ରାଜ୍ୟ

ସଅଁରାପଡ଼ା ଗଣହତ୍ୟା ଘଟଣା: ମାଷ୍ଟରମାଇଣ୍ଡ ବାପପୁଅ ଗିରଫ

ପାଟଣାଗଡ଼,୩ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ବ୍ରହ୍ମପୁରା ନିକଟସ୍ଥ ସଅଁରାପଡ଼ା କୁସୁମକାନୀ ଗଣହତ୍ୟାର ମାଷ୍ଟରମାଇଣ୍ଡ ଓ ତାଙ୍କ ପୁଅକୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି । କୋର୍ଟଚାଲାଣ ହୋଇଥିବା ଅଭିଯୁକ୍ତ ବାପପୁଅ ହେଲେ ଗଙ୍ଗଓ୍ବା ମାଝୀ (୪୪)…

ଚାଲିଥିଲା ମେଡିକାଲ କଲେଜ ସିଟ୍‌ ବିକ୍ରି ପାଇଁ ଡିଲ୍‌: ପହଞ୍ଚିଗଲା ପୋଲିସ ପରେ…

ଭୁବନେଶ୍ୱର,୫।୩: ଛାତ୍ରୀଛାତ୍ରଙ୍କ ଜୀବନ ସହ ଖେଳ। ମେଡିକାଲ କଲେଜ ସିଟ୍‌ ବିକ୍ରି ବେଳେ ଦଲାଲ ଗ୍ୟାଙ୍ଗର ପର୍ଦ୍ଦାଫାସ ହୋଇଛି। ଭୁବନେଶ୍ବର ପାତ୍ରପଡ଼ା ଅଞ୍ଚଳରୁ ୨ ଦଲାଲ ଗିରଫ ହୋଇଛନ୍ତି। ଏ ନେଇ ଏକ ବାରରେ ଡିଲ ଚାଲିଥିବା ବେଳେ ମାଡ଼ି ବସିଲା…

ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ: ହେଲେ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩ା୫ (ମକାରୁ ବେମାଲ) ନୂଆପଡ଼ା ଜିଲାର ଦିବ୍ୟାଙ୍ଗମାନେ ସରକାରୀ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି। ଏହାକୁ ନେଇ ଅକ୍ଷମ ସଂଗଠନର ଜିଲା ସଭାପତି ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ଦିବ୍ୟାଙ୍ଗମାନେ ଗୁରୁବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଅନୁଯାୟୀ, ୨୦୨୪ ଅଗଷ୍ଟ ୨୧ରେ…

ବରଗଡ଼ର ଗୌରବ ବବିତା, ଡାକ୍ତର ହେବାକୁ ରଖିଛନ୍ତି ଲକ୍ଷ୍ୟ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ପରୀକ୍ଷାଫଳରେ ବରଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ବବିତା ରଥ ୫୮୪ମାର୍କ (୯୭.୩୩ ପ୍ରତିଶତ) ରଖି ରାଜ୍ୟରେ ଟପ୍ପର ହୋଇଛନ୍ତି। ଡାକ୍ତର ହେବାକୁ ସେ ଲକ୍ଷ୍ୟ ରଖିଥିବା ବବିତା…

ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ ପ୍ରସଙ୍ଗ: ମୁହଁ ଖୋଲିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକକହିଲେ…

ଭୁବନେଶ୍ୱର,୩।୫: ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ ପ୍ରସଙ୍ଗରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ରଖିଛନ୍ତି। ଏହା କଦାପି ଗ୍ରହଣୀୟ ନୁହେଁ, ଷଡ଼ଯନ୍ତ୍ର ହୋଇଛି। ଏ ନେଇ ପ୍ରତ୍ୟେକ ଲୋକ ସ୍ବର ଉଠାଇଲେଣି। ଗଜପତି ମହାରାଜଙ୍କୁ ଏନେଇ ଜଣାଇଛି। ଦୀଘା…

କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମତ୍ୟୁ ଘଟଣା: ମୃତଦେହ ନେପାଳ ନେବାକୁ ମନାକଲେ ପରିବାର ଲୋକେ…

ପୁରୀ,୩।୫: ପୁରୀରେ ହେବ କିଟ୍‌ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ହେବ । ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ…

ଘନଉଛି ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଆଇନମନ୍ତ୍ରୀ କହିଲେ ମନ୍ଦିର କରିବାରେ କିଛି ଅସୁବିଧା ନାହିଁ, ହେଲେ…

ଭୁବନେଶ୍ୱର,୩ା୫: ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠାକୁ ନେଇ ବିବାଦ ଘନେଇବାରେ ଲାଗିଛି। ଏନେଇ ଶନିବାର ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ। ଦାରୁ କିପରି ଗଲା ତଦନ୍ତ ହେଲା ପରେ…

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ

ବାଲେଶ୍ୱର,୩ା୫: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍‌ଡିଜିଏମ୍‌ କୋର୍ଟରେ ମୋକଦ୍ଦମା ଦାୟର ହୋଇଛି।…

ପାସ୍‌ହାର: କଳାହାଣ୍ଡିରେ ୯୫.୨୨%, ନୂଆପଡ଼ାରେ ୯୭.୦୫%

ଭବାନୀପାଟଣା,୩ା୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍‌ ହାର ୯୫.୨୨% ରହିଛି। ଜୟପାଟଣା ବ୍ଲକ ମୁଖିଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା…

ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ

ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ…

ବ୍ରହ୍ମ ସଂସ୍ଥାପନ କେବଳ ଶ୍ରୀମନ୍ଦିରରେ ହୋଇଥାଏ

ପୁରୀ,୩ା୫(ଅଜିତ୍‌ କୁମାର ମହାନ୍ତି): ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ…

ପୁରୀ ଆସି କଥା ବଦଳାଇଲେ ରାମକୃଷ୍ଣ

ପୁରୀ୩ା୫(ଅଜିତ୍‌ କୁମାର ମହାନ୍ତି): ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ବିବାଦୀୟ ହୋଇଥିବା ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ସେଠାରେ ଏକ ବଙ୍ଗଳା ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଥିଲେ, ପୁରୀ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?