ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୫ା୧୨: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଦେବେନ୍ଦ୍ର ଫଡନାଭିସ। ରାଜ୍ୟ ବିଧାନସଭା ନିର୍ବାଚନରେ ଭାଜପା ଏବଂ ଏହାର ସହଯୋଗୀ ଦଳ ବିଜୟ ଲାଭ କରିବା ମୁଖ୍ୟମନ୍ତ୍ରୀ ଇଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା। ଶେଷରେଫଡନାଭିସ…
ଗ୍ୟାସ୍ ସିଲିଣ୍ଡର ପାଇପ୍ ଫାଟି ୪ ଶ୍ରମିକ ଗୁରୁତର
ବଲାଙ୍ଗୀର,୫ା୧୨(ସୁନୀଲ କୁମାର ମହାନ୍ତି): ଗ୍ୟାସ୍ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼,…
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲାରେ ବର୍ଷା, ଜାରି ହେଲା ସତର୍କ ସୂଚନା
ଭୁବନେଶ୍ୱର,୫ା୧୨: ବର୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରଭାବ ବିଶେଷ ଦେଖିବାକୁ ମିଳିନାହିଁ। କିନ୍ତୁ ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା…
ଡ୍ୟାମ୍ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ
ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ…
ମାଣବସା ଗୁରୁବାରରେ ସ୍ତ୍ରୀଙ୍କ ଜୀବନ ନେଇଗଲେ ସ୍ବାମୀ, ଅଟକ ରଖିଲା ପୋଲିସ
ଭୋଗରାଇ,୫ା୧୨(ପ୍ରଦୀପ ଦାସ): ଘରୋଇ କଳହରୁ ମାର୍ଗଶିର ମାସ ମାଣବସା ଗୁରୁବାରରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବାର ଭୋଗରାଇ ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ଅନୁଯାୟୀ, ଭୋଗରାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ଗୁହାଳରୁ ଗାଈକୁ ଘୋଷାଡ଼ି ନେଇ ମାରି ଖାଇଥିଲା ମହାବଳ, କ୍ୟାମେରାରେ ହେଲା କଏଦ
ଗଜପତି,୫ା୧୨(ଗିରିଧାରୀ ପରିଚ୍ଛା): ବନ ବିଭାଗର ଟ୍ରାପ୍ କ୍ୟାମେରାରେ କଏଦ ହେଲା ମହାବଳ। ବୁଧବାର ସନ୍ଧ୍ୟାରେ ଅନ୍ଧାରିଝୋଳା ନିକଟରେ କାଜୁ ଜଙ୍ଗଲରେ ଟ୍ରାପ୍ କ୍ୟାମେରା ଖଞ୍ଜି ଥିଲା ବନ ବିଭାଗ। ମଙ୍ଗଳବାର ବିଳମ୍ବିତ ରାତିରେ ଜାକବ ସବରଙ୍କ ଗୁହାଳରୁ ଗାଈକୁ ଘୋଷାଡ଼ି ନେଇ…
ତାଲା ଭାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରୁ ଦୁର୍ବୃତ୍ତ ଲୁଟିନେଲେ ଏଲ୍ଇଡି ଟିଭି, ପ୍ରିଣ୍ଟର
ଭୁବନ,୫ା୧୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରୁ ବୁଧବାର ବିଳମ୍ବିତ ରାତିରେ ଏଲ୍ଇଡି ଟିଭି ଓ ପ୍ରିଣ୍ଟର ଚୋରି ହୋଇଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଘରକୁ ଫେରିବାର ପରେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…
ଓ୍ବାଚ୍ ଟାଓ୍ବାର ନିର୍ମାଣ ଅଧାପନ୍ତରିଆ: ପର୍ଯ୍ୟଟକ ନିରାଶ, ଅନୁଦାନ ପାଇଁ ଚିଠି
ଦାରିଙ୍ଗବାଡ଼ି,୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ଆଗମନ ହେଉଥିବାବେଳେ ଡିସେମ୍ବର ୨୦ରୁ ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ପ୍ରତିବର୍ଷ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ…
ଯୁବତୀଙ୍କୁ ମାଡ଼ ମାରିଲେ ଘର ମାଲିକଙ୍କ ୨ ପୁଅ
ଭୁବନେଶ୍ୱର,୫।୧୨(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଖାରବେଳନଗରସ୍ଥିତ ପ୍ଲଟ ନଂ-୨୨କୁ ଭଡ଼ାରେ ନେଇଥିବା ଘର ଖାଲି କରିବାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି। ଭଡ଼ାରେ ରହୁଥିବା ଯୁବତୀ ଓ ମାଲିକଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଯୁବତୀଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଘଟଣାରେ…
୨୦୨୫ ଆରମ୍ଭ ବେଳକୁ ଆର୍ଆଇ, ଅମିନ ପଦବୀ ଖାଲି ନ ଥିବ: ମନ୍ତ୍ରୀ
ଭୁବନେଶ୍ୱର,୫ା୧୨(ସୁନିତ୍ ମିଶ୍ର):ବିଜେଡି ୨୪ ବର୍ଷ ଧରି ସରକାରରେ ଥିବାବେଳେ ଯଦି ସବୁ ସମସ୍ୟାର ସମାଧାନ କରିଦେଇଥାଆନ୍ତେ ତେବେ ଆଜି ଗୃହରେ ଏତେ ଗୁଡ଼ାଏ କଥା ସେମାନଙ୍କୁ କହିବାକୁ ପଡୁ ନ ଥାଆନ୍ତା। ଭାଜପା ରାଜ୍ୟରେ ୫ ମାସ ହେଲା ସରକାରକୁ ଆସିଛି।…
ମନ୍ଦିରକୁ ଓମ୍ଫେଡ୍ ଯୋଗାଉଛି ୬୦ ଟନ୍ ଘିଅ
ଭୁବନେଶ୍ୱର,୫ା୧୨(ଅନିଲ ଦାସ):ଶ୍ରୀମନ୍ଦିର ସମେତ ରାଜ୍ୟର ବିଭିନ୍ନ ମନ୍ଦିରକୁ ଓମ୍ଫେଡ୍ ବର୍ଷକୁ ୬୦ ଟନ୍ ଘିଅ ଯୋଗାଣ କରୁଛି। ଏହାମଧ୍ୟରେ ଛତିଶଗଡ଼ର ଚନ୍ଦ୍ରହାସିନୀ ମନ୍ଦିର ଥିବା ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଓମ୍ଫେଡ୍ର ଦୁଗ୍ଧ…
୨୦୧୯ରୁ ବଢ଼ିନି ଓଡ଼ିଶା କୃଷକଙ୍କ ଆୟ
ଭୁବନେଶ୍ୱର,୫ା୧୨(ଅନିଲ ଦାସ):କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏନ୍ଏସ୍ଓ ତଥ୍ୟ ଅନୁଯାୟୀ ରାଜ୍ୟରେ ଚାଷୀଙ୍କ ମାସିକ ଆୟ ୫,୧୧୨ ଟଙ୍କା ଥିବା ସୂଚନା ଦେଇଛନ୍ତି। ବାହିନୀପତି ପଚାରିଥିଲେ ଯେ ରାଜ୍ୟରେ କୃଷକ ପରିବାର…
Archives


