ଜୀବନ ଧନ ମୋ ପଖାଳ କଂସା
ଭୁବନେଶ୍ୱର,୨୦ା୩(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ପ୍ରତ୍ୟେକ ଓଡ଼ିଆର ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ କି ସହର ଯେଉଁଠାରେ ରୁହନ୍ତୁନା କାହିଁକି ଓଡ଼ିଆ ଲୋକଙ୍କର ପଖାଳ ପ୍ରତି ଥିବା ଲାଳସା କେବେବି କମ୍…
ଜଙ୍ଗଲରେ ମାଓବାଦୀଙ୍କ ବଡ଼ ବେସ୍ କ୍ୟାମ୍ପ ଠାବ, ଗୁଳି ଚଳାଇଲା ପୋଲିସ
ମାଲକାନଗିରି,୨୦ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ। ପୋଲିସ ଏନ୍କାଉଣ୍ଟରରେ କିଛି ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଜାପୁର ଏସ୍ପି। ମାଓବାଦୀଙ୍କ ବଡ଼ ଧରଣର ବେସ୍ କ୍ୟାମ୍ପ ଥିଲା…
ପୁରୀ କେବୁଲ ଲ୍ୟାଣ୍ଡିଂ ଷ୍ଟେସନ ସ୍ଥାପନ କରିବେ ଓଡ଼ିଶା ସରକାର: ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର, ୨୦।୩: ଓଡ଼ିଶାକୁ ଏକ ବୈଷୟିକ ଡିଜିଟାଲ ହବ୍ ରେ ପରିଣତ କରିବା ପାଇଁ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ପୁରୀ ଠାରେ ଏକ କେବୁଲ ଲ୍ୟାଣ୍ଡିଂ ଷ୍ଟେସନ ସ୍ଥାପନ କରିବାକୁ ପଦକ୍ଷେପ ନେଉଛି। ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…
ନିଆଁ ଲାଗି ଜଳିଗଲା ୩ ଦୋକାନ, ସବୁ ପୋଡ଼ି ଛାରଖାର
ଭବାନୀପାଟଣା,୨୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଘୋଡ଼ାଘାଟ ଛକ ୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା ୩ ଟି ଦୋକାନରେ ଗୁରୁବାର ନିଆଁ ଲାଗି ଧ୍ୱଂସ ହୋଇଯାଇଥିବା ଦେଖିବାକୁ ମିଳିଛି। ନିଆଁ ପ୍ରଥମେ ଗଦି ଦୋକାନରୁ ଲାଗି…
ଗୃହରେ ରୋଚକ ଦୃଶ୍ୟ, ବିଧାନସଭାରେ ହୁଇସିଲ ମାରିଲେ ବିରୋଧୀ
ଭୁବନେଶ୍ୱର,୨୦।୩: ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି…
ମାଡ଼ି ଆସୁଛି ଝଡ଼ବର୍ଷା, ଏଇ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୦ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା…
୫୮ ନୂଆ ଶୀତଳଭଣ୍ଡାର
ଓଡ଼ିଶାରେ ଆବଶ୍ୟକ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ସଂରକ୍ଷଣ କରିପାରୁନାହାନ୍ତି। ଏଥିଯୋଗୁ ସେସବୁକୁ କମ୍ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅଭାବୀ ବିକ୍ରି ସମସ୍ୟା ଯୋଗୁ ରାଜ୍ୟରେ କେତେକେ ଚାଷପ୍ରତି ବିମୁଖ ହେଉଥିବା ଦେଖିବାକୁ ମିଳୁଛି। ତେବେ…
ୟୁଟ୍ୟୁବର ତପି ମିଶ୍ର ଗିରଫ
ଭୁବନେଶ୍ୱର,୧୯ା୩: ୟୁଟ୍ୟୁବର ସରୋଜ ମିଶ୍ର(ତପି)ଙ୍କୁ ବୁଧବାର ଗିରଫ କରିଛି ପୋଲିସ। ତପି ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍ଫୋସିଟି ଥାନା ପୋଲିସ ତାଙ୍କୁ ଗିରଫ କରିଛି। ସୂଚନାରୁ ପ୍ରକାଶ ଯେ, ୨୦୨୩ରେ ଲେଖିକା ବନସ୍ମିତା…
କୋରାପୁଟରେ ଫିଲ୍ମ ଶୁଟିଂ ପରେ ଫେରିଲେ ଏସ୍ଏସ୍ଏମ୍ବି-୨୯ ଟିମ୍
କୋରାପୁଟ,୧୯ା୩(ଅମିତାଭ ବେହେରା): ଦୀର୍ଘ ୧୫ଦିନ ରହଣି ପରେ କୋରାପୁଟରୁ ଫେରିଗଲେ ସାଉଥ ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲି। ଅଭିନେତା ମହେଶ ବାବୁ ଓ ବଲିଉଡ୍ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଫେରିବା ପୂର୍ବରୁ ଏକ ବିଦାୟକାଳୀନ ସଭା ଭଳି ସୃଷ୍ଟି ହୋଇଥିଲା…
ଏହି ଜିଲାରେ ପ୍ରତିଷ୍ଠା ହେବ ଆୟୁର୍ବେଦିକ ମେଡିକାଲ କଲେଜ
ଭୁବନେଶ୍ୱର, ୧୯।୩: ଓଡ଼ିଶାର ମୟୂରଭଞ୍ଜ ଜିଲାରେ ରାଜ୍ୟ ସରକାର ଏକ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ। ବୁଧବାର ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ପ୍ରକାଶ କରିଛନ୍ତି। “ଓଡିଶାର ମୟୂରଭଞ୍ଜ ଜିଲାରେ ଏକ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା ହେବ।…
ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଏକୀକୃତ ବୀମା ଯୋଜନାରେ..
ଭୁବନେଶ୍ୱର,୧୯ା୩: ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାରେ ସମ୍ପ୍ରତି ଆବେଦନ କରିଥିବା ସାମ୍ବାଦିକମାନଙ୍କୁ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରା ନ ଯିବା ନେଇ ଚିନ୍ତାର ସମାଧାନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ସେମାନଙ୍କୁ ଏକୀକୃତ ବୀମା ଯୋଜନାରେ ସାମିଲ…
ବିନା ଟିକେଟ୍ରେ ଯାତ୍ରା କରୁଥିଲେ ୫୯ ଜଣ, ଧରା ପଡ଼ିବା ପରେ ୧୭୨୨୫ ଟଙ୍କା ହେଲା ଆଦାୟ
ନିରାକାରପୁର,୧୯ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ବିନା ଟିକେଟ୍ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ବୁଧବାର ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ…
Archives


