ଫଡନାଭିସଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୧୨: ଗୁରୁବାର ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଗୁରୁବାର ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ ସ୍ୱତନ୍ତ୍ର…
ଡିସେମ୍ବର ୨୫ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଜାଣନ୍ତୁ ଏଥର କିଏ ପାଇବେ ଆଉ କିଏ ପଡ଼ିବେ ବାଦ୍, ବିସ୍ତୃତ ତଥ୍ୟ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ
ଭୁବନେଶ୍ୱର,୪ା୧୨: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର…
ପୁଅ-ବୋହୂଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଥିଲେ ନିଆଁ, ବୋହୂଙ୍କ ମୃତ୍ୟୁ ପରେ ବନ୍ଧା ହେଲେ…
ବାରଙ୍ଗ,୪ା୧୨: କଟକ ଜିଲା ବାରଙ୍ଗ ଥାନା ଗୋଡ଼ିସାହିଫାଣ୍ଡି ଅଧିନସ୍ଥ ବାରସିଙ୍ଗା ଗ୍ରାମରେ ପୁଅବୋହୂଙ୍କୁ ପେଟ୍ରୋ ଢାଳି ନିଆଁ ଲଗାଇବା ଘଟଣାର ମୁଖ୍ୟ ଅଭିଯୁକ୍ତ ବାପା ଗୋବର୍ଦ୍ଧନଙ୍କୁ ବୁଧବାର ପୋଲିସ କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ନଭେମ୍ବର ୩୦ ତାରିଖ ରାତିରେ ବାରସିଙ୍ଗାଗାଁରେ ଘଟିଥିଲା…
ଥରିଲା ମାଲକାନଗିରି
ମାଲକାନଗିରି,୪ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବୁଧବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟାରୁ ୭.୩୦ ମଧ୍ୟରେ ୩ରୁ ୪ ସେକେଣ୍ଡ ଏହା ଅନୁଭୂତ ହୋଇଥିଲା। ମାଲକାନଗିରି ସହ କାଲିମେଳା ଓ ପଡ଼ିଆ ବ୍ଲକ୍ର କେତେକ ସ୍ଥାନରେ ମଧ୍ୟ ଭୂକମ୍ପ…
ଦ୍ରୁତ ଗତିରେ ଆସୁଥିଲା ବସ୍, ଚକାତଳେ ପଶିଗଲେ ବାଇକ୍ଚାଳକ, ଆଉ ତା’ ପରେ…
ଗଜପତି,୪ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠ ଦେବିତି ଗ୍ରାମ ନିକଟରେ ଗୋଟିଏ ଘରୋଇ ବସ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ…
ଖୁବଶୀଘ୍ର ଗଞ୍ଜାମ ଏବଂ ଢେଙ୍କାନାଳରେ ଖୋଲିବ ଆୟୁଷ ହସପିଟାଲ
ଭୁବନେଶ୍ୱର,୪।୧୨: ଓଡିଶାର ଗଞ୍ଜାମ ଏବଂ ଢେଙ୍କାନାଳ ଜିଲାରେ ଖୁବ ଶୀଘ୍ର ଆୟୁଷ ଡାକ୍ତରଖାନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପୁରୀରେ ଗୋପାବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟଠାରେ ଏକ ସମାବେଶକୁ ସମ୍ବୋଧିତ କରି ସେ…
ଯାତ୍ରା ଷ୍ଟେଜ୍ରେ ସାପ ଖେଳାଇଥିବା କଳାକାରଙ୍କୁ ଗିରଫ କଲା ବନ ବିଭାଗ
ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ଗତ ମାସରେ ଅନୁଷ୍ଠିତ କାଞ୍ଜିଅଁଳା ଯାତ୍ରା ଷ୍ଟେଜ୍ରେ ବିଷଧର ସାପକୁ ଖେଳାଇବା ଘଟଣାରେ ଜଣେ କଳାକାରଙ୍କୁ ବ୍ରହ୍ମପୁର ବନ ବିଭାଗ ବୁଧବାର ଗିରଫ କରିଛି। ଗିରଫ ଜଣକ ହେଲେ ମିଥୁନ…
ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା
ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଧ୍ୟଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର…
ପ୍ରେମିକାଙ୍କୁ ଭେଟିବାକୁ ଆସି ଘର ଲୋକଙ୍କ ହାତରେ ଧରାପଡିଲେ ପ୍ରେମିକ, ବିଦ୍ୟୁତ ଖୁଣ୍ଟରେ ବାନ୍ଧି…
ରିଷିଡ଼ା,୪ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳର ଜଣେ ବିବାହିତ ଯୁବକ ନିଜ ପ୍ରେମିକାଙ୍କୁ ଭେଟିବାକୁ ଆସି ପରିବାର ଲୋକଙ୍କ ହାତରେ ଧରାପଡ଼ିଛନ୍ତି। ଯୁବକ ଜଣକ ହେଲେ କର୍ଲାମୁଣ୍ଡା ବ୍ଲକ ଓଡିଆମୁଣ୍ଡା ଗ୍ରାମର ରାକେଶ ବାଗ(୨୮)। ମିଳିଥିବା ସୂଚନା ମୁତାବକ,…
ବିଦ୍ୟୁତ କମ୍ପାନୀ ଉପରେ ସରକାରଙ୍କ ବଡ଼ ବାକି, ଫେରିବାର ସମ୍ଭାବନା ଶୂନ
ଭୁବନେଶ୍ୱର,୪।୧୨: ରାଜ୍ୟର ଚାରୋଟି ବିଦ୍ୟୁତ ବିତରଣ କମ୍ପାନୀ (ଡିସକମ୍) ଉପରେ ଓଡ଼ିଶା ସରକାରଙ୍କ ୬,୫୮୭ କୋଟି ଟଙ୍କା ବକେୟା ରହିଛି। ବୁଧବାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ ଦେଓ…
ପରାକ୍ରମ ଦେଖାଇଲା ନୌସେନା, ଉଦ୍ଘାଟନ କଲେ ରାଷ୍ଟ୍ରପତି
ପୁରୀ,୪ା୧୨: ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍ ବିଚ୍ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ପ୍ରଥମ…
ପୁରୀ ଯାଉଥିଲେ ବିଧାୟକ, ବସ୍ରେ ଗୀତ ବୋଲିଲେ ସିଦ୍ଧାନ୍ତ
ପୁରୀ,୪।୧୨: ଆଜି ନୌସେନା ଦିବସ ପାଳନ ଅବସରରେ ପୁରୀରେ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ସରିଛି। ଏଥିପାଇଁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୁରୀରେ ନୌ ସେନା ଦିବସ ପାଳନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏଥିସହ ଓଡ଼ିଶାର…
Archives


