ରାଜ୍ୟ

ଦେଢ଼ ଲକ୍ଷରେ ବହୁରୂପୀ ଏଣ୍ଡୁଅ ଡିଲ୍‌

ଭୁବନେଶ୍ୱର, ୩୦ା୮(ବ୍ୟୁରୋ):ରାଜ୍ୟରେ ବଜ୍ରକାପ୍ତା ଭଳି ବହୁରୂପୀ ଏଣ୍ଡୁଅର ମଧ୍ୟ ଚୋରା ଚାଲାଣ ହେଉଛି। ରାଜଧାନୀ ଭୁବନେଶ୍ୱରରେ ଏହି ରାକେଟ ସକ୍ରିୟ ଥିବାବେଳେ ଲକ୍ଷ ଲକ୍ଷ ଟଙ୍କାରେ କାରବାର ହେଉଥିବା ଜଣାପଡିଛି। ସୋମବାର ସତ୍‌ସଙ୍ଗ ବିହାର ନିକଟ ଶ୍ୟାମାପ୍ରସାଦ ପାର୍କରେ ଚଢ଼ାଉ...

ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର,୨୯।୮(ଡି.ଏନ୍‌.ଏ): ପାରମ୍ପରିକ ଜୈବିକ ଚାଷର ପ୍ରଚାର ପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା ପଦ୍ମଶ୍ରୀ କମଳା ପୂଜାରୀ ସୋମବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରେ ଏସ୍‌ସିବିରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଅସୁସ୍ଥତା କାରଣରୁ ଗତ...

ଶିକ୍ଷୟିତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମାଡ଼ ଘଟଣା: ଉଭୟଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଆନନ୍ଦପୁର,୨୯। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବେଲବାହାଳି ପଞ୍ଚାୟତ ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ଗ୍ରାମବାସୀ ତାଲା ପକାଇଦେଇଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ କନିଷ୍ଠ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରି ଗ୍ରାମବାସୀ ତାଲା ପକାଇ ଆନ୍ଦୋଳନ...

ନୂଆଖାଇରେ ବନ୍ଦ ରହିବ ବ୍ୟାଙ୍କ୍‌

ଭୁବନେଶ୍ୱର,୨୯।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ହେଉଛି ନୂଆଖାଇ। ଚଳିତ ବର୍ଷ ସେପ୍ଟେମ୍ବର ୧ରେ ନୂଆଖାଇ ପର୍ବ ପାଳନ ହେବ। ଏ ଅବସରରେ ସେପ୍ଟେମ୍ବର ୧ରେ ରାଜ୍ୟରେ ବ୍ୟାଙ୍କ୍‌ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥା ବନ୍ଦ ରଖାଯିବାକୁ ସରକାର ସୋମବାର ଘୋଷଣା...

ବିକୃତ ଗଣେଶ ମୂର୍ତ୍ତି ମାମଲାରେ ହସ୍ତକ୍ଷେପ କରିବାକୁ ମନା କରିଦେଲେ ହାଇକୋର୍ଟ

କଟକ ଅଫିସ,୨୯।୮: କଟକରେ ବିକୃତ ଗଣେଶ ମୂର୍ତ୍ତି ତିଆରି ସଂପର୍କିତ ମାମଲାରେ ହାଇକୋର୍ଟ ସୋମବାର ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ତେବେ ବିକୃତ ମୂର୍ତ୍ତି ନିର୍ମାଣ ପାଇଁ ସମସ୍ତ ନିଷ୍ପତ୍ତି ପୋଲିସ ଏବଂ ପ୍ରଶାସନ ଉପରେ ଛାଡ଼ିଦେଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ,...

ସ୍ବଧର୍ମକୁ ଫେରିଲେ ୩ ପରିବାର

ପାପଡାହାଣ୍ଡି,୨୯।୮(ଡି.ଏନ୍‌.ଏ.): ନିଜ ଧର୍ମ ଛାଡି ଅନ୍ୟ ଧର୍ମ ଗ୍ରହଣ କଲେ। ସେହି ଧର୍ମର ପୂଜାର୍ଚ୍ଚନା କଲେ। ଏହାକୁ ନେଇ ଗ୍ରାମରେ ଦେଖାଦେଲା ବିବାଦ। ଗ୍ରାମବାସୀ ବୈଠକ କରି ଧର୍ମ ପରିବର୍ତ୍ତନ କରିଥିବା ପରିବାରକୁ ଫେରିଆସିବା ଲାଗି ନିବେଦନ କରିଥିଲେ ମଧ୍ୟ...

ସ୍ବାବଲମ୍ବୀ କରୁଛି ହଳଦୀ

ମାଲକାନଗିରି, ୨୯ା୮(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ବାର୍ଷିକ ପ୍ରାୟ ୪୦ ଟନରୁ ଊର୍ଦ୍ଧ୍ୱ ହଳଦୀ ଅମଳ ହେଉଛି। ଏହି ହଳଦୀକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ମଧ୍ୟ ବିଗତ ଦିନରେ ସରକାର ପଦକ୍ଷେପ ନେଇଛନ୍ତି। ମିଶନ ଶକ୍ତି...

ଭାରରେ ବୁହାହେଲେ ଗର୍ଭବତୀ

ପଟ୍ଟାଙ୍ଗୀ,୨୯ା୮(ଡି.ଏନ.ଏ.): ଓଡିଶା ସରକାରଙ୍କ ଶିଶୁ ଓ ଜନନୀ ସୁରକ୍ଷା ନିମନ୍ତେ ଆମ୍ବୁଲାନ୍ସ ସେବାଭଳି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିଲେ ସୁଦ୍ଧା ଗ୍ରାମାଞ୍ଚଳରେ ଏହା ପହଞ୍ଚତ୍ ପାରିନାହିଁ। ଫଳରେ ଲୋକେ ବିଭିନ୍ନ ସମୟରେ ହଇରାଣ ହେଉଛନ୍ତି। ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଜଣେ...

କାଚ ଗୁଲିରେ ଗଣେଶ

ବାରିପଦା ଅଫିସ,୨୯ା୮: ବାରିପଦା ସହରର ତୁଳସୀଚଉରାର ଫ୍ରେଣ୍ଡସ ୟୁନିଅନ କ୍ଲବଠାରେ ପୂଜା ପାଇବେ ୧୩ ଫୁଟ ଉଚ୍ଚର ଗଜାନନ। ୫୫ହଜାର କାଚ ଗୁଲିିରେ ଏହି ମୂର୍ତ୍ତି ନିର୍ମାଣ କରାଯାଇଛି। କ୍ଲବର ସଦସ୍ୟମାନେ ଚଳିତ ବର୍ଷ ଧୂମଧାମରେ ପୂଜା ପାଳନ କରିବା...

ଗୁଳି କରି ଲୁଟିନେଲେ ୬ ଲକ୍ଷ ଟଙ୍କା

ଅନୁଗୋଳ ଅଫିସ,୨୯ା୮: ଅନୁଗୋଳ ଥାନା ଅଞ୍ଚଳର କୁରୁଡୁଲୁ ନିକଟରେ ଥିବା ଆଶ ପଣ୍ଡ୍‌ ତଳେ ଗୁଳିକାଣ୍ଡ ହୋଇଛି। ସୋମବାର ଦୁଇଜଣଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିବା ପରେ ଗୁଳିକରି ୬ ଲକ୍ଷ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି । ଏହି...

ଷ୍ଟ୍ରଙ୍ଗ୍‌ରୁମ୍‌ରେ ଓଟିଇଟି ପ୍ରଶ୍ନପତ୍ର,ବାହାରେ ଘୂରି ବୁଲୁଛି ଉତ୍ତର ସିଟ୍‌

ମାଲକାନଗିରି,୨୯ା୮(ଡି.ଏନ୍‌.ଏ.): ସାରା ରାଜ୍ୟରେ ସୋମବାର ଶିକ୍ଷକଙ୍କ ଓଟିଇଟି ପରୀକ୍ଷା ହେଇଥିବା ବେଳେ ମାଲକାନଗିରି ଜିଲାରେ ମଧ୍ୟ ୩ଟି ସେଣ୍ଟର୍‌ରେ ପରୀକ୍ଷା ହେଉଛି। ତେବେ ପରୀକ୍ଷା ଆରମ୍ଭ ନ ହେଉଣୁ ପ୍ରଶ୍ନର ଉତ୍ତର ସିଟ୍‌ ଭାଇରାଲ ହୋଇଛି। ଏହି ଓଟିଇଟି ପରୀକ୍ଷା...

ଗାଁରେ ପହଞ୍ଚିଲା ମହିଳା ଏସ୍‌ଆଇଙ୍କ ମୃତଦେହ: ବିଭିନ୍ନ ଦାବିରେ ରାସ୍ତାରୋକୋ କଲେ ଗ୍ରାମବାସୀ

ନିରାକାରପୁର,୨୯ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଥିଲେ। ତେବେ ସୋମବାର ତାଙ୍କ ମୃତଦେହ ନିଜ ଗ୍ରାମ ଖୋର୍ଦ୍ଧା ଜିଲା ନିରାକାରପୁରରେ ପହଞ୍ଚିବା ପରେ ସ୍ଥାନୀୟ କଲେଜ ଛକଠାରେ ମୃତଦେହ ରଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri