ବର୍ଷା ଧୋଇନେଲା ବର୍ଷକର ଦାନା
ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ ଶନିବାର ଅପରାହ୍ନରୁ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି…
ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା
ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ ଜମି ପରିମାଣ ୧,୪୪୫ ବର୍ଗ କିଲୋମିଟର ବଢ଼ିଥିବା ସରକାରଙ୍କ ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି।…
ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁ ନିର୍ଦ୍ଧାରିତ ସମୟରେ ପିଡିଏସ୍ ସାମଗ୍ରୀ ଉଠାଣ ଓ ବଣ୍ଟନ ବ୍ୟବସ୍ଥା କରିବା…
ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ
କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ ନାରାରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମବାସୀ ଶହୀଦ ଈଶ୍ୱରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।…
ସ୍କୁଲ୍ ବନ୍ଧା ପକାଇ ଖାଇଗଲେ ଟଙ୍କା: କୋଠା ଦଖଲ କଲା ଫାଇନାନ୍ସ କମ୍ପନୀ
ପୁରୁଷୋତ୍ତମପୁର,୨୧ା୧୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଥିବା ସର୍ବପୁରାତନ ଶାଶ୍ବତ ଶିଶୁମନ୍ଦିରରେ ଏକ ବଡ ଘୋଟାଲା ଘଟଛି। ଯାହାକି ଶନିବାର ଭୂବନେଶ୍ବରର ଭର୍ତ୍ତିନା ଫାଇନାନ୍ସ ପ୍ରାଇଭିଟ ଲିମିଟେଡ କର୍ତ୍ତୁପକ୍ଷ ଆସି ଏକଜିକ୍ଟିଭ ମାଜିଷ୍ଟେଟ ତଥା ତହସିଲଦାର ଓ ପୋଲିସ ଉପସ୍ଥିତିରେ…
ରମ୍ଭା ପୋଲିସକୁ ବଡ଼ ସଫଳତା, ମନ୍ଦିର ଚୋରୀ ଘଟଣାର ହଟିଲା ପରଦା
ଗଞ୍ଜାମ, ୨୧ା୧୨: (ବିଦ୍ୟାଧର ସାହୁ ): ଗତ କିଛି ମାସ ତଳେ ରମ୍ଭା ଓ ଗଞ୍ଜାମ ଅଞ୍ଚଳ ଶିବ ମନ୍ଦିର ଗୁଡିକରୁ ଲୁଟ ଘଟଣାରେ ରମ୍ଭା ପୋଲିସକୁ ମିଳିଛି ବଡ଼ ସଫଳତା। ସିରିଜ ଲୁଟ ଘଟଣାର ପରଦା ହଟାଇଛି ପୋଲିସ। ଉକ୍ତ…
ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍ ଡିଆଇସି
ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍ ଡିଆଇସି) ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଦେହୁରୀ ତାଙ୍କ ସୁବର୍ଣ୍ଣପୁର ସହରସ୍ଥିତ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍ ଏନେଇ ଅର୍ଥ ମଞ୍ଜୁର କରିଥିବା…
ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଏକାସାଙ୍ଗରେ ୩…
ଶୁଝିପାରିଲେନି ଲୋନ୍, ଘର ସିଲ୍ କଲା ବ୍ୟାଙ୍କ
ହିଞ୍ଜିଳିକାଟୁ,୨୧ା୧୨: ବ୍ୟାଙ୍କରୁ ଘର ବନ୍ଧକ ରଖି ଆଣିଥିଲେ ଋଣ। ବ୍ୟାଙ୍କର ବାରମ୍ବାର ସୂଚନା ସତ୍ତ୍ବେ ଦୀର୍ଘଦିନ ଧରି ଋଣ ଟଙ୍କା ଶୁଝି ନ’ପାରିବାରୁ ଋଣଖିଲାପକାରୀଙ୍କ ଘରକୁ ସିଲ୍ କରିଛି ବ୍ୟାଙ୍କ। ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସାରୁ ଗ୍ରାମରେ ଶୁକ୍ରବାର କୃଷ୍ଣଚନ୍ଦ୍ର…
୨୮ରେ ସମ୍ବଲପୁର ଆସିବେ ଶାହା
ଭୁବନେଶ୍ୱର,୨୧।୧୨: ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ…
କାଲିଠୁ କମିବ ବର୍ଷା
ଭୁବନେଶ୍ୱର,୨୧।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର ଶନିବାର ସୂଚନା ଦେଇଛନ୍ତି। ଅବପାତ ଆସନ୍ତା ୧୨ ଘଣ୍ଟା ମଧ୍ୟରେ…
Archives


