ରାଜ୍ୟ

ଭୁବନେଶ୍ୱରରେ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ: ୯ରେ ଆସିବେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୧୨: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ ସରକାର…

ଜାଣନ୍ତୁ ରାଜ୍ୟରେ କେଉଁମାନଙ୍କୁ ମିଳୁଛି Z+ ସୁରକ୍ଷା? କେବଳ ନବୀନଙ୍କୁ ମିଳୁଛି ଏହି ସୁବିଧା

ଭୁବନେଶ୍ୱର,୯।୧୨: ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍‌+ ଶ୍ରଣୀ ସୁରକ୍ଷା ଯୋଗାଇ ଦିଆଯାଉଥିବା ବେଳେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଓ୍ବାଇ+ ସୁରକ୍ଷା ମିଳୁଛି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ କୌଣସ…

ମିଲରଙ୍କୁ ଧକ୍କାମାରି ତଡ଼ିଲେ, ଅଧିକାରୀଙ୍କୁ ୩ କି.ମି. ଚଲାଇଲେ

ନୂଆପଡ଼ା,୯ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଧାନକିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ପୃଥକ୍‌ ୩ ସ୍ଥାନରେ ଚାଷୀ ରାସ୍ତାକୁ ଓହ୍ଲାଇଥିଲେ। ନୂଆପଡ଼ା ସଦର ବ୍ଲକ୍‌ର ସୁନସୁନିଆ, ଦର୍ଲିମୁଣ୍ଡା ଓ ଗୋଡ଼ଫୁଲା ଛକଠାରେ ବିଜୁ ଏକ୍ସପ୍ରେସ୍‌ ୱେକୁ ଚାଷୀମାନେ ଅବରୋଧ କରିଥିଲେ। ସେହିପରି ଖରିଆର…

ଓଡ଼ିଶାରେ ୨ ରେଲ୍‌ ଫ୍ଲାଏଓଭର ପାଇଁ ରେଳ ମନ୍ତ୍ରଣାଳୟର ୫୦୯ କୋଟି ମଞ୍ଜୁରୀ

ଭୁବନେଶ୍ୱର,୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ ରାୟଗଡ଼ାର…

କଲେଜ୍ ଛାତ୍ରୀଙ୍କୁ ଷ୍ଟେସନାରୀ ଦୋକାନୀଙ୍କ ଦୁଷ୍କର୍ମ ଉଦ୍ୟମ: ଅଭିଯୁକ୍ତଙ୍କୁ ଉତ୍ତମ ମଧ୍ୟମ ଦେଲେ ଛାତ୍ରୀଛାତ୍ର

ଜି.ଉଦୟଗିରି,୯।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି. ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟର ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଙ୍କୁ ଦୋକାନ ଭିତରକୁ ଭିଡ଼ି ନେଇ ଅସଦାଚରଣ ସହ ଦୁଷ୍କର୍ମ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଘଟଣାବେଳେ ଅନ୍ୟ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ…

ଗୁଣିଗାରେଡ଼ି ସନ୍ଦେହ: ମୃତ ବ୍ୟକ୍ତିଙ୍କ ଜୁଇରେ ଅନ୍ୟଜଣଙ୍କୁ ମାରି ଜାଳିଦେଲେ

କୋରାପୁଟ/ନାରାୟଣପାଟଣା,୯ା୧୨(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଗୁଣିଗାରେଡି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ୫ଜଣ ମାରିଦେଇ ଅନ୍ୟଜଣେ ମୃତ ବ୍ୟକ୍ତି ପୋଡାଯାଉଥିବା ଯୁଇରେ ପକାଇ ଜାଳି ଦେଇଛନ୍ତି। ଏ ନେଇ…

ଉତ୍ତରପ୍ରଦେଶରୁ ଆସିଲା ଆଳୁ: କେଜି ୩୦ ଟଙ୍କାରେ କିଣିଲେ ଖାଉଟି

ଭୁବନେଶ୍ୱର,୯।୧୨: ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ପଡକ୍ଲଃଏପି ନେଇଛନ୍ତି। ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି । ଖାଉଟି…

ଓଡ଼ିଶାବାସୀଙ୍କୁ ବାୟା କଲାଣି ଅନଲାଇନ୍ ଟ୍ରେଡିଂ ନିଶା: ୧୧ ମାସରେ ୪୦ ହଜାର ମାମଲା

ଭୁବନେଶ୍ୱର,୯।୧୨: ଅଧିକ ଟଙ୍କା ପାଇବା ଆଶାରେ ଏବେ ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଅନଲାଇନ୍ ଟ୍ରେଡିଂ ପଛରେ ଧାଇଁଛନ୍ତି। କିନ୍ତୁ ଏହି ଅନଲାଇନ୍ ଟ୍ରେଡିଂରେ ସର୍ବସ୍ଵ ହରାଇ ଜୀବନ ହାରୁଛନ୍ତି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ମହିଳା କନ୍‌ଷ୍ଟେବଲଙ୍କୁ ହତ୍ୟା ଉଦ୍ୟମ କଲେ ସ୍ବାମୀ

ବଲାଙ୍ଗୀର,୯।୧୨: ବଲାଙ୍ଗୀର ଜିଲା ତୁଷୁରା ଥାନା ଅଧୀନ ସମରା ଗାଁ ଛକରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କନ୍‌ଷ୍ଟେବଲ ସ୍ତ୍ରୀଙ୍କୁ କନ୍‌ଷ୍ଟେବଲ ସ୍ବାମୀଙ୍କ ହତ୍ୟା ଉଦ୍ୟମ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ମହିଳା କନ୍‌ଷ୍ଟେବଲ ତୁଷୁରା…

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୯।୧୨: ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି। ଖଣ୍ଡଗିରି ସବ୍‌ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କରଙ୍କୁ ଲାଞ୍ଚ ନେବା ସମୟରେ ରେଡ୍ ହ୍ୟାଣ୍ଡଡ ଧରିଛି ଭିଜିଲାନ୍ସ। ସୂଚନା ଅନୁସାରେ ଜମି କାଗଜପତ୍ର ବାବଦକୁ ଦେବଯାନୀ ଜଣେ ବ୍ୟକ୍ତିଙ୍କୁ…

ସରକାରୀ କ୍ୱାର୍ଟର ଛାଡ଼ୁନାହାନ୍ତି ୧୪ ପୂର୍ବତନ ବିଧାୟକ: ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୯।୧୨: ଓଡିଶାର ୧୪ ଜଣ ପୂର୍ବତନ ବିଧାୟକ ଭୁବନେଶ୍ୱରରେ ଅନଧିକୃତ ଭାବରେ ସେମାନଙ୍କ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁଯାୟୀ ବାଲେଶ୍ୱର ବିଧାୟକ ମାନସ…

୧୪ବର୍ଷ ପରେ ପ୍ରକାଶ ପାଇଲା ଚୂଡ଼ାନ୍ତ ରାୟ: ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଘଟିଥିବା ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ଦୀର୍ଘ ୧୪ ବର୍ଷର ବିଚାରଣା ପରେ ସୋମବାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ଓ ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ମାମଲାର ଶୁଣାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri