ରାଜ୍ୟ

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ ଦିଗରେ ସଜାଗ ସଚେତନ ରହିବାକୁ ସମସ୍ତ ବିଡିଓ, ତହସିଲଦାର, ପୌରପରିଷଦକୁ ପରାମର୍ଶ ଦିଆଯାଇଛି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ବୁଧବାର ଜିଲାର ୧୩ ବ୍ଲକରେ ମୋଟ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, ୨ ତାରିଖ ପରେ ପୁନର୍ବାର ବର୍ଷା ହୋଇପାରେ । ମୁଣ୍ଡୁଳୀରେ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି। ମହାନଦୀ ତ୍ରିକୋଣ ଭୂମି ଅଞ୍ଚଳ ୧୦ ପଞ୍ଚାୟତ ଯଦୁପୁର, ଜୟଚନ୍ଦ୍ରପୁର, ତିଖିରି, ପାଟଳିପଙ୍କ,…

ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ ମୃତଦେହ ପ୍ରାୟ ୩୦ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗ ଓ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି ନେଇ ଚିନ୍ତା କରାଯାଉଛି। ଜନ୍ମଠାରୁ ଆରମ୍ଭ କରି ଜୁଇ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଏବଂ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବାଣିଜ୍ୟ, ମ୍ୟାନେଜମେଣ୍ଟ ଏବଂ ଅର୍ଥନୀତି ପ୍ରଭୃତି ପାଠ୍ୟକ୍ରମରେ…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?