ରାଜ୍ୟ

ଟ୍ୟୁଶନରୁ ଫେରିବାବେଳେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ୪ ବର୍ଷ ପରେ ରାୟ

ବ୍ରହ୍ମପୁର,୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶନିବାର ଜଣେ ନାବାଳିକା ଛତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ସେ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ବିଭୀଷଣ ଗୌଡ(୫୪)। ଜେଲ…

୨କୋଟିର ବ୍ରାଉନ୍‌ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ

ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ…

ଇନ୍‌ପୁଟ ସହାୟତା ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇବ: ଆଇନ ମନ୍ତ୍ରୀ

ଖୋର୍ଦ୍ଧା,୮।୧୨(ପ୍ରଭାତ ପାଣିଗ୍ରାହୀ): ଚାଷୀଙ୍କ ଖାତାକୁ ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବରଗଡ଼ ଜିଲା ସୋହେଲାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଖୋର୍ଦ୍ଧା ଜିଲାସ୍ତରୀୟ ଶୁଭାରମ୍ଭ ସମାବେଶ ହାବେଳି ପଡ଼ିଆରେ ଆୟୋଜିତ ହୋଇଯାଇଛି।…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌ କୁଟ୍ଟେ।…

ପୁଣି କଟକରେ ଡ୍ରେନ୍ କାମ ନେଲା ଜୀବନ, ଜଣେ ମୃତ, ୨ ଗୁରୁତର

କଟକ,୮।୧୨: କଟକରେ ପୁଣି ଡ୍ରେନରେ ପଡି ଶ୍ରମିକ ମୃତ୍ୟୁ ବରଣ କରିଛନ୍ତି। ଏପ୍ରକାର ଘଟଣା ବାରମ୍ବାର ଘଟି ଚାଲିଥିଲେ ମଧ୍ୟ କଟକ ମୁନିସିପାଲିଟି କୌଣସି ଠୋସ ପଦକ୍ଷେପ ନେଇଥିବା ଦେଖାଯାଉନାହିଁ। ରବିବାର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମ ବେଳେ ଅଘଟଣ…

ଭୀମ ଭୋଇ ଭଜନ ସଙ୍ଗୀତ, ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର

ଭୁବନେଶ୍ୱର,୮ା୧୨ (ବନ୍ଦନା ସେଠୀ): ଓଡ଼ିଶା ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ଭୁବନେଶ୍ୱର ଏବଂ ସନ୍ଥ କବି ଭୀମଭୋଇ ଅଲେଖ ବ୍ରହ୍ମ ଟ୍ରଷ୍ଟ ପକ୍ଷରୁ ଭୀମଭୋଇ ଭଜନ ସଙ୍ଗୀତ ଓ ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର ଶନିବାର ସୂଚନାଭବନରେ ଅନୁଷ୍ଠିତ ହୋଇଯାଇଛି। ମହିମା…

ଏମାନଙ୍କ ଖାତାକୁ ଗଲା ଟଙ୍କା, ଶୀଘ୍ର ଚେକ୍‌ କରନ୍ତୁ…

ଭୁବନେଶ୍ୱର,୮।୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ସରକାରଙ୍କ ୨୩୦୦ MSP ସହ ୮୦୦ ଇନପୁଟ ସହାୟତା ରାଶି ପ୍ରଦାନ…

OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ, କାର୍ଯ୍ୟରେ ଯୋଗ ନ ଦେଲେ ନିଲମ୍ବନ

ଭୁବନେଶ୍ୱର,୮।୧୨: OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ । ବଦଳି ହୋଇ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବା ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ କଡା ଚେତାବନୀ । ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦିଅ, ନଚେତ…

କଳାଗାଡି ପରେ ମିଳିଲା ଧଳାଗାଡି, ଭୁବନେଶ୍ୱରରେ ସିବିଆଇ ଫିଟାଉଛି ବଡ଼ ଗୁମର

ଭୁବନେଶ୍ୱର,୮।୧୨: ପଶ୍ଚିମବଙ୍ଗର ଏକ ର୍ନିମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ ଚଢ଼ାଉକରି ଏକ ଦାମୀ କଳା ଗାଡ଼ିରୁ ୨୦…

ଏହିଦିନ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି, ଅଳଙ୍କାରକୁ…

ପୁରୀ,୮।୧୨: ରତ୍ନଭଣ୍ଡାର ମରାମତି ନେଇ ଆସିଛି ବଡ଼ ଖବର। ଆସନ୍ତା ୧୬ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଦିନକୁ ୫ଘଣ୍ଟା ମରାମତି ହେବ। ଗତ ଜୁଲାଇରେ…

ଲାଞ୍ଚର ପ୍ରମାଣ ଖୋଜିଲା ବିଜେଡି

ଭୁବନେଶ୍ୱର, ୮।୧୨(ଅନିଲ ଦାସ): ଗତ ସରକାର ସମୟରେ ଏଏସ୍‌ଓ ଚାକିରି ପାଇଁ ହୋଇଥିବା ଲାଞ୍ଚ କାରବାର ଅଭିଯୋଗକୁ ନେଇ ବିଜେଡି ବିଧାନସଭାରେ ଶନିବାର ତୁମ୍ବିତୋଫାନ କରିଛି। ଘଟଣାର ତଦନ୍ତ କରିବା ସହ ଏ ନେଇ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ ବୋଲି…

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri