ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…
ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ.. ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ । ଗୁରୁବାର ବିଜେଡିର ୨୮ ତମ ପ୍ରତିଷ୍ଠା ଦିବସ ଥିବାବେଳେ ଆସିକା ନିର୍ବାଚନମଣ୍ଡଳୀରେ ପୃଥକ ପୃଥକ…
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ
ଭୁବନେଶ୍ୱର,୨୭।୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…
ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ୮ଟା ୩୦ରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ସଦର ଥାନା ବାରଦା ଗ୍ରାମର…
୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…
କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା। ଏହାର ସଫଳତା ଅନୁକରଣ କରି ଜିଲାର ଦଶମନ୍ତପୁର ବ୍ଲକର…
ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ ପରେ ଦୀର୍ଘ ସାଢ଼େ ୬ ଦଶନ୍ଧି ଧରି ଦେଶର ଆର୍ଥତ୍କ ସ୍ଥିତିକୁ ପରଖିବା ସହ…
ଗାଡ଼ି ଶୋ’ ରୁମ୍ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି
ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍ରେ ଶଟ୍ସର୍କିଟ୍ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି…
ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍ଆଇ
ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା ଏବଂ ତାଙ୍କ ଫୋନ୍ କେହି ଉଠାଉ ନ ଥିବାରୁ ତେନ୍ତୁଳିଖୁଣ୍ଟି ଥାନାର ତାଙ୍କ ସହକର୍ମୀ…
ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।…
ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ
ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍କୁ ଅଣାଯାଇଥିଲା। ମାତ୍ର ଏହା ମଧ୍ୟରେ ଜିନ୍ନତ୍ ଶିମିଳିପାଳରୁ ପଶ୍ଚିମବଙ୍ଗ ଜଙ୍ଗଲକୁ ପଳାଇଯାଇଛି। ତେଣୁ ତାକୁ…
୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ
ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି କରି ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟ ସରକାର ୫ଟି ଉପକୂଳ…
ଭିଜିଲାନ୍ସ ଜାଲରେ ଏଏସ୍ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ
ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ। ଅର୍ଥନୀତି…
Archives


