ସରକାରୀ କ୍ୱାର୍ଟର ଛାଡ଼ୁନାହାନ୍ତି ୧୪ ପୂର୍ବତନ ବିଧାୟକ: ଦେଖନ୍ତୁ ଲିଷ୍ଟ…
ଭୁବନେଶ୍ୱର,୯।୧୨: ଓଡିଶାର ୧୪ ଜଣ ପୂର୍ବତନ ବିଧାୟକ ଭୁବନେଶ୍ୱରରେ ଅନଧିକୃତ ଭାବରେ ସେମାନଙ୍କ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁଯାୟୀ ବାଲେଶ୍ୱର ବିଧାୟକ ମାନସ…
୧୪ବର୍ଷ ପରେ ପ୍ରକାଶ ପାଇଲା ଚୂଡ଼ାନ୍ତ ରାୟ: ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଘଟିଥିବା ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ଦୀର୍ଘ ୧୪ ବର୍ଷର ବିଚାରଣା ପରେ ସୋମବାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ମାମଲାର ଶୁଣାଣି…
ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର
ଭୁବନେଶ୍ୱର,୯।୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ…
ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’
ବାରିପଦା,୯ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ଜିନ୍ନତ ଝାଡ଼ଖଣ୍ଡରେ ପହଞ୍ଚିଛି। ରବିବାରଠାରୁ ଶିମିଳିପାଳ ପାର ହୋଇ ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ…
ମଧ୍ୟାହ୍ନଭୋଜନ ଦାୟିତ୍ୱରେ ଥିବା ମହିଳାଙ୍କୁ ଘେରିଲେ ଅଭିଭାବକ: ବିଦ୍ୟାଳୟରେ ଉତ୍ତେଜନା
ଦାରିଙ୍ଗବାଡ଼ି,୯ା୧୨: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ସୋମବାର ବିଦ୍ୟାଳୟ ଖୋଲିବା ପରେ ଉତ୍ତେଜନା ଦେଖାଯାଇଛି। ଘଟଣା ଘଟିବାର ୩ ଦିନ ବିତିଯାଇଥିବା ବେଳେ ମଧ୍ୟାହ୍ନଭୋଜନ…
ନିୟମଗିରିରେ ବନ୍ଦହେଲା ଷ୍ଟ୍ରବେରି ଚାଷ
ରାୟଗଡ଼ା,୯।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତ ମହକୁମାର ଲାକୁନୁ ଜାକାସିକା ଗତ ବର୍ଷ ପ୍ରଥମ ଥର ପାଇଁ ଷ୍ଟ୍ରବେରି ଚାଷ କରିଥିଲେ। ନିୟମଗିରି ପାହାଡ଼ ଉପରେ ଏହି ଚାଷ କରି ସେ ଲାଭବାନ ମଧ୍ୟ ହୋଇଥିଲେ।…
ଆଶିଷଙ୍କ ପରେ ଡେପୁଟେଶନରେ ଯିବେ କୁଟ୍ଟେ
ଭୁବନେଶ୍ୱର,୯ା୧୨(ସୁନିତ୍ ମିଶ୍ର): ଆଇପିଏସ୍ ଅଫିସର ଡି.ଏସ୍ କୁଟ୍ଟେ କେନ୍ଦ୍ରୀୟ ଡେପୁଟେଶନରେ ଯିବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍ ଅଫିସର ଆଶିଷ ସିଂଙ୍କ ଡେପୁଟେଶନ ଯିବା ଘୋଷଣା ହେବା ପରେ ଡି.ଏସ୍. କୁଟ୍ଟେଙ୍କ ବିଜ୍ଞପ୍ତି ଜାରି ହୋଇଛି। ବିଏସ୍ଏଫ୍ ଆଇଜି ଭାବେ…
ରାଜ୍ୟ ସଭା ପାଇଁ ଆଜି ନାମାଙ୍କନ ଭରିବେ ସୁଜିତ୍ କୁମାର
ଭୁବନେଶ୍ୱର,୯ା୧୨: ରାଜ୍ୟ ସଭା ପାଇଁ ସୁଜିତ୍ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍ ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ସୂଚନା ଥାଉକି, ବିଜେଡି…
ଚାର୍ଜରେ ବସିଥିବାବେଳେ ବ୍ୟାଟେରି ଗାଡ଼ିରେ ଲାଗିଲା ନିଆଁ, ଜଳିଗଲା ୫ ବାଇକ୍
ସୁନ୍ଦରଗଡ଼,୯ା୧୨(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ କଲେଜ ରୋଡ୍ରେ ରବିବାର ରାତିରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ଚାଳିତ ସ୍କୁଟି ଚାର୍ଜରେ ବସିଥିବାବେଳେ ଶଟ୍ସର୍କିଟ୍ରୁ ନିଆଁ ଲାଗିଯାଇଥିଲା। ଫଳରେ ଉକ୍ତ ଗାଡ଼ି ପାଖରେ ଥିବା ଆଉ ୪ ଗାଡ଼ି ଏହିପରି ମୋଟ୍…
ଜଣଙ୍କ ଜୁଇ ଜଳୁଥିବାବେଳେ ଆଉ ଜଣଙ୍କୁ ସେହି ନିଆଁରେ ପକାଇ ଜାଳିଦେଲେ ଲୋକେ, କାରଣ ଜାଣିଲେ ହେବେ ଚକିତ
କୋରାପୁଟ,୯ା୧୨: କୋରାପୁଟ ଜିଲା ବନ୍ଧୁଗାଁ ଛାରପା ଗାଁରେ ଏକ ଅଭାବାନୀୟ କାଣ୍ଡ ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କ ଶବଦାହ ଚାଲିଥିବାବେଳେ ସେହି ନିଆଁରେ ଆଉ ଜଣଙ୍କୁ ଜିଅନ୍ତା ପୋଡ଼ି ମାରିଛନ୍ତି ପରିବାର ଲୋକେ। ଶନିବାର ସନ୍ଧ୍ୟାରେ ଗାଁରେ ଜଣଙ୍କର ଅଚାନକ ମୃତ୍ୟୁ…
କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…
ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ବ୍ୟାପୀ ଏହା ଚାଲିବ। ତେବେ ରବିବାର ସୋହେଲା ଇଚ୍ଛାପାଲିଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…
ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୯ ଜଣ ଘରକୁ ଫେରିଲେ, ଜଣେ ବ୍ରହ୍ମପୁର ସ୍ଥାନାନ୍ତର
ଦାରିଙ୍ଗବାଡି,୯ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଓ ୧୨ ଗୁରୁତରଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ରବିବାର ୯ ଛାତ୍ରୀଛାତ୍ର ସୁସ୍ଥ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରୁ…
Archives


