରୁ ବାଦ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ଘର ମିଳିବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୦ ହଜାର ଘର ଦିଆଯାଇଛି।…

ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷିବ, ସତର୍କ କରାଇଲେ SRC

ଭୁବନେଶ୍ୱର,୨୭ା୫: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?