ରାଜ୍ୟ

ଓଡ଼ିଆ ଝିଅ ଝାଡ଼ଖଣ୍ଡ ଡିଜିପି, ପ୍ରଥମ ମହିଳା ଭାବେ ରଚିଲେ ଇତିହାସ

ଭୁବନେଶ୍ୱର/ରାଞ୍ଚି: ଓଡ଼ିଶାରେ ଜନ୍ମିତ ବରିଷ୍ଠ ଆଇପିଏସ୍ ଅଧିକାରୀ ତାଦାଶା ମିଶ୍ର ଝାଡ଼ଖଣ୍ଡର କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ (DGP) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ପଦବୀରେ ଅବସ୍ଥାପିତ ହେବାରେ ସେ ହେଉଛନ୍ତି ଝାଡ଼ଖଣ୍ଡ ପୁଲିସ୍ ଫୋର୍ସର ପ୍ରଥମ ମହିଳା ମୁଖ୍ୟ।...

ନବୀନଙ୍କୁ ନେଇ ସାଂଘାତିକ କଥା କହିଦେଲେ ସମ୍ବିତ ପାତ୍ର: ବେଇମାନ…

ନୂଆପଡ଼ା,୭।୧୧: ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟ ରାଜନୀତିର ଅନେକ ନେତା ପ୍ରଚାର ପାଇଁ ସେଠାରେ ଡେରା ପକାଇଛନ୍ତି। ଶୁକ୍ରବାର ନୂଆପଡ଼ାରେ ଭାଜପା ଏମ୍‌ପି ସମ୍ବିତ ପାତ୍ର ଏକ ପ୍ରେସମିଟ କରିଛନ୍ତି। ଏଠାରେ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ...

‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ବଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ...

ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ , ଏ କ’ଣ ମିଳିଲା…

ନୂଆପଡା,୭।୧୧: ନୂଆପଡ଼ାରେ ଅଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଓ ଖରିଆର ରୋଡରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ନିର୍ବାଚନ କମିଶନରଙ୍କ ଟିମ୍‌ ପକ୍ଷରୁ...

ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…

ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏହି ଅବସରରେ ନବୀନ ଖରିଆର୍‌ ରୋଡ୍‌ ଏନ୍‌ଏସି ଅଞ୍ଚଳର...

ହଠାତ୍‌ ନୂଆପଡାରେ ହେଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ ଯାଞ୍ଚ, ଜାଣନ୍ତୁ କାହିଁକି…

ନୂଆପଡା,୭।୧୧: ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ ଯାଞ୍ଚ କରାଯାଇଛି। ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ  ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଛି। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ୍‌ ତରଫରୁ ଯାଞ୍ଚ କରାଯାଇଛି। ଏନେଇ...

ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୦ ଯାଏ ସଡ଼କ ଏବଂ...

ଭୁବନେଶ୍ୱରରେ ଗଡ଼କରୀ: ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

ଭୁବନେଶ୍ୱର,୭।୧୧: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଶୁକ୍ରବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଚିବ ଉଷା ପାଢ଼ୀ ପ୍ରମୁଖ ମନ୍ତ୍ରୀ...

ମୋର ବିଜୟ ସୁନିଶ୍ଚିତ: ଘାସିରାମ ମାଝୀ

ନୂଆପଡ଼ା ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ସମୁଦାୟ ୧୪ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଚଳିତ ନିର୍ବାଚନକୁ ମିଶାଇ ୬ଷ୍ଠ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି।...

ବନ୍ଦେ ମାତରମ୍‌: ପ୍ରେରଣାର ଉତ୍ସ

କ’ଣ ଗୋଟିଏ ଗୀତର ଏତେ ଶକ୍ତି ଅଛି? ଜଣେ ସଂଗ୍ରାମୀ ଏହି ଗୀତକୁ ଖୁସିରେ ଗାଇ ଗାଇ ମୃତ୍ୟୁଦଣ୍ଡ ଭୋଗିବା ପାଇଁ ଫାଶିଖୁଣ୍ଟରେ ଝୁଲିପଡ଼ିବ? କ’ଣ ଗୋଟିଏ ଗୀତର ଏତିକି ତାକତ ଅଛି, ଯାହାର ଶବ୍ଦର ପ୍ରେରଣା ନିଜ ଜୀବନକୁ...

ଓଡ଼ିଶା ପାଳୁଛି ଛାଡ଼ଖାଇ: ଆମିଷ ବଜାରରେ ଭିଡ଼, ଦର ଆକାଶଛୁଆଁ

ଭୁବନେଶ୍ୱର,୭ା୧୧: ପବିତ୍ର କାର୍ତ୍ତିକ ମାସର ମାସବ୍ୟାପୀ ନିରାମିଷ ଭୋଜନ ପରେ ମାର୍ଗଶିର ମାସର ପ୍ରଥମ ଗୁରୁବାର ଯିବା ପରେ ଶୁକ୍ରବାର ଛାଡ଼ଖାଇ ପାଳନ କରୁଥିବା ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ରାଜ୍ୟର ମାଂସ ଓ ମାଛ ବଜାରରେ...

ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼, ଦାମ୍‌ ରହିଛି…

ଗଞ୍ଜାମ,୭ା୧୧(ବିଦ୍ୟାଧର ସାହୁ): ସରିଲା ପବିତ୍ର କାର୍ତ୍ତିକ ମାସ। ଗତକାଲି ଗୁରୁବାର ଥିବାରୁ ଆଜି ଅର୍ଥାତ୍‌ ଶୁକ୍ରବାର ଛାଡ଼ଖାଇ ପାଳନ କରିଛନ୍ତି ଗଞ୍ଜାମ ସହରବାସୀ। ଏଥିପାଇଁ ସହର ଶେଷ ସାନ ବଜାର ମାଛ ମାର୍କେଟରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri