ରାଜ୍ୟ

ଦଲାଲଙ୍କ ପ୍ରତି ସତର୍କ ରହିବାକୁ ଚେତେଇଦେଲା OPSC: ଜାଣନ୍ତୁ କିପରି କରିବେ ଅଭିଯୋଗ ?

କଟକ,୧୬।୧୨: ରାଜ୍ୟରେ ସରକାରୀ ନିଯୁକ୍ତିରେ ଦୁର୍ନୀତି ହେଉଥିବା ଖୋଦ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିବା ପରେ ଏହି ବିଷୟକୁ ନେଇ ବିବାଦ ସହିତ ଚର୍ଚ୍ଚା ମଧ୍ୟ ବୃଦ୍ଧି ପାଇଛି। ସେପଟେ ଏପ୍ରକାର ଦୁର୍ନୀତିରେ ଲିପ୍ତ ଥିବା ଦଲାଲଙ୍କୁ ବାନ୍ଧିଛି ପୋଲିସ। ଏହାରି ମଧ୍ୟରେ…

ମନ୍ଦିରରୁ ଠେକିନେଲେ ମା’ କନକଦୁର୍ଗାଙ୍କ ମୂର୍ତ୍ତି

କବିସୂର୍ଯ୍ୟନଗର,୧୬ା୧୨(କୃପାସିନ୍ଧୁ ସ୍ବାଇଁ): ଚୋରଙ୍କ ଟାର୍ଗେଟରେ ଗଞ୍ଜାମ ଜିଲାର ଦେବାଦେବୀ ମନ୍ଦିର। ବିଭିନ୍ନ ମନ୍ଦିରରୁ ଦେବାଦେବୀଙ୍କ ସୁନାରୁପା ଅଳଙ୍କାର ଚୋରି ଘଟଣା ଘଟୁଥିଲା। ଏବେ ମନ୍ଦିରରୁ ଦେବାଦେବୀଙ୍କ ମୂର୍ତ୍ତି ଚୋରି ହେଲାଣି। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗରରେ। ରବିବାର ରାତିରେ ଆଠଗଡ଼ପାଟଣା କନକଦୁର୍ଗା…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ବଲାଙ୍ଗୀର,୧୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ…

ମିଳିବନି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା , ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୬।୧୨: ଡିସେମ୍ବରରେ ମିଳିବ ନାହିଁ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ପରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ…

ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି

ଭୁବନେଶ୍ୱର,୧୬।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍‌ ରାସ୍ତାରେ ମହୁମାଛି ଆକ୍ରମଣ କରିବାରୁ କଂଗ୍ରେସ କର୍ମୀ ଏଣେତେଣେ ଦୌଡିବା ଆରମ୍ଭ କରିଥିଲେ। ଏପରିକି ଗଣମାଧ୍ୟମ…

ଲୋକଙ୍କ ପାଖକୁ ଆସି ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଯାଇ ସମସ୍ୟା ଶୁଣିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ସବୁ ସମସ୍ୟାର ସମାଧାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ, ନିରାଶ ହେବେ ପର୍ଯ୍ୟଟକ

ରାଜନଗର,୧୬ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ…

ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍‌: ଚାଲିଗଲା ସାନ ପୁଅଙ୍କ ଜୀବନ

ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଧକାରେ ମା’ ଜ୍ୟୋସ୍ନାରାଣୀ ନାୟକ ଏବଂ ୧୨ ବର୍ଷର ବଡ଼ ପୁଅ ଗୁରୁତର ହୋଇଥିବା…

ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସଲ ଆରମ୍ଭ

ବରଗଡ଼,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ୧୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏଥିପାଇଁ ସୋମବାରରୁ ବରଗଡ଼ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରେ କଳାକାରଙ୍କ…

ଶସ୍ୟ ସଂରକ୍ଷଣ ପାଇଁ ଏବେ ବି ବଞ୍ଚିଛି ଗୋଲାଘର

କେନ୍ଦ୍ରାପଡ଼ା,୧୬ା୧୨ (ଜଗନ୍ନାଥ ଧଳ): ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭାବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ମାତ୍ର କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ଏବେବି ଗୋଲାଘର ଉପରେ ଚାଷୀ ଭରସା ରଖିଛନ୍ତି। ସାଧାରଣରେ ଏହି ଶସ୍ୟାଗାର…

ମହାନଦୀ ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ

ମହାକାଳପଡ଼ା,୧୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୀତ ଋତୁ ଆଗମନରେ ମହାନଦୀ ଅବବାହିକା ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀ ଦଳ ଦଳ ହୋଇ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ବିଶେଷକରି ଶୀତ ବଢ଼ିବା ପରେ ଉପକୂଳ ଅଞ୍ଚଳର ନଦୀ ପାର୍ଶ୍ୱ ଲୁଣା ହେନ୍ତାଳ ଜଙ୍ଗଲରେ…

ଆମେ ଅନାସ୍ଥା ସପକ୍ଷରେ ନାହୁଁ: ନିରଞ୍ଜନ

ଭୁବନେଶ୍ୱର,୧୬ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକରଙ୍କ ବିରୋଧରେ କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ର ଏମ୍‌ପିମାନେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଘୋଷଣା କରିଥିଲେ। ଏହାପରେ ବିରୋଧୀ ଏମ୍‌ପିମାନେ ଏନେଇ ଅନାସ୍ଥା ନୋଟିସ ମଧ୍ୟ ଦେଇସାରିଛନ୍ତି। ଏଭଳି ସ୍ଥିତିରେ ଅନାସ୍ଥା ପ୍ରସ୍ତାବକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri