ରାଜ୍ୟ

ମୁହଁ ମୋଡି ଚାଲିଯାଉଛନ୍ତି ପର୍ଯ୍ୟଟକ

ନୂଆପଡ଼ା,୧୨ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ସୁନାବେଡା ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ ଭରୁଆମୁଣ୍ଡା ପଞ୍ଚାୟତ ଲୋଡ୍ରା ଗାଁଠାରେ ଥିବା ଗୋଧସ ଜଳ ପ୍ରପାତରେ ସୋମବାର ବୈଶାଖ ମେଳା ଉଦ୍‌ଯାପିତ ହୋଇଯାଇଛି। ପ୍ରତି ବର୍ଷ ଭଳି ବୁଦ୍ଧ ପୂର୍ଣ୍ଣିମାରେ ଗୋଧସ ଜଳ…

ମେଳା ବୁଲିବାକୁ ଯାଇଥିଲେ: ହଠାତ୍‌ ବାହାରିପଡ଼ିଲେ ମହୁମାଛି, ଜଣଙ୍କ ପରେ ଜଣଙ୍କୁ…

ନୂଆପଡ଼ା,୧୩ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ଖୋଳିଗାଁ ରାଣୀମୁହାସ ବୈଶାଖ ମେଳା ଦେଖିବାକୁ ଆସି ସୋମବାର ମହୁମାଛି ଆକ୍ରମଣରେ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…

ବାପା ଲଗାଇଥିବା ଗଛ ଦେଉଛି ରୋଜଗାର: ଲିଚୁ ବିକି ମାଲାମାଲ …

ଖଜୁରିପଡ଼ା,୧୩।୫ ( ବିଦୁର ବେହେରା): ବାପା ଲଗାଇଥିବା ଲିଚୁ ଏବଂ ଆମ୍ବ ଏବେ ଆମ ପରିବାରକୁ ରୋଜଗାର ଦେଇଛି। ଲିଚୁ ଓ ଆମ୍ବ ବିକ୍ରିକରି ବେଶ୍‌ ଦୁଇ ପଇସା ଅର୍ଜନ କରି ଆମ ପରିବାର ହସ ଖୁସିରେ ଚାଲିଛି ବୋଲି କୁହନ୍ତି…

ପୁଣି ବାଘ ଆତଙ୍କ, ଗାଈକୁ ମାରି ଖାଇଲା କଲରାପତରିଆ

ନୂଆପଡା,୧୩।୫(ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ନୂଆପଡ଼ା ବନାଞ୍ଚଳ ଅଧୀନ ଧରମବନ୍ଧା ବିଟ୍‌ ଚୁଲାଭାଟ ପଞ୍ଚାୟତ ପଣ୍ଡରିପାଣି ଗାଁରେ ସୋମବାର ବିଳମ୍ବିତ ରାତିରେ ଏକ ଗାଈକୁ ମାରି ଖାଇଛି କଲରାପତରିଆ ବାଘ। ମିଳିଥିବା ସୂଚନା ମୁତାବକ, ସୋମବାର…

ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର,୧୩ା୫(ସୁଚିସ୍ମିତା ସାହୁ):ମଙ୍ଗଳବାର ପ୍ରକାଶ ପାଇପାରେ ସିବିଏସ୍‌ଇ ରେଜଲ୍ଟ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ମଙ୍ଗଳବାର ଘୋଷଣା ହେବା ଖବର ପ୍ରଚାରିତ ହେବା ପରେ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କ…

ରାଜଧାନୀରେ ‘ଆମ ବସ’ ସେବା ଠପ

ଭୁବନେଶ୍ୱର,୧୩।୫: ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ସକାଳୁ ‘ଆମ ବସ’ ସେବା ଠପ ହୋଇଯାଇଛି। ସୁରକ୍ଷା ଦାବିରେ ବସ ଡ୍ରାଇଭର୍‌ ଓ କଣ୍ଡକ୍ଟର ଆନ୍ଦୋଳନକୁ ଓହ୍ଲାଇଥିବାରୁ ଏହି ସେବା ଏକ ପ୍ରକାର ବନ୍ଦ ହୋଇଯାଇଛି, ଫଳରେ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।…

ମେଡିକାଲ କଲେଜ ଦାବି, ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସରକାରୀ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ସହ ବରଗଡ଼ ନାଗରିକ ମଞ୍ଚ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ସ୍ମାରକପତ୍ର ପ୍ରଦାନ କରିଛି। ସ୍ବାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ବରଗଡ଼ ଗସ୍ତରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସିଥିବା ସମୟରେ…

