ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି
ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ ସେଠାରେ ଫସିଥିବା ଅଭିଯୋଗ ହୋଇଛି। ଏକ ପ୍ଲାଏଉଡ୍ କାରଖାନାରେ କାମ କରୁଥିବା ଏହି…
ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ ଚାଳିତ ଚାଟବଟ୍ “ଆମର ସହାୟକ” ର ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଯାଇଛି ।…
ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଅନଲାଇନ୍ ନିରାପତ୍ତା ଓ ସାଇବର ଶୋଷଣ ଜନିତ ଅପରାଧକୁ ରୋକିବା ନେଇ…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ କରଞ୍ଜିଆ ଓ ପରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି…
କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ
କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ…
ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ
ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଚାରିଜଣଙ୍କୁ ଗିରଫ କରି କୋର୍ଟ…
ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?
ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପରୀକ୍ଷା କରାଯାଇଥିବା ମୋଟ ୮୮ଟି ନମୁନା ମଧ୍ୟରୁ…
ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍
ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍। ବୁଧବାର NHAI ଆଞ୍ଚଳିକ…
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ
ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ । ମୃତ ମହିଳା ଜଣକ ହେଲେ ପୁଷ୍ପାଞ୍ଜଳି ରଣା ।…
ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍ ଭାଙ୍ଗିଲେ…
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା କରିଛନ୍ତି ଆନ୍ଦୋଳନକାରୀ। ପୋଲିସ ସହ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି । ନିର୍ବାଚିତ…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର ୭ ନମ୍ବର ୱାର୍ଡର ୱାର୍ଡ ସଭ୍ୟ ତଥା ନାଏବ ସରପଞ୍ଚ ଥିଲେ ବନିତା।…
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ
ପଟ୍ଟାଙ୍ଗି/କୋରାପୁଟ,୧୮।୨(ଶରତ କୁମାର ଧଳ/ଅମିତାଭ ବେହେରା): କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ…
Archives


