ରାଜ୍ୟ

ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍‌ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍‌ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ସାଇବର ଠକମାନେ...

ବିଜେବିରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଫି’ ବଢ଼ିଲା

ଭୁବନେଶ୍ୱର, ୫।୯(ବ୍ୟୁରୋ):୨୦୨୨-୨୩ ଶିକ୍ଷାବର୍ଷରୁ ଭୁବନେଶ୍ୱରସ୍ଥିତ ବିଜେବି କଲେଜରେ ସେଲ୍ଫ ଫାଇନାନ୍ସିଂରେ ପାଠପଢ଼ା ମହଙ୍ଗା ହେବ। ସିଟ୍‌ ସହ କୋର୍ସ ଫି’କୁ ମଧ୍ୟ ବଢ଼ାଇ ଦିଆଯାଇଛି। ପିପିପି ମୋଡ୍‌ରେ ଚାଲୁଥିବା ୫ବର୍ଷିଆ ଇଣ୍ଟିଗ୍ରେଟେଡ ଏମ୍‌ବିଏ, ଆଇଏମ୍‌ଏସ୍‌ସି-ଇଟିସି, ଆଇଏମ୍‌ଏସ୍‌ସି ବିଆଇ, ୨ବର୍ଷିଆ ଏମ୍‌ଜେଏମ୍‌ସିର...

ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା

ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍‌ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ...

ଆତ୍ମହତ୍ୟା ଏଡ଼ାଇବାକୁ ସାମଗ୍ରିକ ରଣନୀତି ଆବଶ୍ୟକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ବର୍ତ୍ତମାନ ଆତ୍ମହତ୍ୟା ପ୍ରବଣତା ଦିନକୁ ଦିନ ବଢିବାରେ ଲାଗିଛି। ପାରିବାରିକ କଳହ, ପ୍ରେମ ପ୍ରତାରଣା, ଅର୍ଥନୈତିକ ସମସ୍ୟା ଭଳି ଅନ୍ୟାନ୍ୟ କାରଣ ପାଇଁ ସେଲିବ୍ରିଟି ହୁଅନ୍ତୁ ବା ସାଧାରଣ ଲୋକ ଜୀବନ ହାରିଦେଉଛନ୍ତି। ୨୦୨୧ ଏନ୍‌ସିଆର୍‌ବି ରିପୋର୍ଟ ମୁତାବକ,...

ଝିଅପୁଅ ପରେ ମା’ ଆଖିବୁଜିଲେ

ବଡ଼ମ୍ବା,୫ା୯(ଡି.ଏନ୍‌.ଏ):କଟକ ଜିଲା ବଡ଼ମ୍ବା ଥାନା ଅନ୍ତର୍ଗତ ଅଭିମାନପୁର ପଞ୍ଚାୟତସ୍ଥିତ ବୀରବରପୁର ଗ୍ରାମରେ ଘରେ ତିଆରି ଚାଟ୍‌ ଖାଇ ଗୋବିନ୍ଦ୍ର ପାତ୍ରଙ୍କ ପରିବାରର ୪ ସଦସ୍ୟଙ୍କ ମଧ୍ୟରୁ ଝିଅ ରୁଚିକା ଓ ପୁଅ ରୁଦ୍ରଙ୍କ ଶନିବାର ଭୋର ସମୟରେ ମୃତ୍ୟୁ ହୋଇଥିବା...

୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ

ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୩୬.୨...

ଚିଲିକାରେ ବୁଡ଼ିଲା ଡଙ୍ଗା: ୨ ମୃତ

ବ୍ରହ୍ମଗିରି,୫ା୯(ଡି.ଏନ୍‌.ଏ.):ଚିଲିକାରେ ରବିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ବୁଡ଼ିଯାଇଛି। ଏହି ଡଙ୍ଗାରେ ଥିବା ୯ଜଣ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ପୁରୀ ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କର ପରିଚୟ ମିଳିପାରି ନାହିଁ।...

ବୃଦ୍ଧଙ୍କୁ ଅଜଗର ଗିଳିବା ଘଟଣା ଚର୍ଚ୍ଚାରେ ରହିଗଲା: ୮ଦିନ ପରେ ନିଖୋଜ ବୃଦ୍ଧଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୫।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍‌ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧକୁ ଅଜଗର ଗିଳିଥିବା ନେଇ ୫ଦିନ ହେବ ଚର୍ଚ୍ଚା ଚାଲିଛି। ହେଲେ ଏଯାଏ ଅଜଗରଟିକୁ ଧରି ଏକ୍ସ-ରେ କରାଗଲା ନାହିଁ, କି ପେଟରେ କ’ଣ ରହିଛି,...

ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୫ା୯(ବ୍ୟୁରୋ):ସଫଳ ନେତୃତ୍ୱ ଯୋଗୁ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ତରଫରୁ ନବୀନଙ୍କୁ ଏହି ସମ୍ମାନ ଦିଆଯାଇଛି।...

କମେଣ୍ଟମରାରୁ ଛାତ୍ରୀଙ୍କୁ ହତ୍ୟା: ଗାଁ ପୋଖରୀରୁ ମୃତଦେହ ଜବତ

ଯାଜପୁର ଅଫିସ/ପ୍ରୀତିପୁର/ଦଶରଥପୁର(ଡି.ଏନ୍‌.ଏ.),୪ା୯ କମେଣ୍ଟମରାକୁ କେନ୍ଦ୍ରକରି ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଉତ୍ତଙ୍ଗରା ପଞ୍ଚାୟତ ଅଧୀନ ବରିକୂଳ ଗ୍ରାମର ଅମୂଲ୍ୟ ଦାସଙ୍କ ଝିଅ ଅମ୍ରିତା(୧୪)। ତାଙ୍କ ମୃତଦେହକୁ ଗାଁର ନାଳକୂଳ ପୋଖରୀରୁ ଶନିବାର...

ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ: ୭, ୮ରେ ଭାଜପା କରିବ ସାଧାରଣ ସଭା

ଭୁବନେଶ୍ବର,୪ା୯(ବ୍ୟୁରୋ):୨୩ ବର୍ଷର ନିରୁଙ୍କଶ ଶାସନରେ ମଧ୍ୟ ଓଡିଶାର ମହିଳାମାନେ ନ୍ୟାୟ ପାଇବା ସ୍ବପ୍ନ ପାଲଟିଛି। ଏନ୍‌ସିଆର୍‌ବି ରିପୋର୍ଟ-୨୦୨୧ରେ ଏହା ସ୍ପଷ୍ଟ ଉଲ୍ଳେଖ ରହିଛି। ରାଜ୍ୟରେ ମହିଳା ବିରୋଧୀ ହିଂସା, ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା,...

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ନିଯୁକ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ): ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡାଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୪ ବର୍ଷ ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ରବୀନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri