ରାଜ୍ୟ

ବଙ୍ଗୋପସାଗରରେ ପୁଣି ଲଘୁଚାପ! ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୧୨:ଏଣିକି ଆହୁରି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବାବେଳେ ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ…

ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ, ୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା ନେଇ ଶନିବାର ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍‌ ପୋଲିସର ହେଲ୍‌ପଲାଇନ ନମ୍ବରକୁ ହ୍ବାଟ୍ସଆପ୍‌ ଯୋଗେ…

ଲାଞ୍ଚର ପ୍ରମାଣ ଖୋଜିଲା ବିଜେଡି

ଭୁବନେଶ୍ୱର, ୮ା୧୨(ଅନିଲ ଦାସ)ଗତ ସରକାର ସମୟରେ ଏଏସ୍‌ଓ ଚାକିରି ପାଇଁ ହୋଇଥିବା ଲାଞ୍ଚ କାରବାର ଅଭିଯୋଗକୁ ନେଇ ବିଜେଡି ବିଧାନସଭାରେ ଶନିବାର ତୁମ୍ବିତୋଫାନ କରିଛି। ଘଟଣାର ତଦନ୍ତ କରିବା ସହ ଏ ନେଇ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ ବୋଲି ଦାବି…

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ପରିବାର ସଦସ୍ୟଙ୍କୁ ମିଳିବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୮ା୧୨(ଅନୁରାଧା ମହାରଣା): ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧…

ପଶ୍ଚିମବଙ୍ଗରେ ହେରଫେର, ଭୁବନେଶ୍ୱରରେ ବଡ଼ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୮ା୧୨(ସୂର୍ଯ୍ୟକାନ୍ତ ବେହେରା): ପଶ୍ଚିମବଙ୍ଗର ଏକ ନିର୍ମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ୍‌ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ୍‌ ଚଢ଼ାଉକରି ଏକ ଦାମୀ ଗାଡ଼ିରୁ ୨୦…

ସରକାରଙ୍କ ବଡ଼ ଘୋଷଣା, ଆଜି ଏମାନଙ୍କୁ ମିଳିବ ୮୦୦ଟଙ୍କା ବୋନସ୍‌

ଭୁବନେଶ୍ୱର, ୮ା୧୨(ଅନିଲ ଦାସ): ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନ କରିବେ। ବରଗଡ଼ ସୋହେଲାର…

୧୬୨୨ ପାଇଁ ଜଣେ ଡାକ୍ତର

ସରକାରୀ ବ୍ୟବସ୍ଥା ଅନୁଯାୟୀ ପ୍ରତି ୧,୦୦୦ ଜନସଂଖ୍ୟାରେ ଜଣେ ଡାକ୍ତର ରହିବା କଥା। କିନ୍ତୁ ଓଡ଼ିଶାରେ ୧,୬୨୨ ଲୋକଙ୍କ ପାଇଁ ଜଣେ ଡାକ୍ତର ରହିଛନ୍ତି। ଅର୍ଥାତ୍‌ ଜଣେ ଡାକ୍ତରଙ୍କ ଉପରେ ଅତିରିକ୍ତ ୬୨୨ ଲୋକଙ୍କ ବୋଝ ରହିଛି। ଏଥିରୁ ସ୍ବାଭାବିକ ସ୍ବାସ୍ଥ୍ୟସେବା…

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…

ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ…

ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ

କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ ତାଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ପାଇଁ ଦଣ୍ଡାଦେଶ…

ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍‌, ଗାଡିରୁ ମିଳିଲା…

ଭୁବନେଶ୍ବର,୭।୧୨: ରାଜଧାନୀ ଭୁବନେଶ୍ବରରେ ସିବିଆଇ ରେଡ୍‌। ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍‌ କରିଥିବା ସୂଚନା ମିଳିଛି। ଏକ ନାଲିରଙ୍ଗର ଦାମୀଗାଡ଼ିରେ ଟଙ୍କା ଓ ସୁନା ଥିବା ସନ୍ଦେହରେ ସିବିଆଇ ଯାଞ୍ଚ କରିଥିଲା। ଗାଡିରୁ ପ୍ରାୟ ୨୦ରୁ ୨୫ ଲକ୍ଷ…

ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ

ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଥିବା ଅଭିଯୋଗ ହୋଇଛି। ଏହା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।…

ଲୋକ ମହୋତ୍ସବ ମଣ୍ଡେଇରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର,୭।୧୨(ସଦାଶିବ ପ୍ରହରାଜ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପୋଲିସ ରିଜର୍ଭ ପଡ଼ିଆସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅପରାହ୍ନ ୩ଟା୨୫ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri