ରାଜ୍ୟ

ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ ଓ ବନ ବିଭାଗକୁ ନେଇ ଏହି ଜଏଣ୍ଟ ଟାସ୍କ ଫୋର୍ସ ଗଠିତ ହେବ...

ଶ୍ୱେତା ମୃତ୍ୟୁ ମାମଲା: ପୋଲିସକୁ ମିଳିଲା ଡାଏରୀ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ମିଳିବାରେ ଲାଗିଛି। ଏବେ ଶ୍ୱେତାଙ୍କ ଡାଏରୀ ପୋଲିସକୁ ମିଳିଥିବା ଜଣାପଡିଛି। ଯେଉଁଥିରେ ଲେଖାଅଛି,ସୌମ୍ୟଜିତ୍‌ ମୋତେ ତାଙ୍କ ସ୍ତ୍ରୀ ଭାବେ ଗ୍ରହଣ କରିଛନ୍ତି। ସେ...

ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା, ମୁଢ଼ି ବିକିଲେ ଛାତ୍ର

ପୁରୁଷୋତ୍ତମପୁର,୨୫ା୮(ଡି.ଏନ୍‌.ଏ.): ସରକାର ଶିକ୍ଷା ଅଧିକାର ଆଇନ(ରାଇଟ୍‌ ଟୁ ଏଜୁକେଶନ) ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ‘ସମସ୍ତେ ପଢନ୍ତୁ ସମସ୍ତେ ବଢନ୍ତୁ’ ର ନାରା ଦେଇ ପିଲାଙ୍କୁ ସ୍କୁଲ ଆସିବା ଲାଗି ଆଗ୍ରହ ସୃଷ୍ଟି କରିବା ଦିଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରି...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ସୁନ୍ଦରଗଡ଼ର ୬୫ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ...

ଜାତୀୟ ପତାକାରେ ମାଂସ ଗୁଡ଼ାଇ ରଖିଲେ ଦୋକାନୀ: ବନ୍ଧବାହାଲରେ ଉତ୍ତେଜନା

ଝାରସୁଗୁଡ଼ା ଅଫିସ,୨୫ା୮: ଜଣେ ମାଂସ ଦୋକାନୀ ଜାତୀୟ ପତାକାକୁ ଅସମ୍ମାନ କରିବା ନେଇ ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏନେଇ ସ୍ଥାନୀୟ ଲୋକେ ଗୁରୁବାର ସମ୍ପୃକ୍ତ ମାଂସ ଦୋକାନ ମାଲିକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଦୋକାନ...

ଡିଭାଇଡରରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବ୍ରହ୍ମପୁର ବ୍ରହ୍ମାନଗରର ସୁମନ...

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ...

ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର

ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍‌ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍‌ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।...

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ ମାଲକାନଗିରି ସଦର ବ୍ଲକ କତାମେଟା ଗ୍ରାମର ରଞ୍ଜିତା କୁଣ୍ଡୁ। ସେ ବୁଧବାର ଗଣମାଧ୍ୟମକୁ...

ବିଦ୍ୟୁତ୍ ଆଘାତରେ ଦୁଇ ହାତୀ ମୃତ

କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ହାତୀ ଦ୍ବୟ ମାଈ ହାତୀ ବୋଲି ଜଣାପଡ଼ିଛି। ବନ...

ମୃତ୍ୟୁ ପ୍ରମାଣପତ୍ର ଦେବାକୁ କିରାଣି ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍‌ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍‌ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଜଣେ ବିପିଏଲ କାର୍ଡଧାରୀଙ୍କ ଠାରୁ...

ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼ ଭିଜିଲାନ୍ସ ଟିମ୍‌। ବରଗଡ଼ ଜିଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri