୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ
ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…
ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍ ଗେଟ୍
ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍ ଗେଟ୍କୁ ବନ୍ଦ କରିଦିଆଯାଇଛି। ସୋମବାର ପୂର୍ବାହ୍ନ ସାଢ଼େ ୧୧ଟାରେ ପ୍ରାପ୍ତ ସୂଚନା ଅନୁସାରେ,…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି କୌଣସି ନୂଆ ମଦ ଦୋକାନ । ମୁଖ୍ୟମନ୍ତ୍ରୀ ମୋହନ…
ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି
ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ମହିଳା ତାଙ୍କ ଦିବ୍ୟାଙ୍ଗ…
ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି ଭାଜପା ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଦଳ…
ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍ ଦେଲା ଭାରତ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୨୧୧ ର ସଂଗ୍ରହ କରିଛି।…
ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍ କରି ଆଉଟ୍
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର ନେତୃତ୍ୱ ଶ୍ରେୟସ ଆୟରଙ୍କ ହାତରେ ଥିବା ବେଳେ ପାକିସ୍ତାନ ଟିମ୍ର ସାହିବଜାଦା ଫରହାନଙ୍କ…
ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ସେ ଏସିଆନ ଗେମ୍ସରେ ଗଲ୍ଫରେ ସ୍ବର୍ଣ୍ଣ ଜିତିଥିବା ପ୍ରଥମ ଭାରତୀୟ…
ମହିଳା ହକି ଟିମ୍ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…
ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ ସିଧାସଳଖ ୨୦୨୮ ଲସଏଞ୍ଜେଲ୍ସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ପୂର୍ବରୁ ଭାରତ…
୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ
ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ ପଦକ। ମହିଳା ରିକର୍ଭ ବ୍ୟକ୍ତିଗତ ବର୍ଗରେ ସେ ଚମତ୍କାର ପ୍ରଦର୍ଶନ କରି ଦକ୍ଷିଣ…
ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ ଦୁଇଟି ଭିନ୍ନ ଦେଶ ବିପକ୍ଷରେ ମ୍ୟାଚ ଖେଳିବ। ପ୍ରଥମେ ଜାପାନରେ ଏସିଆନ ଗେମ୍ସ…

