Trending

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ଆୟୋଗର ତିନିଜଣ ଯାକ ନିର୍ୱାଚନ କମିଶନରମୁଖ୍ୟ ର୍ନିବାଚନ…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ ବଡ଼ ଭୂମିକା ରହିଛି। ଚାଷକାର୍ଯ୍ୟଠାରୁ ଆରମ୍ଭ କରି ପିଇବା ପାଣି, ମାଛ ଚାଷ…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରଣାଳୟ (Defense Ministry) ଅଧୀନରେ କାର୍ଯ୍ୟ କରୁଥିବା TCL ଅର୍ଥାତ ଟ୍ରୁପ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ ଥିଲେ, ତେବେ ଆପଣଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ଆସିଛି। ସେପ୍ଟେମ୍ୱର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ ବର୍ତ୍ତମାନ ବର୍ଷକୁ ୬ଟି ଏଲପିଜି (LPG) ସିଲିଣ୍ଡର ମାଗଣାରେ ଯୋଗାଇଦେବାକୁ ଘୋଷଣା କରିଛନ୍ତି।…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା ଦରମା ଏଥର ୫ ଦିନ ପୂର୍ୱରୁ, ଅର୍ଥାତ ୨୫ ସେପ୍ଟେମ୍ୱରରେ ହିଁ କର୍ମଚାରୀଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି। ନବ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ବିଶ୍ୱର ସିନେମା ହଲ୍‌ରେ ରିଲିଜ ହେବାକୁ…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ ସେପ୍ଟେମ୍ବର ୨୭ରେ ଖେଳାଯିବ। ଏହି ସିରିଜ୍‌ରେ ଅଭିଜ୍ଞ ତାରକା ରୋହିତ ଶର୍ମା ଓ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ଏକଚାଟିଆ କାର୍ଯ୍ୟକୁ ଅନ୍ୟ ଦୁଇ ନିର୍ବାଚନ ଆୟୁକ୍ତ ସୁଖବୀର ସିଂହ ସାନ୍ଧୁ…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ ବଢୁଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିରୋଧୀ ଦଳଗୁଡ଼ିକ ବର୍ତ୍ତମାନ ତାଙ୍କ ବିରୋଧରେ ମହାଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?