ଡ୍ରେନ୍ ନିର୍ମାଣବେଳେ ଭୁଶୁଡ଼ିଲା ପାଚେରି, ଚାଲିଗଲା ଶ୍ରମିକଙ୍କ ଜୀବନ
କଟକ,୯ା୧୨ (କାର୍ତ୍ତିକ ସାହୁ): କଟକ ବିଡ଼ାନାସୀ ନାୟକସାହିରେ ରବିବାର ଡ୍ରେନ୍ ନିର୍ମାଣବେଳେ ଅଘଟଣ ଘଟିଛି। ଡ୍ରେନ୍ ପାର୍ଶ୍ୱରେ ଥିବା ଏକ ପୁରୁଣା ପାଚେରି ଭୁଶୁଡ଼ି ପଡିବାରୁ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଟ୍ଟାପୋଲ ଅଞ୍ଚଳର ଏସ୍.…
୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍ପେଣ୍ଡ
ଭୁବନେଶ୍ୱର,୯ା୧୨(ସୁନିତ୍ ମିଶ୍ର): ଓଏଏସ୍ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି ନିୟମ…
ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ
ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ…
ସରକାରୀ ଚାକିରି ପ୍ରତିଶ୍ରୁତି ଦେଇ ଆଶାୟୀଙ୍କୁ ୧୦ ଲକ୍ଷ ଟଙ୍କା ଠକେଇ, ଦୁଇ ଭାଇ ଗିରଫ
କଟକ, ୮।୧୨: ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ଭାଇ…
ମକା ମିଲିଂ ବେଳେ ଅଘଟଣ: ମେଶିନରେ ଚାପି ହୋଇଗଲା ନାବାଳକଙ୍କ ଗୋଡ଼
ଝରିଗାଁ,୮।୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରଲାପଡା ଗ୍ରାମରେ ରବିବାର ଏକ ଅଘଟଣ ଘଟିଛି। ମକା ମିଲିଂ ବେଳେ ଜଣେ ନାବାଳକଙ୍କ ଡାହାଣ ଗୋଡ଼ ମେଶିନରେ ପଶିଯିବାରୁ ସେ ଗୁରୁତର ହୋଇଛନ୍ତି। ନାବାଳକ ଜଣକ ହେଲେ କରଲାପଡ଼ା ଗ୍ରାମର…
ଜମି ବିବାଦରୁ ଗଡିଲା ମୁଣ୍ଡ: ଆଳୁ କିଆରୀରେ ପୁଅ ଆଗରେ ବାପାକୁ ହତ୍ୟା
ଢେଙ୍କାନାଳ,୮।୧୨: ଢେଙ୍କାନାଳ ଜିଲାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଆଖି ଆଗରେ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲା ସଦର ପୋଲିସ ଅନ୍ତର୍ଗତ କୃଷ୍ଣପ୍ରସାଦ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ କୃଷ୍ଣପ୍ରସାଦର ଚତୁର୍ଭୁଜ…
ବନ କର୍ମଚାରୀଙ୍କୁ କ୍ୱାର୍ଟର୍ସରେ ତାଲା ପକାଇ କାଟିନେଲେ ଚନ୍ଦନଗଛ
ପାଟଣା,୮।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେପଶି ରାସ୍ତା ଆର୍ଡବ୍ଲ୍ୟୁଏସ୍ଏସ୍ ଅଫିସ ସମ୍ମୁଖରେ ଥିବା ବନ ବିଭାଗ କର୍ମଚାରୀଙ୍କ ଷ୍ଟାଫ୍ କ୍ୱାର୍ଟର୍ସ ନିକଟରୁ ଦୁର୍ବୃତ୍ତମାନେ ଚନ୍ଦନ ଗଛ କାଟି ନେଇଛନ୍ତି। ସୂଚନା ଅନୁଯାୟୀ, ଷ୍ଟାଫ୍ କ୍ୱାର୍ଟର୍ସରେ ପାରାଷ୍ଟାଫ୍ ଏମ୍ ଡି ୱାସିମ…
ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୫ ମାଓବାଦୀ
ମାଲକାନଗିରି,୮।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ସକ୍ରିୟ ଥିବା ୫ ମାଓବାଦୀ ରବିବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମାଡ଼ବି ରାଜୁ, ଦେବା ମାଡ଼ବି, ସୁନ୍ନମ ଭେଙ୍କଟସ୍, କୱାସୀ ହିଡ଼ମା ଓ ସୋଡି ଗଙ୍ଗା। ସୂଚନା ଅନୁଯାୟୀ, ଛତିଶଗଡ…
ଦାମୀ କାରରୁ ଟଙ୍କା ମିଳିବା ଘଟଣା: ପିଏସୟୁ ଅଧିକାରୀ, କଣ୍ଟ୍ରାକ୍ଟରଙ୍କ ସମେତ ୩ ଗିରଫ
ଭୁବନେଶ୍ୱର,୮।୧୨: ଶନିବାର ଭୁବନେଶ୍ୱରରେ ଏକ ବିଳାସପୂର୍ଣ୍ଣ ଗାଡିରୁ ନଗଦ ଟଙ୍କା ଜବତ ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ତିନି ଜଣଙ୍କୁ ଗିରଫ କରିଛି। ସିବିଆଇ ଅଧିକାରୀମାନେ ବିଳାସପୂର୍ଣ୍ଣ (ମର୍ସିଡିଜ୍) ଓଡି-୦୫-ବିଭି-୯୯୯୯ ଗାଡିରୁ ପ୍ରାୟ ୧୦ ଲକ୍ଷ ଟଙ୍କା ଜବତ…
ବିସ୍ଫୋରକ ଫାଟି ହାତୀ ଶାବକ ମୁହଁରେ ଆଘାତ: ଜୀବନ ସହ ସଂଘର୍ଷ କରି ମୃତ
ରାଇଘର, ୮।୧୨ (କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରୁ ପଘାରପାଣି ଜଙ୍ଗଲକୁ ପଶି ଆସିଥିବା ଆହତ ହାତୀ ଶାବକର ମୃତ୍ୟୁ ଘଟିଛି । ଶିକାରୀଙ୍କ ଦ୍ବାରା ଜଙ୍ଗଲରେ ଲଗାଯାଇଥିବା ବିସ୍ଫୋରକ ଫାଟି ହାତୀ ଶାବକର ପାଟିରେ…
ମାଓବାଦୀଙ୍କ ବର୍ବରକାଣ୍ଡ: ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା
ମାଲକାନଗିରି,୮।୧୨(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ରବିବାର ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ସୁକରା ୟାଲାମ। ବିଜାପୁରର ଲୋଦେଡ ଗ୍ରାମରେ ଏକ ଦମ୍ପତିଙ୍କୁ ଘରୁ କେତେଜଣ ମାଓବାଦୀ ଶନିବାର ଅପହରଣ କରି ଗଁାଠାରୁ ୩ କି.ମି.ଦୂରରେ ଥିବା ଜଙ୍ଗଲକୁ ନେଇଯାଇଥିଲେ।…
ଟ୍ରଲର-ବାଇକ୍ ଧକ୍କା: ୨୦ ଘଣ୍ଟା ପରେ ରାସ୍ତାରୁ ଉଠିଲା ମୃତଦେହ
ତେନ୍ତୁଳିଖୁଣ୍ଟି, ୮।୧୨ (ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳ ଆଉଁଳିଗୁମ୍ମା ଛକ ନିକଟରେ ଏକ ଟ୍ରଲର ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ନିକଟ ବଡ଼ଯିଉନି ଗ୍ରାମର ରବି ନାରାୟଣ…
Archives


