ନବୀନଙ୍କ ସହ ରହିଛୁ, ଶେଷ ଯାଏ ରହିବୁ
ଭୁବନେଶ୍ୱର,୧୮ା୧୨(ଅନିଲଦାସ):ବିଜେଡି ନେତା ସୁଜିତ କୁମାର ଓ ମମତା ମହାନ୍ତ ଭାଜପାରେ ସାମିଲ ହେବା ପରେ ଦଳର ଆହୁରି କେତେକ ଏମ୍ପି ଦଳ ଛାଡ଼ିବା ନେଇ ବିଭିନ୍ନ ସମୟରେ ଭାଜପା ନେତାମାନେ ଗଣମାଧ୍ୟମରେ କହୁଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା…
IAS ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ନେଲେ ସରକାର
ଭୁବନେଶ୍ୱର,୧୭ା୧୨(ଅନିଲ ଦାସ): ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ସଚିବ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଏସ୍ସି/ଏସ୍ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ପଦବୀରୁ ହଟାଇ…
୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି
କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର…
କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼ କୋକସରା, ଜୟପାଟଣା, ଗୋଲାମୁଣ୍ଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି ।…
କାଲି ହେବନି ରତ୍ନଭଣ୍ଡାର ମରାମତି
ଭୁବନେଶ୍ୱର,୧୭।୧୨: ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ମରାମତି କାମ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ASI ଅଧୀକ୍ଷକ ଡିବି ଗଡ଼ନାୟକ। ମରାମତି ପାଇଁ ପ୍ରାୟ ୨୦ ଫୁଟ ଉଚ୍ଚର…
ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି କାହିଁକି ଏମିତି କହିଲେ ମନମୋହନ
ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍ପିଙ୍କ ଖବରଦାତା ସମ୍ମିଳନୀକୁ ଭାଜପା ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ଭାଜପା ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି। ସେମାନେ…
ରାଜନୀତିରେ ଭାଜପା ବିରୋଧୀ, ଏହା ସତ୍ତ୍ୱେ ‘ଓ୍ବାନ ନେଶନ-ଓ୍ବାନ ଇଲେକ୍ସନ’କୁ କାହିଁକି ସମର୍ଥନ କରୁଛନ୍ତି ଏହି ୪ ଦଳ?
ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ ‘ଓ୍ବାନ୍ ନେଶନ୍-ଓ୍ବାନ୍ ଇଲେକ୍ସନ୍’ ବିଲ୍ ଲୋକ ସଭାରେ ଉପସ୍ଥାପିତ ହୋଇଛି। କ୍ଷମତାରେ ଥିବା ଦଳମାନେ ଏହି ବିଲ୍କୁ ସମର୍ଥନ କରୁଥିବା ବେଳେ ଇଣ୍ଡିଆ ମେଣ୍ଟରେ ସାମିଲ ବିରୋଧୀ ଦଳ ଏହାକୁ ବିରୋଧ କରୁଛନ୍ତି। ଏସବୁ ମଧ୍ୟରେ ସମର୍ଥନ…
ଆଗାମୀ ୫ ଦିନ ଏସମସ୍ତ ଜିଲାରେ ବର୍ଷା, ଜାରିହେଲା ଚେତାବନୀ
ଭୁବନେଶ୍ୱର,୧୭।୧୨: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ଆଗାମୀ ୩ ଦିନରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ।…
ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍: ମନ୍ତ୍ରୀ
ଭୁବନେଶ୍ୱର, ୧୭।୧୨: ରାଜ୍ୟରେ ବିଭିନ୍ନ ସ୍ଥାନରେ ଠିକାଦାରମାନେ କାର୍ଯ୍ୟ ଗୁଡିକ ନିର୍ଦ୍ଧିଷ୍ଟ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମଙ୍ଗଳବାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା ପରେ ମନ୍ତ୍ରୀ ଠିକାଦାରମାନଙ୍କୁ ନିର୍ଦେଶ ଦେବା ସହିତ କଡା ଚେତାବନୀ…
ହାଇକୋର୍ଟଙ୍କ ବଡ଼ ରାୟ: କୋହଳ ହେବ ଡ୍ରାଇଭର ନିଯୁକ୍ତି ବୟସ ସୀମା
ଭୁବନେଶ୍ୱର,୧୭।୧୨: ଓଡ଼ିଶା ପୋଲିସର ବିଭିନ୍ନ ବର୍ଗରେ ବର୍ତମାନ ନିଯୁକ୍ତି ଚାଲିଥିବା ବେଳେ କିଛି ପଦବୀରେ ବୟସସୀମାକୁ ନେଇ ହାଇକୋର୍ଟରେ ମାମଲା ଚାଲିଛି। ମଙ୍ଗଳବାର ଏକ ମାମଲାର ଶୁଣାଣି କରି କୋର୍ଟ ଡ୍ରାଇଭର ମାନଙ୍କୁ ନିଯୁକ୍ତି ଆଇନ ଚାଲିଥିବା ପ୍ରକ୍ରିୟାରେ ବୟସସୀମା କୋହଳ…
ଏମ୍ସକୁ ଦେହ ଭଲ କରିବାକୁ ଯାଇଥିଲେ, ହେଲେ ମିଳିଳା ଝୁଲନ୍ତା ମୃତଦେହ
ଭୁବନେଶ୍ୱର,୧୭।୧୨: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଦିଲୀପ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଯାଜପୁର…
ମହାନଦୀରେ ଭାସୁଛି ରେଭେନ୍ସାର ପୂର୍ବତନ ପ୍ରଫେସରଙ୍କ ମୃତଦେହ
କଟକ,୧୭।୧୨: ମହାନଦୀରେ ଭାସୁଛି ପୂର୍ବତନ ପ୍ରଫେସରଙ୍କ ମୃତଦେହ। କଟକ ଯୋବ୍ରା ବ୍ୟାରେଜ ନିକଟ ମହାନଦୀରୁ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ରେଭେନ୍ସାର ପୂର୍ବତନ ପ୍ରଫେସର ବୈଷ୍ଣବ ଚରଣ ସିଂ। ତାଙ୍କ ଘର ରାଜେନ୍ଦ୍ରନଗରରେ। ବୈଷ୍ଣବ ଭୁବନେଶ୍ୱର ସ୍ଥିତ ନନ୍ଦନକାନନ…
Archives


