ରାଜ୍ୟ

 ବନ୍ଧାହେଲେ ନୂଆପଡ଼ା R&B ଡିଭିଜନ୍‌ JE ସୁଶାନ୍ତ ସେଠୀ

ନୂଆପଡ଼ା,୨୪।୫(ମକାରୁ ବେମାଲ): କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଗିରଫ କଲା ଭିଜିଲାନ୍ସ। ନୂଆପଡ଼ା R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ ଶନିବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଭିଜିଲାନ୍ସର ତଥ୍ୟ…

  ମଞ୍ଜୁଶ୍ରୀଙ୍କ ପାଇଁ ଯାତ୍ରା ପେଣ୍ଡାଲ ମଝିରେ ଭୋଭୋ ହୋଇ କାନ୍ଦିଲେ କଳାକାର: ଟଙ୍କା ଅଜାଡ଼ି ଦେଇଗଲେ ଦର୍ଶକ 

ଭୁବନେଶ୍ୱର, ୨୪।୫: ଯାତ୍ରା ସିଙ୍ଗର ମଞ୍ଜୁଶ୍ରୀ ମଣ୍ଡଳ କିଡନୀ ରୋଗରେ ପୀଡ଼ିତ ହୋଇ ଚିକିତ୍ସା ହେଉଛନ୍ତି। ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଥିବା ବେଳେ ଦୁଇଟି ଯାକ କିଡନୀ ଖରାପ ହେବା ପରେ ଚିକିତ୍ସା ପାଇଁ ହନ୍ତସନ୍ତ ହେଉଛନ୍ତି ।…

ବିଦାହେବେ ବାଂଲାଦେଶୀ: ଭଙ୍ଗା ହେବ ଘର, ଏମିତି ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୨୪।୫: ବସ୍ତିରୁ ବାର୍‌ ସବୁଠି ବାଂଲାଦେଶୀ। ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟୁଇନ୍‌ ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ…

ଆଗାମୀ ୨୪ଘଣ୍ଟା ଭୁବନେଶ୍ୱରକୁ ବିପଦ! ବଡ଼ ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୧୬ଟି ଜିଲା ପାଇଁ ଝଡ଼ତୋଫାନ, ବିଜୁଳି ଓ ପବନ-ବର୍ଷା ହେବାର ସତର୍କତା ଜାରି କରିଛି। ଆଇଏମଡି ପକ୍ଷରୁ ଆଜି ଅପରାହ୍ନ ସୁଦ୍ଧା ସତର୍କ ସୂଚନା ଦିଆଯାଇଛି। ଏଥିସହ ରାଜଧାନୀ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟଜାରି…

ବଦଳିବ ଲାଲସିଂ ନର୍ସରୀ ଠିକଣା, ୧୦୩ ବର୍ଷ ପରେ ଡିଏଫ୍‌ଓ କାର୍ଯ୍ୟାଳୟ ପରିବର୍ତ୍ତନ ଯୋଜନା

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ବ୍ରିଟିଶ ଶାସକମାନେ ଗଞ୍ଜାମ ଜିଲା ଭଞ୍ଜନଗର (ଘୁମୁସର)କୁ ଶାସନ କରିବାକୁ ଆସିବା ପରେ ଏଠାରେ ଶିକ୍ଷା, ଜଳସେଚନ, ଗମନାଗମନ, ସ୍ବାସ୍ଥ୍ୟକ୍ଷେତ୍ରରେ ଉନ୍ନତି ପାଇଁ ୧୮୮୪ ପୂର୍ବରୁ ପଦକ୍ଷେପ ନେଇଥିବାର ପ୍ରମାଣ ଅଛି। ତେଣୁ ଭଞ୍ଜନଗର ଲୋହରାଖଣ୍ଡି ସେତୁ, ଭଞ୍ଜନଗର…

ଦୋକାନକୁ ଆସୁଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ଟ୍ରକ୍‌

ଜୁନାଗଡ଼,୨୪ା୫(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଛକ ଠାରେ ଶନିବାର ସକାଳେ ଟ୍ରକ୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବୃଦ୍ଧଙ୍କ ନାମ କଳ୍ପେଶ୍ୱର ମେହେର (୭୦) ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି…

ଫରେଷ୍ଟଗାର୍ଡଙ୍କୁ ହତ୍ୟା: ସହାୟତା ରାଶି ଘୋଷଣା ସହ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ PCCFକୁ…

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ, ୧୬ ବର୍ଷ ପରେ ଏଥର…

ଭୁବନେଶ୍ୱର,୨୪ା୫: ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଛୁଇଁବା…

ଆତ୍ମସମର୍ପଣ କଲେ ୨୪ ମାଓବାଦୀ, ସମସ୍ତଙ୍କ ନାମରେ ହୋଇଥିଲା ପୁରସ୍କାର ରାଶି ଘୋଷଣା

ମାଲକାନଗିରି,୨୪ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍‌ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଆଉ ୨ ମାଓବାଦୀ

ମାଲକାନଗିରି,୨୪ା୫: ଝାଡ଼ଖଣ୍ଡରେ ୨ ହାର୍ଡକୋର୍‌ ମାଓବାଦୀଙ୍କୁ ଏନ୍‌କାଉଣ୍ଟର୍‌ କରି ନିହତ କରିଛନ୍ତି। ଲାତେହାରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଏହି ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏହି ମାଓବାଦୀଙ୍କ ନାଁରେ ଥିଲା ୧୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ତେବେ ଆହତ…

ମଡେଲ ପାର୍କ କାମ ସରିବା ନେଇ ଅନିଶ୍ଚିତତା

ଜଗତ୍‌ସିଂହପୁର, ୨୪ା୫ (ପ୍ରମୋଦ କୁମାର ନାୟକ): ଦିନକୁ ଦିନ ଜଗତ୍‌ସିଂହପୁର ସହରର ଜନସଂଖ୍ୟା ବଢ଼ିଚାଲିଛି। କିନ୍ତୁ ମନୋରଞ୍ଜନ ପାଇଁ ଏ ପର୍ଯ୍ୟନ୍ତ ଆଖିଦୃଷ୍ଟିଆ ପାର୍କଟିଏ ନାହିଁ। ୨୦୨୧ରେ ସ୍ଥାନୀୟ କଲେଜ ଛକ ନିକଟରେ ଏକ ଆକର୍ଷଣୀୟ ଅର୍ଥାତ୍‌ ମଡେଲ ପାର୍କ ନିର୍ମାଣ…

ସୁନ୍ଦରଗଡ଼ ଖଣି ଦୁର୍ନୀତି ମାମଲା: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫(ସୁନିତ୍‌ ମିଶ୍ର):ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ଭିଜିଲାନ୍ସ ପକ୍ଷରୁ ଏକ ଏସ୍‌ଆଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?