ରାଜ୍ୟ

ଆଜି ରାଜ୍ୟରେ ୨୨୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୧ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୨ ଲୋକାଲ କେସ୍‌ ଥିବା ରାଜ୍ୟ...

ହେନ୍ତାଳବନର ସୁରକ୍ଷା,ବୃଦ୍ଧି ପାଇଁ ପ୍ରୟାସ

ଋାଜନଗର,୪।୯(ଡି.ଏନ.ଏ.):  ବଙ୍ଗୋପସାଗର ତଟବର୍ତ୍ତୀ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରାକୃତିକ ଭାବେ ଗଢି ଉଠିଥିବା ହେନ୍ତାଳବନର ସୁରକ୍ଷା ଏବଂ ବୃଦ୍ଧି ପାଇଁ ରାଜନଗର ବନବିଭାଗ ପକ୍ଷରୁ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଧିରେ ଧିରେ ଭିତରକନିକା ସୀମା ସରହଦରେ ବେଆଇନ ଭାବେ...

ବିପଦରେ ଭିତରକନିକାର ଜୈବ ବିବିଧତା

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏହାର କାରଣ ସାଜିଛି ା ଗତ ୩୦ ତାରିଖରେ ପେଟ୍ରୋ କେମିକାଲ ପ୍ଲାଣ୍ଟ ନିବେଶ...

ଓଟିଡିସିକୁ ବିଶ୍ବସ୍ତରୀୟ କରିବାକୁ ଆହ୍ବାନ

ଭୁବନେଶ୍ୱର,୪।୯(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ନିଗମ (ଓଟିଡିସି) ସର୍ବଦା ‘ଅତିଥି ଦେବୋ ଭବଃ’କୁ ଗୁରୁତ୍ୱ ଦେଇ ଆସୁଛି। ଅନ୍ୟ ରାଜ୍ୟ ବା ଦେଶରୁ ଆସୁଥିବା ଅତିଥିମାନଙ୍କୁ ଉଚିତ୍‌ ଆତିଥେୟତା ସହ ଆନୁଷଙ୍ଗିକ ସୁବିଧା ପ୍ରଦାନ କରୁଛି। ଆଗାମୀ ଦିନରେ ଓଟିଡିସିକୁ ଏକ...

ଓଡ଼ିଶାରେ ସୂର୍ଯ୍ୟକିରଣ ଶୋ’ କରିବ ବାୟୁସେନା

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶାରେ ସୂର୍ଯ୍ୟକିରଣ ଶୋ’ ହେବ। ଭାରତୀୟ ବାୟୁସେନା ପକ୍ଷରୁ ଏହି ଶୋ’ ଆୟୋଜନ କରାଯିବ ବୋଲି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଓ...

୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ କହିଛନ୍ତି,...

ଭତ୍ତାଧାରୀଙ୍କୁ ଗରିବ କଲ୍ୟାଣ ଯୋଜନାରେ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୪।୯(ବ୍ୟୁରୋ): ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ହେଉଥିବା ଗରିବ କଲ୍ୟାଣ ଯୋଜନାଗୁଡ଼ିକରେ ଅଗ୍ରାଧିକାର ମିଳିବ। ଯେକୌଣସି ଗରିବ କଲ୍ୟାଣ କାର୍ଯ୍ୟକ୍ରମ ବା ଯୋଜନାର ହିତାଧିକାରୀ...

ଆଜି ନବୀନ ପାଇବେ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୪।୯(ବ୍ୟୁରୋ): ଦୃଢ଼ ନେତୃତ୍ୱ ପାଇଁ ଶ୍ରେଷ୍ଠ ଶାସକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମଠାରେ ରବିବାର ପୂର୍ବାହ୍ନ ୧୦ଟାରେ ଏହି କାର୍ଯ୍ୟକ୍ରମ...

ଓଡ଼ିଶାର ଆକ୍ସନ ପ୍ଲାନ୍‌କୁ କେନ୍ଦ୍ରର ମଞ୍ଜୁରୀ

ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ୨୦୨୦ରୁ ୨୦୩୦ ପର୍ଯ୍ୟନ୍ତ ଏକ ୧୦ ବର୍ଷିଆ ରାଜ୍ୟ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିଛି। ଏହାକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିଛି। ପରିବର୍ତ୍ତିତ ପରିସ୍ଥିତି ସହିତ ଖାପ ଖୁଆଇ ଜୀବନଜୀବିକାକୁ ସୁରକ୍ଷା...

ଦିଲ୍ଲୀରେ ପୁରସ୍କାର, ବଲଣ୍ଡାରେ ତିରସ୍କାର

ତାଳଚେର, ୪।୯: ୬୨ ବର୍ଷ ତଳେ ୪୧୧ ପରିବାରର ପୈତୃକ ଜମି ନିଆଗଲା। ପରେ ବାସଗୃହ ଅଧିଗ୍ରହଣ କରି ପ୍ରଥମ ଖଣି ଖୋଳାଗଲା। କୋଇଲା ଶେଷ ହୋଇଯିବାରୁ ୧୬ ବର୍ଷ ହେଲା ଖନନ ବନ୍ଦ ହେଲାଣି। ହେଲେ ଖଣି ପାଇଁ...

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ, ୪ଜଣଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତଦନୁଯାୟୀ ବ୍ରହ୍ମପୁର କନ୍‌ସୋଲିଡେଶନ ଆଣ୍ଡ ସେଟଲମେଣ୍ଟ ଅତିରିକ୍ତ କମିଶନର ସୂର୍ଯ୍ୟମାଧବ...

ସୁସ୍ଥ ହେଲେ ଆଉ ୨୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୭୪,୪୯୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri