ଟିକେଟ୍ ଯାଞ୍ଚ କରୁଥିବାବେଳେ ହଠାତ୍ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…
ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ ଛତିଶଗଡ଼ ଅଞ୍ଚଳର ରାଜେନ୍ଦ୍ର କୁମାର ନିର୍ମଳ କର ବୋଲି ଜଣାପଡ଼ିଛି। ପ୍ରତ୍ୟେକ ଦିନ ଭଳି…
ଲଘୁଚାପ ବର୍ଷା: ବିଲରୁ ଧାନ ଉଠାଇବାରେ ବ୍ୟସ୍ତ ଚାଷୀ
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ…
ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଛିପ୍ଛିପ୍ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର…
ଦାରିଙ୍ଗବାଡ଼ିରେ ଲଘୁଚାପର ପ୍ରଭାବ: ଝିପିଝିପି ବର୍ଷା ସହ କୋହଲା ପବନ, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୦ା୧୨(ଅରୁଣ ସାହୁ): ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଗୁରୁବାର ପାଗ ମେଘୁଆ ସହ କୋହଲା ପବନ ବୋହୁଥିଲା। ବିଳମ୍ବିତ ରାତିରୁ ବର୍ଷା ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ବର୍ଷା ଜାରିରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଧାନକଟା…
ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର
ରାଉରକେଲା,୨୦ା୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେକ୍ଟର-୩ ଥାନା ରାଉରକେଲା ହାଉସ୍ ଛକ ନିକଟରେ…
ରାଜ୍ୟର କିଛି ସ୍ଥାନରେ ବର୍ଷା : ଆହୁରି ୨ ଦିନ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…
ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ: ବିଜେଡି
ଭୁବନେଶ୍ୱର୨୦।୧୨(ଅନିଲ ଦାସ): ପାର୍ଲାମେଣ୍ଟରେ ଘଟିଥିବା ଘଟଣା ସଂସଦର ଗରିମା କ୍ଷୁଣ୍ଣ କରିଥିବା ବେଳେ ଏହାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ ବୋଲି ବିଜୁ ଜନତା ଦଳ ଦାବି କରିଛି। ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍ ମହାନ୍ତି କହିଛନ୍ତି, ଗଣତନ୍ତ୍ରର ମନ୍ଦିର…
ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍ସି ଦେବ ୧ ଲକ୍ଷ କ୍ଷତିପୂରଣ
କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ ଦେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ତତ୍ପରତା ପ୍ରକାଶ କରିଛି। ନିଯୁକ୍ତି, ବରିଷ୍ଠତା ସମେତ…
ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୨୦ା୧୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ। ମୁଖ୍ୟମନ୍ତ୍ରୀ…
ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ
ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା…
ଓଡ଼ିଶାରେ ୧୧୦ ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଲୱେ
ଭୁବନେଶ୍ୱର,୧୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଲୱେର ଜେନେରାଲ ମ୍ୟାନେଜର ୧୭୦ ରୋଡ ଓଭର ବ୍ରିଜ(ROB) ଘୋଷଣା କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପଗୁଡିକର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିବାକୁ…
ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…
କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟଦର୍ଶନ ସେଠୀଙ୍କୁ ଏସ୍ପିଙ୍କ ଅଫିସକୁ ବଦଳି କରାଯାଇଛି।…
Archives