ଠାକୁରାଣୀ ଯାତ୍ରା, ବାସୁଦେବପୁର ଗାଁ ଉତ୍ସବ ମୁଖର

ଦିଗପହଣ୍ଡି,୧୨ା୫(ଅଶେଷ ନାଥ ମିଶ୍ର): ମା’ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଦିଗପହଣ୍ଡି ବ୍ଲକ୍‌ ବାସୁଦେବପୁର ଗାଁ ଉତ୍ସବ ମୁଖର ହୋଇଉଠିଛି। ୭ବର୍ଷ ପରେ ଏହି ଯାତ୍ରା ଆୟୋଜନ କରାଯାଇଥିବାରୁ ଗ୍ରାମବାସୀ ଉତ୍ସାହିତ ହୋଇଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ବହୁ ସଂଖ୍ୟକ…

ପୁରୀ ରଥ ଖଳାକୁ ଗଲା ଆଉ ୩୬ ଖଣ୍ଡ କାଠ

ଭଞ୍ଜନଗର,୧୨ା୫(ବାବୁଲା ପ୍ରଧାନ): ବିଶ୍ବପ୍ରସିଦ୍ଧ ପୁରୀ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ମଧ୍ୟରୁ ଗଞ୍ଜାମ ଜଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରୁ ହିଁ ୧୭୪ ଖଣ୍ଡ କାଠ ରଥ ଖଳାକୁ ଯିବ। ପ୍ରଥମ ପର୍ଯ୍ୟାୟରେ ୬…

୧୪ ବେଆଇନ ଇଟାଭାଟି ଭାଙ୍ଗିଲା ପ୍ରଶାସନ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ବେଆଇନ ଇଟାଭାଟି ଭାଙ୍ଗିଲା ପ୍ରଶାସନ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲଦାର ତଥା ଏକଜକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁଙ୍କ ନେତୃତ୍ୱରେ ତହସିଲ ଏନ୍‌ଫୋର୍ସମେଣ୍ଟ ସ୍କ୍ବାର୍ଡ ସୋମବାର ପୂର୍ବାହ୍ନରୁ ସା ମଧ୍ୟରେ ଭୀଷ୍ମଗିରି, ବାଙ୍ଗରଡ଼ା,…

ଏକାଠୀ ହୋଇଥିଲେ ଗ୍ରାମବାସୀ, ହଠାତ୍‌ ତାଣ୍ଡବ ରଚିଲା କାଳବୈଶାଖୀ: ଅଧାରେ ରହିଗଲା…

ଖଜୁରିପଡ଼ା,୧୨ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ମାଲଗୁଣ୍ଡିଠାରେ ଅଷ୍ଟ ପ୍ରହର ନାମ ଯଜ୍ଞ ଉପଲକ୍ଷେ ଦଳପଡ଼ା ଏବଂ ବଡଭୂଇଁ ଗ୍ରାମର ୨ଟି ପ୍ରହଲ୍ଲାଦ ନାଟକ ଚାଲିଥିବା ବେଳେ ଅପରାହ୍ନ ୪ଟା ବେଳେ ଘଡ଼ଘଡ଼ି ବିଜୁଳି ସହିତ ପବନ ହୋଇ ନାଟକ…

ପ୍ରସୂତିୱାର୍ଡ ଡଷ୍ଟବିନରେ ମୃତ ନବଜାତ ଶିଶୁପୁତ୍ର: ଅନ୍ୟତ୍ର ପୋତିବା ପୂର୍ବରୁ ଭାଇରାଲ ହୋଇଗଲା….

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ ପ୍ରସୂତି ୱାର୍ଡ ଡଷ୍ଟବିନରେ ଏକ ମୃତ ନବଜାତ ଶିଶୁପୁତ୍ର ପଡ଼ିଥିବାସୋମବାର ଦେଖିବାକୁ ମିଳିଛି। ତେବେ ମୃତ ନବଜାତ ଶିଶୁପୁତ୍ରଟି କାହାର ତାହା ସଠିକ୍‌ ଭାବେ ଜଣାପଡ଼ିନାହିଁ। ଅପରପକ୍ଷେ ମେଡିକାଲ ରେକର୍ଡରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?