ପୁରୁଷୋତ୍ତମପୁର ଏସଡିପିଓଙ୍କ ନିଆରା ପ୍ରୟାସ
ପୁରୁଷୋତ୍ତମପୁର,୧୫।୩(ସିମାଞ୍ଚଳ ମିଶ୍ର): ଭାଇଚାରା ଓ ଗଣପର୍ବକୁ ହୋଲି ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକକୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। କିପରି ଅଞ୍ଚଳରୁ ବଶୃଙ୍ଖଳା ଦୂରହୋଇ ସମସ୍ତେ ଶାନ୍ତିଶୃଙ୍ଖଳାରେ ଭାଇଚାରା ସହକାରେ ମିଳିମିଶି ରହିବେ। ପୋଲିସ ଆଉ ଜନସାଧାରଣଙ୍କ ମଧ୍ୟରେ ବନ୍ଧୁତ୍ୱଭାବ ଜାଗ୍ରତହେବ…
ଗୋଦାମ ରେ ଅଗ୍ନିକାଣ୍ଡ: ଘରୁ ଜିନିଷପତ୍ର ନେଇ ଦୌଡିଲେ ଲୋକେ
ରାଉରକେଲା,୧୫/୩(ସଂଗୀତା ଜେନା): ବିଳମ୍ବିତ ରାତିରେ ରାଉରକେଲାରେ ଅଗ୍ନିକାଣ୍ଡ ଘଟିଛି। ରାଉରକେଲାର ଗାନ୍ଧୀ ରୋଡ ବସ୍ତିରେ ଥିବା ସୁରେଶ ଭାଙ୍ଗରଙ୍କ ଗୋଦାମରେ ଅପରାହ୍ନ ପ୍ରାୟ ୨ଟା ସମୟରେ ହଠାତ୍ ଅଗ୍ନିକାଣ୍ଡ ଘଟିଥିଲା। ଘଟଣାସ୍ଥଳରୁ ସ୍ଥାନୀୟ ଲୋକମାନେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ…
ଦୁର୍ଗମ ଅଞ୍ଚଳରେ ବିଡିଓ: ସମସ୍ୟା ବୁଝିଲେ, ସମାଧାନର ପ୍ରତିଶୃତି ଦେଲେ
ରାଇକିଆ,୧୫।୩(ପ୍ରଦୀପ ବେହେରା): ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟର ଡାଙ୍ଗିସି ଗ୍ରାମକୁ। ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ – ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ…
ଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତ
କେନ୍ଦୁଝର,୧୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ହୋଲି ଧୁମଧାମରେ ପାଳନ ହୋଇଥିବା ବେଳେ କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣାଘଟିଛି। ଶନିବାର ସକାଳେ ଚମ୍ପୁଆ ଥାନା ରଜିଆ ଛକ ନିକଟରେ ଏକ ଟ୍ରକଧକ୍କାରେ ବାଇକ୍ରେ ଯାଉଥିବା ଗୋଟିଏ ପରିବାରର ତିନି…
ନବୀନଙ୍କ ପରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦିଲ୍ଲୀରେ ହେବ କି ବଡ଼ ଡିଲ୍! ରାଜନୀତିରେ ଚହଳ
ଭୁବନେଶ୍ୱର,୧୫।୩: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି ସିଏମ। ଏହାପୂର୍ବରୁ ଶୁକ୍ରବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ। ଚର୍ଚ୍ଚା ହେଉଥିଲା କି, ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ…
ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…
ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…
ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି,…
ଦୁର୍ବୃତ୍ତଙ୍କ ଟଣାଓଟରାରେ ଚଳନ୍ତା ସ୍କୁଟିରୁ ପଡିଲେ ଦମ୍ପତି, ପରେ ଲୁଟି ନେଇ…
ବୈଶିଙ୍ଗା,୧୫।୩:(ରତନ ଦାଶ) ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ହାତୀଝୁରି ଛକରେ ସ୍ପଷ୍ଟ ଦିବାଲୋକରେ ଛିନତାଇ ହୋଇଛି। ଏହି ଘଟଣାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଉଭୟ ସ୍ତ୍ରୀ-ସାମୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସୂଚନାମୁତାବକ…
ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ
ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…
ଦିଲ୍ଲୀରେ ନବୀନ, ଓଡ଼ିଶାରେ ଚହଳ, ଆଗକୁ ହେବ କି ବଡ଼ ଡିଲ୍!
ଭୁବନେଶ୍ୱର,୧୪।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଏବେ ଚର୍ଚ୍ଚା ଜୋର। କୁହାଯାଉଛି କି ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛନ୍ତି। ଆସନ୍ତା ୨୨ ତାରିଖରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଡିଲିମିଟେସନ ବୈଠକ ଡକାଇଥିବାରୁ ସେଥିରେ ବିଜେଡିର ଯୋଗଦାନ ସମ୍ମତି…
ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ
ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି): ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା…
ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ
ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର ସ୍ଥିତ କିଟ୍ ବିଶବିଦ୍ୟାଳୟଠାରେ ଚଳିତ ମାସ ୧୬ ଠାରୁ ୧୮ ପର୍ଯ୍ୟନ୍ତ ହେବାକୁ ଥିବା…
Archives


