ମହାନଦୀରେ ଭାସୁଛି ରେଭେନ୍ସାର ପୂର୍ବତନ ପ୍ରଫେସରଙ୍କ ମୃତଦେହ
କଟକ,୧୭।୧୨: ମହାନଦୀରେ ଭାସୁଛି ପୂର୍ବତନ ପ୍ରଫେସରଙ୍କ ମୃତଦେହ। କଟକ ଯୋବ୍ରା ବ୍ୟାରେଜ ନିକଟ ମହାନଦୀରୁ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ରେଭେନ୍ସାର ପୂର୍ବତନ ପ୍ରଫେସର ବୈଷ୍ଣବ ଚରଣ ସିଂ। ତାଙ୍କ ଘର ରାଜେନ୍ଦ୍ରନଗରରେ। ବୈଷ୍ଣବ ଭୁବନେଶ୍ୱର ସ୍ଥିତ ନନ୍ଦନକାନନ…
ସାବାଡ଼ ହେବେ ଶିକାରୀ: ଡେବ୍ରିଗଡ଼ରେ ଲାଗିବ ସ୍ପାଏ କ୍ୟାମେରା
ଭୁବନେଶ୍ୱର,୧୭।୧୨: ସାବାଡ଼ ହେବେ ଶିକାରୀ। ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା। ଏନେଇ ବନ ବିଭାଗ ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଏବଂ ରାଉରକେଲାରେ ସ୍ପାଏ…
ବଡ଼ଦିନରେ ମଦ ବିକ୍ରି ବନ୍ଦ କରାଯାଉ
ଜୟପୁର,୧୭ା୧୨(ପବନ ପାଣିଗ୍ରାହୀ): ଜୟପୁର ପୌରାଞ୍ଚଳର ୫ ନମ୍ବର ଓ୍ବାର୍ଡର କାଉନ୍ସିଲର ବିଭିନ୍ନ ଦାବି ନେଇ କୋରାପୁଟ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଆକାବରମ୍ ଶସ୍ୟା ରେଡ୍ଡୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ କାଉନସିଲର ପ୍ରଣବ କିଶୋର ନାୟକଙ୍କ ସହ ସମର୍ଥକମାନେ ଉପସ୍ଥିତ ଥିଲେ।…
ପାରଦ ୧ ଡିଗ୍ରୀକୁ ଖସିଲା
ବାରିପଦା,୧୭ା୧୨ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଉତ୍ତର-ପଶ୍ଚିମା ପବନ ପ୍ରବାହିତ ହେବାରୁ ଭୀଷଣ ଥଣ୍ଡା ଅନୁଭୂତ ହେଉଛି। ଶୀତର ଲହର ବୃଦ୍ଧି ପାଉଥିବାରୁ ହାଡ଼ଭଙ୍ଗା ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତକଷ୍ଟ ଦୂର କରିବା ପାଇଁ ଲୋକେ ନିଆଁ…
ଶୀତରେ ଥରୁଛି ଓଡ଼ିଶା: ଆଜିଠୁ ୪ଦିନ ହାଲୁକା ବର୍ଷା
ଭୁବନେଶ୍ୱର,୧୭ା୧୨: ରାଜ୍ୟରେ ହାଡ଼ଭଙ୍ଗା ଶୀତର ଲହରି ସାଙ୍ଗକୁ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳୁଛି। ସୋମବାର ସର୍ବାଧିକ ତାପମାତ୍ରା ନୂଆପଡ଼ା ଓ ପାରଳାଖେମୁଣ୍ଡିରେ ୩୦ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୫.୭ ଡିଗ୍ରୀ ସେଲସିୟସ୍ ରେକର୍ଡ…
ଭାଜପାରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ଭୁବନେଶ୍ୱର, ୧୭ା୧୨(ସୁନିତ୍ ମିଶ୍ର):ଭାଜପା ସରକାର ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ କହିଛନ୍ତି, ପ୍ରତିଦିନ ଦଳର…
ବିଜେଡିର ଭବିଷ୍ୟତ କ’ଣ? ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ
ଭୁବନେଶ୍ୱର, ୧୭ା୧୨(ସୁନିତ୍ ମିଶ୍ର):ବିଜେଡିର ଭବିଷ୍ୟତ ରାଜନୈତିକ କାର୍ଯ୍ୟପନ୍ଥା କ’ଣ ହେବ ସେନେଇ ଦଳର ବହୁ ଆଗଧାଡ଼ିର ନେତା ଏବେ ଚିନ୍ତା କଲେଣି। ଆଶ୍ଚର୍ଯ୍ୟର କଥା ହେଉଛି ବିଜେଡିରେ ଯେଉଁ ନେତାମାନେ ୨୦୧୯ ନିର୍ବାଚନ ପରଠାରୁ ପୂର୍ବତନ ବିଧାୟକ ତଥା ଦଳର ସାଙ୍ଗଠନିକ…
ଜିନ୍ନତ ପରେ ଶିମିଳିପାଳ ଛାଡ଼ିଲା ଯମୁନା
ବାରିପଦା,୧୭ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ଜେନେଟିକ୍ ଡାଇଭର୍ସିଟି (ବଂଶାନୁକ୍ରମିକ ବିବିଧତା) ପରିବର୍ତ୍ତନ କରିବା ନେଇ ଆରମ୍ଭ ହୋଇଥିବା ମିଶନ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ଯେଉଁ ଦୁଇ ବାଘୁଣୀଙ୍କୁ ମହାରାଷ୍ଟ୍ରରୁ ଅଣାଯାଇ ମିଶନ କାର୍ଯ୍ୟକାରୀ…
OISFରେ ସୃଷ୍ଟି କରାଯିବ ୬ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ
କଟକ,୧୬।୧୨: ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ସୋମବାର ଓଡ଼ିଶା ହାବିଲଦାର କନଷ୍ଟେବଲ୍ ସିପାହୀ ମହସଂଘ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି।…
ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼: ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ
ଭୁବନେଶ୍ୱର,୧୬ା୧୨(ଅନିଲ ଦାସ)-ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ । ପରେଡ୍ ପ୍ରଦର୍ଶନ…
ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ
କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଏଥିସହିତ ଉତ୍କର୍ଷ ଓଡ଼ିଶା…
ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍ବୋଧନ…
Archives


