ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ
ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ନୂଆବର୍ଷରେ ନୂଆ ପିସିସି ସଭାପତି ଚୟନ ହେବ ବୋଲି ମୋକିମ ପ୍ରକାଶ କରିଛନ୍ତି।…
ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା
ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ପାରାଙ୍କ ଗୋଡ଼ରେ ଲାଗିଥିବା ବେଲ୍ଟରେ ବିଦେଶୀ ଭାଷା…
ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍
ଭୁବନେଶ୍ୱର, ୨୪ା୧୨(ସୁନିତ୍ ମିଶ୍ର):ରାଜ୍ୟରେ ଗ୍ରୀନ୍ ହାଇଡ୍ରୋଜେନ୍ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର ଚୁକ୍ତି ସ୍ବାକ୍ଷର ହୋଇଛି। ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ…
ଭାଙ୍ଗିଲା କଲେଜ ପରିଚାଳନା କମିଟି
ଭୁବନେଶ୍ୱର,୨୪।୧୨(ସୁଚିସ୍ମିତା ସାହୁ): ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି କରିବା ସହ ତତ୍କ୍ଷଣାତ ଏହାକୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେଠାରୁ ଜିଲା ମୁଖ୍ୟାଳୟରେ…
ଲଘୁଚାପ ସକ୍ରିୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲାରେ ବାଦଲ ଆଚ୍ଛାଦନରେ ବୃଦ୍ଧି ଘଟିଛି। ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…
ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ ଜଣାଇଛନ୍ତି। ପ୍ରବାସୀ ଭାରତୀୟଙ୍କ ସହ ସାଧାରଣ…
ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ ସ୍ଥିର କରି ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରି ଦ୍ୱିତୀୟ ମେରିଟ୍…
ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ
କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ କାର୍ଯ୍ୟ କରୁଥିବା ଜଣେ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ଦରମା କରିବା ପାଇଁ ୭…
ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”
କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ଭାଜପା କର୍ମୀ ମାନଙ୍କୁ ଗୁରୁମନ୍ତ୍ର…
ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ
ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ…
ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ
ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର ଦେଇଛନ୍ତି…
୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି
ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍ ନିର୍ବାଚନ କମିଶନରଙ୍କୁ ଭେଟି ଏନେଇ ଅଭିଯୋଗ କରିଛନ୍ତି। ଲୋକସଭା ଓ ବିଧାନସଭାରେ ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି ଉଠାଇ…
Archives


