Trending

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା ସଠିକ ଡାଇରେକ୍ଟ ହିଟ ମ୍ୟାଚ୍‌ର ଫଳାଫଳ ବଦଳାଇପାରେ। ଏହି ପରିପ୍ରେକ୍ଷୀରେ ପୂର୍ବତନ ଭାରତୀୟ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ ମିଳିଛି। ପ୍ରଥମ ମ୍ୟାଚରେ ଶତକ ହାସଲ କରିଥିବା ଗିଲ ଦ୍ୱିତୀୟ ମ୍ୟାଚରେ ଦ୍ୱିଶତକ…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର ଲଭଲିନା ବୋରଗୋହେନ। ଫାଇନାଲରେ ସେ ଚାଇନାର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୧୩ ତାରିଖ ବେଳକୁ ଏହା…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଧୂଆଁଧାର ଇନିଂସ୍‌ରେ ଶେଷରେ ବ୍ରେକ ଲାଗିଛି। ଶ୍ରୀଲଙ୍କା…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ ଖେଳୁଥିବା ପନ୍ତ ବ୍ୟାଟିଂରେ ବିଶେଷ ପ୍ରଭାବ ପକାଇପାରି ନ ଥିଲେ। ତେବେ ତାଙ୍କ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ଜାପାନର ୟୁରି ନକାଜାତୋଙ୍କ ବିପକ୍ଷରେ କଡ଼ା ସଂଘର୍ଷ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା ଦାବିରେି ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରିବ। ଦାବି…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ୨୦୨୩-୨୪ ବର୍ଷରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ ହୋଇଥିବା ଦିନିକିଆ କ୍ରିକେଟ୍‌ର ୫୫ ବର୍ଷର ଇତିହାସରେ ୫,୦୨୩ଟି ମ୍ୟାଚ ଖେଳାଯାଇଥିବାବେଳେ ଗୁଆହାଟୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?