ରାଜ୍ୟ

ଅଜଣା ରୋଗରେ ୨ ଶହ ପରିବାର ଆକ୍ରାନ୍ତ

ପଡ଼ିଆ, ୧୯ା୫(ଭାସ୍କର ରାଓ): ମାଲକାନଗିରି ଜିଲା ପଡ଼ିଆ ବ୍ଲକ ଖ୍ରୀଷ୍ଟିଆନ ସାହିରେ ଅଜଣା ରୋଗରେ ୨ଶହ ପରିବାର ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗରେ ପ୍ରଥମେ ଗୋଡ଼ହାତ ଫୁଲିଯାଇ ଜ୍ୱର ଓ ପରେ ହାତ ଆଙ୍ଗୁଠି ଏବଂ ଗୋଡ଼ ହାତ ଗଣ୍ଠିଗୁଡିକ ଯନ୍ତ୍ରଣା…

ଅଧିକାରୀଙ୍କ ଭୁଲ୍‌ ପାଇଁ ସରକାର ଗଣିବେ ୨୦ କୋଟିର ତଣ୍ଡ

ଭୁବନେଶ୍ୱର,୧୯।୫(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ଖର୍ଚ୍ଚ କରାଯିବ, ସେନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି। ଏ ସଂକ୍ରାନ୍ତରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି।…

କାଠଯୋଡ଼ିରେ ବୁଡ଼ି ୨ ଇଞ୍ଜିନିୟରଙ୍କ ମୃତ୍ୟୁ

କଟକ,୧୯ା୫: କାଠଯୋଡ଼ି ନଦୀରେ ବୁଡ଼ି ୨ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏସ୍ଥିତ ବୀରେନ ମିତ୍ର ପାର୍କ ନିକଟରେ ଏହି ଦୁଇ ଇଞ୍ଜିନିୟର ବୁଡ଼ି ଯାଇଥିଲେ। ମୃତ…

ଭୁବନେଶ୍ୱରରେ ଏନ୍‌ଆଇଏ ଥାନା

ଭୁବନେଶ୍ୱର,୧୯।୫(ସତ୍ୟଜିତ ରାଉତ): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଓଡ଼ିଶା ଶାଖାକୁ ଥାନା ମାନ୍ୟତା ଦିଆଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ଭିଏସ୍‌ଏସ୍‌ ନଗରସ୍ଥିତ ବିଏସ୍‌ଏନ୍‌ଏଲ୍‌ କୋଠାରେ ପୂର୍ବରୁ ବ୍ରାଞ୍ଚ ଅଫିସ କାର୍ଯ୍ୟ କରୁଥିବାବେଳେ ଏହା…

ସୋଫିଆ ଫିର୍ଦ୍ଦୋସଙ୍କୁ ମିଳିବ ବଡ଼ ଦାୟିତ୍ଵ! କଂଗ୍ରେସର ବଡ଼ ପ୍ଲାନ୍

ଭୁବନେଶ୍ୱର, ୧୮/୫: କଂଗ୍ରେସ ନେତ୍ରୀ ସୋଫିଆ ଫିର୍ଦ୍ଦୋସଙ୍କୁ ମିଳିପାରେ ବଡ଼ ଦାୟିତ୍ଵ। ଏନେଇ କଂଗ୍ରେସର ରହିଛି ବଡ଼ ପ୍ଲାନ୍। କଟକ-ବାରବାଟୀ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟିକା ତଥା ଓଡ଼ିଶାର ପ୍ରଥମ ମୁସଲିମ ମହିଳା ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କୁ ଓଡ଼ିଶା ପ୍ରଦେଶ ମହିଳା…

ବାଂଲାଦେଶର ଅଂଶ ହେଉଛି ଓଡ଼ିଶା? ତୁର୍କୀରେ ହେଉଛି ଷଡ଼ଯନ୍ତ୍ର…

ଢାକା, ୧୮/୫: ତୁର୍କୀ ଦ୍ୱାରା ସମର୍ଥିତ ଏକ ବାଂଲାଦେଶୀ ଇସଲାମିକ ଗୋଷ୍ଠୀ ‘ସଲତାନାତ-ଏ-ବାଂଲା’ ନାମକ ସଂଗଠନ ଏକ ବିଵାଦୀୟ ‘ଗ୍ରେଟର ବାଂଲାଦେଶ’ ମାନଚିତ୍ର ପ୍ରକାଶ କରିଛି, ଯେଉଁଥିରେ ଭାରତର ପୂର୍ବ ଓ ଉତ୍ତର-ପୂର୍ବାଞ୍ଚଳର କେତେକ ରାଜ୍ୟ ଏବଂ ମିଆଁମାରର ଅରାକାନ ରାଜ୍ୟକୁ…

ବଡ଼ବାପାଙ୍କ ଶୁଦ୍ଧିକ୍ରିୟାରେ ଅଘଟଣ: ମଝିଆ ଭଉଣୀଙ୍କୁ ଛୁରି ଭୂଷି ହତ୍ୟା କଲେ ଭଉଣୀଭାଇ

କୁଚିଣ୍ଡା,୧୮ା୫(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ମଝାପଡା ଗୁଣ୍ଡିଚାମନ୍ଦିର ସମ୍ମୁଖରେ ବଡ଼ ବାପାଙ୍କ ଶୁଦ୍ଧିକ୍ରିୟା ଚାଲିଥିବା ସମୟରେ ଜମିବାଡି ବିବାଦକୁ ନେଇ ବଡ଼ ଭଉଣୀ ଓ ସାନ ଭାଇ ମିଶି ମଝିଆଁ ଭଉଣୀଙ୍କୁ ଛୁରି ଭୂସି ହତ୍ୟା…

ସରକାରଙ୍କ ବଡ଼ ଘୋଷଣା: ଖୋଲିବ NIA ଶାଖା

ଭୁବନେଶ୍ୱର,୧୮।୫: ରାଜ୍ୟ ସରକାର ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ବରରେ ଏକ NIA ଶାଖା ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଭୁବନେଶ୍ୱରର ଭିଏସ୍‌ଏସ୍‌ନଗରରେ ପ୍ରାରମ୍ଭିକ ଭାବେ NIAର…

ପାହାଡ଼ରୁ ଧସିଲା ମାଟି ଅତଡ଼ା, ରାସ୍ତା ଜାମ, ବଜ୍ରପାତରେ ୨୦ ଛେଳି ମୃତ

କୋରାପୁଟ/ନାରାୟଣପାଟଣା,୧୮ା୫(ଅମିତାଭ ବେହେରା/ରାଜକିଶୋର ଜେନା)-କୋରାପୁଟ ଜିଲା ନାରାୟଣପାଟଣାରେ କାଳବୈଶାଖୀ ଯୋଗୁ ରବିବାର ବର୍ଷା ପବନ ହୋଇଛି। ନାରାୟଣପାଟଣା ବ୍ଲକ୍‌ ଉପରଗୁମାଣ୍ଡି ଗାଁରେ ବଜ୍ରପାତ ଘଟି ୨୦ଟି ଛେଳି ମରିପଡିଥିବା ଜଣାପଡିଛି। ତଳଗୁମାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଭିତରପଡ଼ା ପାହାଡ଼ରୁ ମାଟି ଅତଡ଼ା ଧସେଇ ହୋଇ…

ୟୁଟ୍ୟୁବର ଜ୍ୟୋତିଙ୍କ ବାନ୍ଧବୀ ପ୍ରିୟଙ୍କାଙ୍କୁ ପୋଲିସର ମାରାଥନ୍‌ ଜେରା

ପୁରୀ,୧୮।୫( ଅଜିତ୍‌ କୁମାର ମହାନ୍ତି): ପାକିସ୍ତାନର ସ୍ପାଏ ଭାବେ କାର୍ଯ୍ୟ କରୁଥିବା ହରିୟାଣାର ପ୍ରସିଦ୍ଧ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ପରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ପୋଲିସ ତନାଘନା ଆରମ୍ଭ କରିଛି l ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ…

କ୍ରସର କର୍ମଚାରୀଙ୍କ ମୃତ୍ୟୁ ଘଟଣା: ଭୁବନେଶ୍ୱରରୁ ଗିରଫ ହେଲେ ଦୁଇ ଅଭିଯୁକ୍ତ

ଧର୍ମଶାଳା,୧୮ା୫(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ରାହାଡପୁରସ୍ଥିତ ପଦ୍ମାବତୀ କ୍ରସର କର୍ମଚାରୀ ଇଞ୍ଜିନିୟର ଛାତ୍ର ହତ୍ୟା ଘଟଣାକୁ ୧୭ଦିନ ବିତିବା ପରେ ଶନିବାର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୌମ୍ୟ ରଞ୍ଜନ ବିଶାଳ ଓ…

ନିମ୍ନମାନର କାର୍ଯ୍ୟ, ମାଟି ବଦଳରେ ବନ୍ଧରେ ଲାଗୁଛି ନଈ ବାଲି

ଧର୍ମଶାଳା,୧୮ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବେଦପୁରଠାରୁ ଜନକ ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଥିବା ବେଳେ ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ ହେଉଛି। ନଦୀବନ୍ଧରେ ମାଟି ବଦଳରେ ନଈ ବାଲି ପକାଇ କାମ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?