ରାଜ୍ୟ

ଟ୍ରକ ମାଡ଼ିଯିବାରୁ ସିକ୍ୟୁରିଟି ଗାର୍ଡ ମୃତ ଘଟଣା: ମୃତଦେହ ରଖି ରାସ୍ତା ଅବରୋଧ, ମୁହାଁମୁହିଁ ହେଲେ…

ବଲାଙ୍ଗୀର,୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ମୁଖ୍ୟ ରାସ୍ତାରେ ପାଟଣା ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ ବଡ଼ଧରଣର ଦୁର୍ଘଟଣା ଘଟାଇଥିଲା । ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ରାଧିକା ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟିରେ ଥିବା ସିକ୍ୟୁରିଟି…

ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୩।୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି। ଏହାସହ ୧୧ ତାରିଖରେ…

ନିର୍ବାହୀ ଯନ୍ତ୍ରୀ ଘରେ ପଶିଲା ଭିଜିଲାନ୍ସ: ଏକକାଳୀନ ୬ ସ୍ଥାନରେ ଚଢାଉ

କୋରାପୁଟ,୩।୧୨(ଅମିତାଭ ବେହେରା):ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ।…

ଆଜିଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧୨(ସୂର୍ଯ୍ୟକାନ୍ତ ବେହେରା):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିବେ। ପରେ…

ଶୀତ ଲହରି ଜାରି: ୫ ଯାଏ ଝିପି ଝିପି ବର୍ଷା

ଭୁବନେଶ୍ୱର,୩ା୧୨(ଅନୁରାଧା ମହାରଣା):ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେଉଛି। ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସମ୍ବଲପୁର, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ମୟୂରଭଞ୍ଜ ଆଦି…

ଛୁଟିରେ ଥିବା ଡାକ୍ତରଙ୍କୁ ଚେତାବନୀ ଦେଲେ ସରକାର, କାର୍ଯ୍ୟରେ ଯୋଗ ନ ଦେଲେ…

ଭୁବନେଶ୍ୱର,୩ା୧୨(ଅନିଲ ଦାସ):ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କୁ ସରକାର ଚେତାବନୀ ଦେଇଛନ୍ତି। ତୁରନ୍ତ କାର୍ଯ୍ୟରେ ଯୋଗ ନ ଦେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନ ଭିନ୍ନ କାରଣ ଦର୍ଶାଇ ଛୁଟିରେ…

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜରେ ଝୁଲୁଛି ଲକ୍ଷ୍ମୀ ବସ

ବାଲେଶ୍ୱର,୨ା୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେଵଖୁଣ୍ଟା ଥାନା ଅଧୀନ ଫାଣ୍ଡି ଛକ ଓଭରବ୍ରିଜରେ ସୋମବାର ରାତିରେ ଲକ୍ଷ୍ମୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବ୍ରିଜର ସାଇଡ ୱାଲକୁ ଧକ୍କା ଦେଇ ବ୍ରିଜ ଉପରେ ଝୁଲି ରହିଛି। ବସରେ କେହି ଯାତ୍ରୀ ନଥିବାରୁ…

ଯୁବକକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ନଦୀପଠାରେ ଫିଙ୍ଗିଦେଲେ

ବାରଙ୍ଗ/ଭୁବନେଶ୍ୱର,୨ା୧୨(ଲିଙ୍ଗରାଜ ରାଉତ/ସୂର୍ଯ୍ୟକାନ୍ତ ବେହେରା): ଜଣେ ବ୍ୟକ୍ତିଙ୍କୁ ମାଡ ମାରିବା ସହ ମାରଣାସ୍ତ୍ରରେ ଗୋଡକୁ କଣା କରି ରକ୍ତାକ୍ତ ପରେ ନଦୀ ପଠାରେ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ରାଜଧାନୀ ଉପକଣ୍ଠ ନନ୍ଦନକାନନ ଥାନା ଅଧୀନ ଗଣ୍ଡରପୁର ନଦୀପଠାରେ ଏଭଳି ଏକ ଘଟଣା…

ଜାପାନରେ ଚମକିଲେ କଳାହାଣ୍ଡି ପୁଅ

ଭବାନୀପାଟଣା,୨।୧୨(ଉତ୍ତମ କୁମାର ଦାଶ): ଜାପାନରେ ଚମକିଛନ୍ତି କଳାହାଣ୍ଡିର ପୁଅ ଅନିରୁଦ୍ଧ ନାଏକ। ଜାପାନର କାଇଟୋ ସାଙ୍ଗିଓ ବିଶ୍ୱବିଦ୍ୟାଳୟରେ ସୋସିଓଲୋଜିକାଲ ସୋସାଇଟି (ଜେଏସ୍‌ଏସ୍‌)ର ଶହେ ବର୍ଷ ପୂର୍ତ୍ତି ବାର୍ଷିକ ସମ୍ମିଳନୀରେ ଯୋଗଦେଇ ‘ବିୟୁଣ୍ଡ ୟୁରୋସେଣ୍ଟ୍ରାଇଜିମ’ ଭାରତର ଲେନ୍ସ ମାଧ୍ୟମରେ ଗ୍ଲୋବାଲ ସୋସୋଲୋଜି ଉପରେ…

ରାସ୍ତାରେ ଖଞ୍ଜିଥିଲେ ୧୦ କେଜି ଶକ୍ତିଶାଳୀ ଆଇଇଡି ବୋମା: ଆଉ ତା’ପରେ…

ମାଲକାନଗିରି,୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ସୁରକ୍ଷା ବାହିନୀ ୪ ଆଇଇଡି ବୋମା ଠାବ କରି ନିଷ୍କ୍ରିୟ କରିଛନ୍ତି। ପ୍ରଥମଥର ପାଇଁ ମାଓବାଦୀମାନେ ୧୦ କି.ଗ୍ରା. ଶକ୍ତିଶାଳୀ ଆଇଇଡି ବୋମା ଲଗାଇଥିଲେ। ବିଜାପୁର ଡିଆର୍‌ଜି ବିଡିଏସ୍‌ ମିଳିତ ଭାବେ ଗୋରନା, ମନକେଲି…

ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ସୂଚନାଦାତା ସନ୍ଦେହରେ ଜଣଙ୍କୁ ହତ୍ୟା

ମାଲକାନଗିରି,୨।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ରବିବାର ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ କୁମ୍ମେଶ କୁ୍‌ଜାମ। ଅନ୍ୟପକ୍ଷେ ମାଓବାଦୀମାନେ ମୃତଦେହକୁ ଚିହିକା-ଚିଣ୍ଡୋତି ରାସ୍ତାରେ ଫିଙ୍ଗିଦେଇଥିଲେ। ଘଟଣାସ୍ଥଳରୁ ଭୈରମଗଡ଼…

ମୃତ୍ୟୁ ପୂର୍ବରୁ କହିଯାଇଥିଲେ ବାପା: ମାଟି ତଳୁ ବାହାରୁଛି ଗୁପ୍ତଧନ 

କୋରାପୁଟ/ନାରାୟଣପାଟଣା,୨ା୧୨(ଅମିତାଭ ବେହେରା/ରାଜକିଶୋର ଜେନା): ଦିନ ମଜୁରୀ କରି ସଞ୍ଚିତ ଟଙ୍କାକୁ ମାଟି ତଳେ ପୋତି ରଖିଥିଲେ ବାପା। ମୃତ୍ୟୁ ପୂର୍ବରୁ ପରିବାର ସଦସ୍ୟଙ୍କୁ ଜଣାଇଥିଲେ। ତାଙ୍କ କହିବା ମୁତାବକ୍‌ ମାଟି ଖୋଳିବା ପରେ ପ୍ରାୟ ୩୩ ହଜାର ଟଙ୍କା ବାହାରିଛି। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri