ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା
ବାରଙ୍ଗ,୯ା୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…
ପୋଲିସର ଚଢ଼ାଉ: ୩ ବନ୍ଧୁକ, ୭୦ ଗୁଳି ଜବତ
କେନ୍ଦ୍ରାପଡ଼ା,୯ା୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ଥାନା ଅନ୍ତର୍ଗତ ଇନ୍ଦାଳୋଠାରେ ଗତ ୪ ତାରିଖରେ ଗୁଳିକାଣ୍ଡ ହୋଇଥିଲା। ଏହି ଗୁଳିକାଣ୍ଡରେ ଅପରାଧୀଙ୍କୁ ଧରିବାକୁ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହିି କ୍ରମରେ ଗୁରୁବାର ବିଳମ୍ବିତ ରାତିରେ ଟାଉନ ଥାନା ଅନ୍ତର୍ଗତ…
ଓ୍ବିଲିୟମ ହେନେଜ୍ଙ୍କ ବିରୋଧରେ ଆଉ ଏକ ଠକେଇ ମାମଲା
ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ନିଜକୁ ନେତା, ମନ୍ତ୍ରୀ ଓ ନିଜକୁ ପ୍ରଭାବଶାଳୀ ନେତା ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷଲକ୍ଷ ଟଙ୍କା ଠକେଇ କରି ଜେଲ୍ ହାଜତରେ ଥିବା ହାଇପ୍ରୋଫାଇଲ ଠକ…
ବାଲେଶ୍ୱରର ଚାନ୍ଦିପୁରରେ ହାଇ ଆଲର୍ଟ
ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ। ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ସୀମାବର୍ତ୍ତୀ ଇଲାକାକୁ ହାଇ ଆଲର୍ଟରେ ରଖାଯାଇଛି। ଜମ୍ମୁ-କଶ୍ମୀର ପହଲଗାମଠାରେ ଆତଙ୍କୀ ହମଲା ପରେ ଭାରତ-ପାକିସ୍ତାନ ମୁହାଁମୁହିଁ ସ୍ଥିତିରେ ପହଞ୍ଚିଛି। ସମ୍ଭାବ୍ୟ ଯୁଦ୍ଧର…
ବିଭାଗୀୟ ଅବହେଳା: ହୋଇପାରୁନି ଶ୍ରମିକଙ୍କ ନାମ ପଞ୍ଜୀକରଣ
ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ଶ୍ରମ ବିଭାଗର ଚରମ ଅବହେଳା, ଉଦାସୀନତା ତଥା ଅବହେଳା ପାଇଁ ଦେବଗଡ଼ ଜିଲାରେ ବହୁ ଶ୍ରମିକ ବଞ୍ଚିତ ହୋଇଥିବା ବେଳେ ଶତାଧିକ ଶ୍ରମିକଙ୍କର କାର୍ଡ ନବୀକରଣ ହୋଇପାରୁନାହିଁ। ଏପରିକି ଅନ୍ଲାଇନ୍ ଯୋଗେ ଆବେଦନ କରିଥିଲେ ହେଁ ଶହଶହ…
ମନରେଗା ରାସ୍ତା ନିର୍ମାଣରେ ଅନିୟମିତା: ମେଶିନରେ ହେଉଛି କାର୍ଯ୍ୟ, ତଦନ୍ତ ଦାବି
ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତାଳକୁଣ୍ଡି ପଞ୍ଚାୟତରେ ବିନା ଶ୍ରମିକରେ ମେଶିନ ଯୋଗେ ରାତିଅଧିଆ ମନରେଗା ରାସ୍ତା ନିର୍ମାଣ ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ବିନା ସୂଚନାଫଳକରେ ଦିନ ଦ୍ୱି’ ପ୍ରହରରେ ଖୁଲମଖୁଲା ମେଶିନ ଲଗାଇ ରାସ୍ତା ନିର୍ମାଣ…
ଡଲାର ତୁଳନାରେ ଟଙ୍କା ୮୪ ପଇସା ଦୁର୍ବଳ
ଭୁବନେଶ୍ୱର,୯।୫(ଅନୁରାଧା ମହାରଣା): ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ମଧ୍ୟରେ ଗୁରୁବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୮୪ ପଇସା ହ୍ରାସ ପାଇ ୮୫.୬୧ରେ ପହଞ୍ଚିଛି। ପାକିସ୍ତାନ ସେନା ଡ୍ରୋନ ଏବଂ କ୍ଷେପଣାସ୍ତ୍ର ବ୍ୟବହାର କରି ଉତ୍ତର ଓ…
ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବସିବ ସୁରକ୍ଷା ବୈଠକ
ଭୁବନେଶ୍ୱର,୮।୫: ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଶୁକ୍ରବାର ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ସୁରକ୍ଷା ବୈଠକ ହେବ। ଏହି ସୁରକ୍ଷା ବୈଠକ ଡାକିଛନ୍ତି ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି। ଅପରାହ୍ନ ୨ଟାରେ PXE କ୍ୟାମ୍ପସରେ ବୈଠକ ହେବ। ବୈଠକରେ ITR ନିର୍ଦ୍ଦେଶକ,…
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ…
ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଲାଗି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ପୁରୁଷୋତ୍ତମପୁର,୮।୫(ସୀମାଞ୍ଚଳ ମିଶ୍ର): ଦିନିକିଆ ଗଞ୍ଜାମ ଗସ୍ତରେ ଆସି ମୁଖ୍ୟମନ୍ତୀ ମୋହନ ଚରଣ ମାଝୀ ପୁରୁଷୋତ୍ତମପୁର ବ୍ଲକ ଗାଙ୍ଗଦହଣୀ ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ଶତବାର୍ଷିକ ଉସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରେଣୀକକ୍ଷକୁ ଯାଇ ଛାତ୍ରୀଛାତ୍ରଙ୍କ ସହ ବସି ଭାବର ଆଦାନ…
ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ମନ୍ଦିରର ବିକାଶ ଲାଗି କଲେ ବଡ଼ ଘୋଷଣା, ମିଳିବ ଏତିକି କୋଟି ଟଙ୍କା…
ପୁରୁଷୋତ୍ତମପୁର,୮ା୫(ସୀମାଞ୍ଚଳ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସିଛନ୍ତି l ପ୍ରଥମେ ସେ ସକାଳ ୧୧ଟାରେ ତାରାତାରିଣୀ ମନ୍ଦିର ତଳେ ଅସ୍ଥାୟୀ ହେଲିପ୍ୟାଡ୍ରେ ପହଞ୍ଚି ସେଠାରୁ ଯାଇ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କୁ…
ଓଡ଼ିଶାକୁ ଫେରିଲା ହିଟ୍ଓ୍ବେଭ୍: ମେ ୧୪ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି
ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪…

