ରାଜ୍ୟ

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ ପାତ୍ର

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି । ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ...

ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିଛି । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ...

ବର୍ଷା-ଅନୁଭବ ମାମଲା, ୭ରେ ଶୁଣାଣି

କଟକ ଅଫିସ, ୩୦ା୮: ବହୁଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ପାରିବାରିକ ବିବାଦ ମାମଲାରେ ବର୍ଷାଙ୍କ ଆବେଦନର ଶୁଣାଣି ୭ ତାରିଖକୁ ଘୁଞ୍ଚତ୍ଛି। ଫ୍ୟାମିଲି କୋର୍ଟର ନିର୍ଦ୍ଦେଶକୁ ନେଇ ବର୍ଷା ହାଇକୋର୍ଟରେ...

ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ: ୧.୨୦ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଆସିଲା ଚଳିତ ବର୍ଷର ବନ୍ୟାର କ୍ଷୟକ୍ଷତି ରିପୋର୍ଟ। ଲଗାଣ ବର୍ଷା ଏବଂ ବନ୍ୟାରେ ରାଜ୍ୟର ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ ହୋଇଥିବା ବେଳେ ୨୪ଟି ଜିଲାର ଚାଷୀ ପ୍ରଭାବିତ ହୋଇଛନ୍ତି। ତେବେ ୧୦ଟି...

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ଜେଇଇ ମେନ୍‌ ପରୀକ୍ଷାର କୃତୀ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ...

ଭିଜିଲାନ୍ସ ଜାଲରେ ଡିଏସ୍‌ପି

ଢେଙ୍କାନାଳ ଅଫିସ,୩୦।୮: ଢେଙ୍କାନାଳ ସଦର ଥାନା ଇନସ୍ପେକ୍ଟରରୁ ଡିଏସ୍‌ପିକୁ ପଦୋନ୍ନତି ହୋଇଥିବା ଅଭିନବ ଡାଳୁଆ ମଙ୍ଗଳବାର ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଡିଏସ୍‌ପି ପ୍ରଦ୍ୟୁମ୍ନ କୁମାର ଦ୍ୱିବେଦୀଙ୍କ ନେତୃତ୍ୱରେ ୧୧ ଜଣିଆ ଦଳ...

ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ

କେନ୍ଦୁଝର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବିଇଓ ଅଭୟ କୁମାର ବେହେରା ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିନେଇଛି। ତଦନ୍ତରୁ ଜଣାପଡ଼ିଛି, କାଶୀସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କମଳାକାନ୍ତ ପଣ୍ଡାଙ୍କ ବକେୟା...

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ କନ୍ଧମାଳ ଜିଲାର ୬୯ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ...

ନୂଆଁଖାଇରେ ରାଜ୍ୟ ସରକାରଙ୍କ ଭେଟି, ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା। ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ମିଳିବ। ଏହି ଯୋଜନାରେ ରାଜ୍ୟର ୪୧ ଲକ୍ଷ ଚାଷୀ ଉପକୃତ ହେବେ। ତେବେ ଏହି ବାବଦରେ...

ହାତୀ ମୃତ୍ୟୁ ମାମଲା: ଫରେଷ୍ଟର,ଗାର୍ଡ ନିଲମ୍ବିତ

କେନ୍ଦୁଝର,୩୦।୮ (ସ୍ବ.ପ୍ର.) ସ୍ଥାନୀୟ ଓୟୁଏଟି କ୍ୟାମ୍ପସରେ ଦୁଇ ମାଈହାତୀ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିବା ଘଟଣାରେ ବନ ବିଭାଗ ଫରେଷ୍ଟର ପ୍ରଦୀପ ବାରିକ ଏବଂ ଗାର୍ଡ ମିତ୍ରଭାନୁ ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଆର୍‌ସିସିଏଫ୍‌ ତାଙ୍କୁ...

ଦୁର୍ବଳ ମୌସୁମୀ ପ୍ରଭାବରେ ଦିନରେ ବୃଦ୍ଧି ପାଉଛି ତାପମାତ୍ରା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଆଗାମୀ ୫ଦିନ ଯାଏ ଅବସ୍ଥାନ କରିବାର ସମ୍ଭାବନା ଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...

ଆଜି ରାଜ୍ୟରେ ୨୩୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri