ଓଡ଼ିଶା: ଆଜିର ଫଟୋ ( ୧୬ ଡିସେମ୍ବର, ୨୦୨୫ )
ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲିଭୋଗ ନୀତି ବାଣୀବିହାରରେ ଉତ୍ତେଜନା, ପୋଲିସ ମୁତୟନ, ପିଲାମାନେ ନ୍ୟାୟ ପାଇଁ ଗେଟ ଆଗରେ ଟାୟାର ଜାଳୁଛନ୍ତି ପୁରୀ ନୀଳଚକ୍ର ନଗରରେ ଥିବା ଜଣେ ନିଶା ବେପାରୀଙ୍କ…
ଓଡ଼ିଶା: ଆଜିର ଫଟୋ (୧୪ ଡିସେମ୍ବର, ୨୦୨୫ )
ନାୟୀକା, ବାଲେଶ୍ୱରର କଳାକାର ରବିନ୍ଦ୍ର ମଣ୍ଡପରେ ‘ନାଟ୍ୟଧାରା’ ଆୟୋଜିତ ରବିବାର ଦିନ ‘ଭକ୍ତ ଝୋଲିଆ’ ନାଟକରେ ଅଭିନୟ ପ୍ରଦର୍ଶନ କରିଥିଲେ।
ଓଡ଼ିଶା: ଆଜିର ଫଟୋ ( ୧୩ ଡିସେମ୍ବର, ୨୦୨୫ )
ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଶ୍ୱେତପଦ୍ମ ପକ୍ଷରୁ ନାଟକ ‘ନାଗ ବଂଶମ’ ପରିବେଷଣ ଓଡ଼ିଶା ହାଇକୋର୍ଟରେ ଅନୁଷ୍ଠିତ ୪ର୍ଥ ଜାତୀୟ ଲୋକ ଅଦାଲତ
ଓଡ଼ିଶା: ଆଜିର ଫଟୋ ( ୧୨ ଡିସେମ୍ବର, ୨୦୨୫ )
୧୬ତମ ଭାରତ ମୁନି ମହୋତ୍ସବ କାଲିଙ୍ଗାୟନ ତୌର୍ୟତ୍ରିକମ୍ ଦ୍ୱାରା GKCMରେ ଶୁକ୍ରବାର ଆୟୋଜିତ ହୋଇଛି ପୁରୀ ବେଳାଭୂମିରେ ବେଲ୍ ଅନୁଷ୍ଠାନ ପକ୍ଷରୁ ମହୋଦଧି ଦିବସ ପାଳନ କରାଯାଉଛି
ଓଡ଼ିଶା: ଆଜିର ଫଟୋ (୧୨ ଡିସେମ୍ବର, ୨୦୨୫ )
ଜିକେସିଏମରେ ଆୟୋଜିତ ୧୬ତମ ଭାରତ ମୁନି ଉତ୍ସବରେ ଅଂଶଗ୍ରହଣକାରୀମାନେ ନୃତ୍ୟ ପ୍ରଦର୍ଶନ
ଓଡ଼ିଶା: ଆଜିର ଫଟୋ ( ୧୦ ଡିସେମ୍ବର, ୨୦୨୫ )
ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିଜୟ ହାସଲ କରିବାର ଗୋଟିଏ ଦିନ ପରେ, ଟିମ୍ ଇଣ୍ଡିଆ ଆଜି ଭୁବନେଶ୍ୱର ଛାଡିଛି କଟକ ଜେ.ଏନ୍. ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଓଡିଶା ମାଷ୍ଟର୍ସ୍ BWF ଟୁର୍ ସୁପର ୧୦୦…
ଓଡ଼ିଶା: ଆଜିର ଫଟୋ ( ୯ ଡିସେମ୍ବର, ୨୦୨୫ )
ଭାରତୀୟ କ୍ରିକେଟ ଦଳ ମହାପ୍ରଭୁଙ୍କ ଦର୍ଶନ କରି ଫେରୁଛନ୍ତି ଜେ.ଏନ୍. ଇନଡୋର୍ ଷ୍ଟାଡିୟମ୍ରେ ଆରମ୍ଭ ହୋଇଥିବା ‘ଓଡିଶା ମାଷ୍ଟର୍ସ୍ BWF ଟୁର୍ ସୁପର୍ 100’ ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ମଧ୍ୟାହ୍ନ ଭୋଜନ ପାଚକ–ପାଚିକା ମହାସଂଘ…
ଓଡ଼ିଶା: ଆଜିର ଫଟୋ (୮ ଡିସେମ୍ବର, ୨୦୨୫ )
ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାର ଖେଳାଳି ମାନେ ଅଭ୍ୟାସ କରୁଛନ୍ତି
ଓଡ଼ିଶା: ଆଜିର ଫଟୋ (୭ ଡିସେମ୍ବର, ୨୦୨୫ )
ଶୀତୁଆ ସକାଳରେ ନନ୍ଦନକାନନରେ ଗଛଡାଳରେ ବସିଥିବା ପକ୍ଷୀ ଆସନ୍ତା ୯ ତାରିଖ କଟକ ବାରବାଟୀରେ ଖେଳାଯିବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଖେଳାଳି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସୁଗମ କରିବା ଦାବିରେ…
ଓଡ଼ିଶା: ଆଜିର ଫଟୋ ( ୫ ଡିସେମ୍ବର, ୨୦୨୫ )
ଚିଲିକାରେ ପ୍ରବାସୀ ପକ୍ଷୀ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁଥିବା T20 ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ପାଇଁ ଟିକେଟ ବିକ୍ରୟ ଆରମ୍ଭ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଢେଙ୍କାନାଳ…
ଓଡ଼ିଶା: ଆଜିର ଫଟୋ ( ୩ ଡିସେମ୍ବର, ୨୦୨୫ )
ପୁରୀ ବେଳାଭୂମି ସମୁଦ୍ରରେ ପର୍ଯ୍ୟଟକମାନେ ସ୍ପିଡ ବୋଟରେ ସମୁଦ୍ର ଭ୍ରମଣର ମଜା ନେଉଛନ୍ତି ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଓଡିଶା ନାଟୁଆ ସଂଘ ଦ୍ୱାରା ଆୟୋଜିତ “ବ୍ରେନ୍ ଜିନ୍ ଡଟ୍ କମ୍” ନାଟକରେ ରଙ୍ଗଶାଳା ପୁରୀର ଶିଳ୍ପୀମାନଙ୍କ ଅଭିନୟ …
ଓଡ଼ିଶା: ଆଜିର ଫଟୋ ( ୨ ଡିସେମ୍ବର , ୨୦୨୫ )
ପୁରୀ ଗୌର ବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ଵାଦଶୀ ଅବସରରେ ୮୭୫ ପ୍ରକାର ବ୍ୟଞ୍ଜନ ଠାକୁରଙ୍କୁ ଭୋଗ ଲଗାଯାଇଛି କଟକ ବାରବାଟି ଷ୍ଟାଡିୟମ୍ର ଗ୍ରାଉଣ୍ଡ ପିଚ୍କୁ BCCIର ଦଳ ଅନୁଧ୍ୟାନ କରୁଛନ୍ତି 👉 Follow Dharitri –…
Archives


