ରାଜ୍ୟ

ଜଣେ କି ଦୁଇ ଜଣ ନୁହେଁ ଏକା ବେଳକେ ୧୦ ଆର୍‌ପିଏଫ୍‌ କନଷ୍ଟେବଳ ନିଲମ୍ବିତ

ରାଉରକେଲା,୧୮।୫(ସଙ୍ଗୀତା ଜେନା): ଝାଡ଼ଖଣ୍ଡର ହଜାରିବାଗ ଏବଂ ହରିୟାଣାର ମାନେସରଠାରେ ହୋଇଥିବା ନ୍ୟାଶନାଲ୍‌ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି/ବିଏସ୍‌ଏଫ୍‌) କମାଣ୍ଡୋ କୋର୍ସ ଟ୍ରେନିଂ ସମୟରେ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ୧୦ ଆର୍‌ପିଏଫ୍‌ କନଷ୍ଟେବଳ ନିଲମ୍ବିତ ହେଇଛନ୍ତି। ସେମାନେ ହେଲେ ରାଉରକେଲାରେ କାର୍ଯ୍ୟରତ…

ଆସୁଛି ବଡ଼ ଲଘୁଚାପ, ଶକ୍ତିଶାଳୀ ହୋଇ ୨୧ରେ…

ଭୁବନେଶ୍ୱର,୧୮।୫: ସାରା ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ବର୍ଷା ନେଇ ରାଜ୍ୟର ସମସ୍ତ ୩୦ ଜିଲାକୁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ପଶ୍ଚିମ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ…

ଭାଇବୋହୂଙ୍କୁ ବଳାତ୍କାର ଉଦ୍ୟମ, ଦେଢ଼ଶୂର ଗିରଫ

ପାଣିକୋଇଲି,୧୭ା୫(ବିକାଶ ମଲ୍ଲିକ): ଯାଜପୁର ଜିଲା ପାଣିକୋଇଲି ଥାନା ଅଞ୍ଚଳରେ ଭାଇବୋହୂଙ୍କୁ ଦେଢ଼ଶୂର ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମହିଳାଙ୍କ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗରେ ଦେଢ଼ଶୂର ତାଙ୍କ…

ଲକ୍ଷ୍ମୀ ବସ୍‌- କାର ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୧୫ ଗୁରୁତର

ଖଲ୍ଲିକୋଟ,୧୭।୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କନ୍ଦିଗାଁ କାକୁଡ଼ିଆ ବନ୍ଧ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲକ୍ଷ୍ମୀ ବସ୍‌ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାର ଚାଳକଙ୍କ…

କରୋନାକୁ ନେଇ କୌଣସି ଭୟଭୀତ ହେବାର କାରଣ ନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୫: ଏସିଆ ମହାଦେଶର ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ ପୁଣି ଥରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହି ସ୍ଥାନଗୁଡିକରେ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ରୋଗୀଙ୍କ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି…

ଆସିଲା କଂଗ୍ରେସ ପଦାଧିକାରୀଙ୍କ ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୧୭।୫: ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ ଶନିବାର ରାଜ୍ୟର ବିଭିନ୍ନ ପଦାଧିକାରୀଙ୍କ ତାଲିକା ଜାରି କରାଯାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କୋଷାଧ୍ୟକ୍ଷ ଭାବେ ସିଦ୍ଧାର୍ଥ ସ୍ବରୁପ ଦାସଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ୭ଜଣ ଉପସଭାପତି, ୧୦ ସାଧାରଣ ସମ୍ପାଦକ,…

ଜଣେ ନୁହେଁ ଦୁଇଦୁଇ ଜଣ ସରକାରୀ ଅଧିକାରିଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର/ବାସୁଦେବପୁର,୧୭।୫(କାଳିପଦ ରାୟ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ୨ ସରକାରୀ ଅଧିକାରୀ ଗିରଫ। ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ୧୦,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍‌ ମାଡ଼ିବସିଛ। ଭିଜିଲାନ୍ସ ଟିମ, ସୂଚନା ମୁତାବକ ଏଡତାଳ…

ବିଜେଡି ଓପରେ ଫିଡିକିଲେ ଶଶି: କେବଳ ଏହି ଗୋଟିଏ କାରଣ ପାଇଁ, ଯିଏ ନିର୍ବାଚନ ପରିଚାଳନା କରୁଥିଲେ…

ଭୁବନେଶ୍ୱର,୧୭।୫: ବିଜେଡିକୁ ନେଇ ପୁଣି ବଡ଼ ବୟାନ ଦେଲେ ପୂର୍ବତନ ବିଜେଡି ବିଧାୟକ ଶଶିଭୂଷଣ ବେହେରା। ଦଳରେ ବରିଷ୍ଠଙ୍କୁ ଅଣଦେଖା କରାଯାଉଥିବା କହିଲେ ଶଶିଭୂଷଣ। ଦଳରେ ବରିଷ୍ଠଙ୍କ ପରାମର୍ଶ ଲୋଡ଼ା, କିନ୍ତୁ ଅଣଦେଖା କରାଯାଉଥିବା ସେ କହିଛନ୍ତି। ଏନେଇ ନିର୍ବାଚନରେ ଫଳ…

ଭତ୍ତାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ: ବିଡିଓଙ୍କୁ ଘେରିଲେ…

ପୁରୁଷତ୍ତମପୁର,୧୭ା୫(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ବହୁ ଯୋଗ୍ୟ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ଗରିବ, ବୟସାଧିକ ହିତାଧିକାରୀମାନେ ଭତ୍ତା ପାଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିବାଦରେ ଶନିବାର ହୁଣ୍ଡତ, କେ.ଏନ.ପୁର ଓ ବଡ଼ଖରିଡାର ୭୦…

ଚାଞ୍ଚଲ୍ୟକର ବୟାନ ଦେଲେ ଲବ ହାଁସଦାଙ୍କ ଭାଇ, କହିଲେ ସେ ପୂର୍ବରୁ ବିବାହିତ…

ଭୁବନେଶ୍ୱର,୧୭ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା । ତାଙ୍କ ନାଁରେ ରୁଜୁ ହୋଇଛି ସାଂଘାତିକ ମାମଲା। ପ୍ରେମିକାଙ୍କ ଆତ୍ମହତ୍ୟା ଘଟଣାରେ ଗୁରୁତର ଭାବେ ଫଶିଛନ୍ତି ଲବ। ଏନେଇ ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ…

ମହାପ୍ରସାଦକୁ ଅସମ୍ମାନ: ଚପଲ ପିନ୍ଧି ଡାଇନିଂରେ ବସି ଖାଇଲେ ଏକାଠି, ପଚାରିବାରୁ କହିଲେ…

ପୁରୀ,୧୭ା୫(ଅଜିତ କୁମାର ମହାନ୍ତି): ମହାପ୍ରସାଦକୁ ଅସମ୍ମାନ କରାଇଥିବା ଭଳି ଘଟଣା ଦେଖିବାକୁ ମିଳିଛି। ଯାହା ଏବେ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମହାପ୍ରସାଦକୁ ଏପରି ଅପମାନକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିକିଛି। ଭିଡିଓରେ ଦେଖିବାକୁ ମିଳୁଛି…

୧୭ ବର୍ଷ ହେଲା ନଦୀ ପାଲଟିଛି ଅଳିଆ ଗଦା, ରୂପ ବଦଳାଇବ ୪୦୦ କୋଟି ଟଙ୍କାର ରିଙ୍ଗ୍‌ରୋଡ୍‌ ପ୍ରକଳ୍ପ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ବ୍ରିଟିଶ ଶାସନ ସମୟରେ ୧୮୮୩ରେ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର ଲୋହରାଖଣ୍ଡି ସେତୁକୁ ୨୦୦୮ ପୂର୍ବରୁ ଭାଙ୍ଗି ସେଠାରେ ଏକ ନୂଆ ସେତୁ ଯୋଜନା ହୋଇଥିଲା। କିନ୍ତୁ ସେତୁର ଛାତକୁ ଭାଙ୍ଗିବା ପରେ ପିଲାରଗୁଡ଼ିକୁ ଭାଙ୍ଗିବା ଯୋଜନା ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?