ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…
ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର (ସେପ୍ଟେମ୍ବର ୨୭) ପ୍ରୟାଗରାଜରେ କହିଥିଲେ ଯେ, ୟୁପି ବିଧାନସଭା ନିର୍ବାଚନରେ ତାଙ୍କ ଦଳ…
ବସ୍ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO
ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ହୋଟେଲକୁ ଫେରୁଥିବା ବେଳେ ବସ୍ରୁ ଓହ୍ଲାଇବା ସମୟରେ ରୋହିତ ସିଡ଼ିରେ ଖସିପଡ଼ିଥିବା ଭିଡିଓରେ…
ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..
ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga Mothiram Thittam) ଯୋଜନା ଆରମ୍ଭ କରିଛନ୍ତି । ଏହାର ଅର୍ଥ ‘ମାମୁଁଙ୍କ ପକ୍ଷରୁ…
ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା କ୍ୱାର୍ଟରଫାଇନାଲ୍ ମ୍ୟାଚ୍ ଲଗାଣ ବର୍ଷା ଯୋଗୁଁ ରଦ୍ଦ ହୋଇଯାଇଛି। ଏସିଆନ୍ ଗେମ୍ସର…
ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…
ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ବର୍ତ୍ତମାନ ଏକ ସ୍ପଷ୍ଟ ଅବପାତର ରୂପ ନେଇସାରିଛି। ପାଣିପାଗ ବିଭାଗର…
ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’…
ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା
ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା ଯୋଗୁ ବାରମ୍ବାର ବନ୍ୟା ହୋଇ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲା…
ବିରାଟ-ଗିଲ୍ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍ରେ ହାରିଲା ୱେଷ୍ଟଇଣ୍ଡିଜ
ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି…
କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା
କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…
ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ ବଡ଼ ସଂଶୋଧନ କରି ‘ଟେଲିକମ କଞ୍ଜ୍ୟୁମର ପ୍ରୋଟେକ୍ସନ (ତ୍ରୟୋଦଶ ସଂଶୋଧନ) ରେଗୁଲେସନ୍ସ, ୨୦୨୬’…
ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…
ନୂଆଦିଲ୍ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍ ଲଞ୍ଚ କରିପାରନ୍ତି। ଏହିସବୁ…
ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି ଘୋଷଣା କରାଯାଇ ନାହିଁ ବୋଲି ସ୍ପଷ୍ଟୀକରଣ ଦେଇଛି ଅଲ୍ ଇଣ୍ଡିଆ ଟ୍ରେଡର୍ସ କନଫେଡେରେସନ…

