ରାଜ୍ୟ

IPS ଅଫିସରଙ୍କ ଛୁଟି ବାତିଲ କଲେ ସରକାର, କେହି ଯଦି ଛୁଟିରେ ଥିବେ ତେବେ…

ଭୁବନେଶ୍ୱର,୧୦ା୫: ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିଲେ ଥିଲେ ତୁରନ୍ତ ଆସି…

ସବୁ ଜିଲାପାଳ, ଆର୍‌ଡିସିଙ୍କ ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୧୦ା୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ…

ମାର୍କେଟ୍‌ କମ୍ପ୍ଲେକ୍ସ ନିର୍ମାଣ ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିସ୍ଥିତ ଓ୍ବାର୍ଡ ନଂ.୯ ନିକଟସ୍ଥ ତହସିଲ କାର୍ଯ୍ୟାଳୟ ରାସ୍ତାର ଉଭୟ ପାଶର୍‌ବରେ ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଓ୍ବାର୍ଡବାସୀ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବିପତ୍ର ପ୍ରଦାନ କରିଛନ୍ତି। କେସିଙ୍ଗା ଏନ୍‌ଏସି ଓ୍ବାର୍ଡ…

ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଡ୍ରୋନ୍‌

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ- ପାକ୍‌ ଉତ୍ତେଜନା ପରିପ୍ରେକ୍ଷୀରେ ଦେଶ ସାରା ସମ୍ବେଦନଶୀଳ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ହେଲେ ଶୁକ୍ରବାର ଅପରାହ୍ନରେ ବଙ୍ଗୋପସାଗର କୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନିତି ଗୋଚ୍ଛାୟତପଡ଼ାର ମତ୍ସ୍ୟଜୀବୀ ଶ୍ରୀମନ୍ତ ଗୋଚ୍ଛାୟତ(୪୦)…

ଜିଲାପାଳ ମାଗିଲେ କେସିଙ୍ଗା ଏନ୍‌ଏସି ଭିତ୍ତିଭୂମିର ବିବରଣୀ

କେସିଙ୍ଗା, ୯ା୫(ତୁମେଶ୍ୱର ସାହୁ)-କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କଳାହାଣ୍ଡି ଜିଲାପାଳଙ୍କୁ ଭିତ୍ତିଭୂମିର ବିବରଣୀ ମାଗିଥିଲେ। ଜିଲାପାଳ ତାଙ୍କ ଚିଠି ସଂଖ୍ୟା ୩୧୯/୮ା୫ା୨୫ ଅନୁସାରେ ଜିଲା ପଞ୍ଚାୟତ ଅଫିସର କଳାହାଣ୍ଡି,…

ରାସ୍ତା ସମସ୍ୟା: ଖଟିଆରେ ୭ କି.ମି. ବୁହାହେଲେ ରୋଗୀ

ଥୁଆମୂଳ ରାମପୁର,୯ା୫ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ବ୍ଲକ କଳାହାଣ୍ଡି ଜିଲାର ଦୁର୍ଗମ ତଥା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ। ଏଠାରେ ଅଧିକାଂଶ ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଫଳରେ ଅନେକ ସମୟରେ ଗର୍ଭବତୀ କିମ୍ବା ଗୁରୁତର ରୋଗୀଙ୍କୁ ଖଟିଆରେ…

ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା: ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ

ପୁରୁଷୋତ୍ତମପୁର,୯ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରାର ଶୁକ୍ରବାର ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ ହୋଇଛି। ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲ ସୁନ୍ଦରୀଙ୍କ ଘଟକୁ ପରମ୍ପରା ଅନୁସାରେ…

ମହାବୀର ହନୁମାନଙ୍କ ବିଗ୍ରହ ସ୍ଥାପନା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୯ା୫(ଅରୁଣ ସାହୁ/ମନୋରଞ୍ଜନ ରଣା): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଝିଞ୍ଜିରିଗୁଡ଼ା ଗ୍ରାମରେ ଶୁକ୍ରବାର ଶ୍ରୀରୁଦ୍ର ମହାବୀର ହନୁମାନଙ୍କ ବିଗ୍ରହ ସ୍ଥାପନା କରାଯାଇଛି। ପଣ୍ଡିତ ରାମେଶ୍ବର ତ୍ରିପାଠୀ ପୂଜାର୍ଚ୍ଚନା କରି ହନୁମାନଙ୍କ ମୂର୍ତ୍ତୀ ବିଗ୍ରହ ସ୍ଥାପନା କରିବା ସହିତ କର୍ତ୍ତା ଭାବେ…

ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା…

ବସିଲା ବଡ଼ ବୈଠକ: ସୁରକ୍ଷାକୁ ନେଇ…

ବାଲେଶ୍ୱର,୯।୫: ବାଲେଶ୍ୱର ଚାନ୍ଦିପୁରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜିଙ୍କ ସମେତ ଏସ୍‌ପି ଓ ଥାନାଧିକାରୀ ଉପସ୍ଥିତ ଅଛନ୍ତି। ବତ୍ତର୍ମାନ ସାରା ଦେଶ ପାଇଁ ଏକ ସମ୍ବେଦନଶୀଳ ସମୟ ଚାଲି ଥିବା ବେଳେ ଶତ୍ରୁଙ୍କ ଟାର୍ଗେଟ ମଧ୍ୟରେ…

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପୋଷି ବିଟ୍‌ କେନ୍ଦେଇପୋଷି ଶନି ମନ୍ଦିର ନିକଟ କାଜୁ ବଗିଚାରେ ଏକ ଗୋଠ ଛଡ଼ା ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ୬୫ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତ ମୁରୁସୁଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?