ରାଜ୍ୟ

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ଗେଟ୍ ଜରିଆରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ଥିବା ସେ…

Odisha Floods: ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ ଆତଙ୍କିତ ହୋଇ ଉଠିଛନ୍ତି। ମଙ୍ଗଳପୁର ପଞ୍ଚାାୟତ ୯ନମ୍ବର ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର…

Odisha Floods: ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…

ଭୁବନେଶ୍ୱର,୩୧ା୭: ଓଡ଼ିଶାରେ ଲାଗି ରହିଥିବା ବର୍ଷା ଓ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ନେଇ ଲୋକ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

Odisha Floods: ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର ପରିମାଣରେ ବନ୍ୟାଜଳ ପ୍ରବାହିତ ହେଉଛି। ତେବେ ଉକ୍ତ ନଦୀ ଓ ନାଳର ଲେଉଟାଣି…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ ହୋଇ ସାଧାରଣ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣା ଦେଇଛନ୍ତି। ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ ଗ୍ରାମକୁ ଫେରାଇ ଆଣିବା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ହେଉଥିବାରୁ ଅର୍ଥାଭାବ ବାଧକ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ ଜଣେ ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ଏମପି ପ୍ରଦୀପ ପୁରୋହିତ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ ସାଜିଛି ‘ବିନ୍ଦୁମିନା ସେବା ଫାଉଣ୍ଡେଶନ’। ବ୍ଲକରେ କ୍ରମାଗତ ଦୁଇ ଦିନ ଧରି ଯଥାକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?