Trending

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ୪୮ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି । CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିବା ବେଳେ ଅଭିଷେକ ପ୍ରଥମ ବଲ୍‌ରେ ହିଁ ଶୂନ୍ୟରେ ଆଉଟ ହୋଇଥିଲେ। ଚାର୍ଲି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର ଏକ ପ୍ରମୁଖ ରାସ୍ତାରେ ଲାଗିଥିବା ଏକ ବଡ଼ ପୋଷ୍ଟର ଚର୍ଚ୍ଚାରେ ରହିଛି ।…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ମଣିପୁରର ୨୫ ବର୍ଷୀୟ ରୋଶିବିନାଙ୍କ ମୁକାବିଲା ଚାଇନାର…

ସଚିନଙ୍କ ରେକର୍ଡ ଚୁର୍‌ମାର୍‌: କ୍ରିକେଟ୍‌ର ନୂଆ ବାଦ୍‌ଶାହା ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଷ୍ଟାର୍‌ ବ୍ୟାଟର୍‌ ଜୋ ରୁଟ ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଏକ ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ରୁଟ ୨୩ ହଜାର ଅନ୍ତର୍ଜାତୀୟ ରନ ପୂରଣ କରିଛନ୍ତି। ଏହା ସହିତ ସେ ବିଶ୍ୱର ଅଷ୍ଟମ…

ଚଳନ୍ତା ବସ୍‌ରେ ହଠାତ୍‌ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ

ଗ୍ରେଟର ନୋଏଡା,୨୪।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଜେୱର ଥାନା ଅଞ୍ଚଳରେ ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ବସ୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ହାହାକାର ସୃଷ୍ଟି ହୋଇଥିଲା। ବସ୍‌ରେ ପ୍ରାୟ ୪୦ରୁ ୫୦ ଜଣ ଯାତ୍ରୀ…

ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ

ମୁମ୍ବାଇ ୨୪ା୯:୨୦୨୭ ଓସ୍କାର ଦୌଡ଼ରେ ଦ୍ୱିତୀୟ ଭାରତୀୟ ଚଳଚ୍ଚିତ୍ର ଭାବେ ସ୍ଥାନ ପାଇ ଇତିହାସ ରଚିଛି ନାଗାଲାଣ୍ଡର କୋନ୍ୟାକ ଭାଷାର ଫିଲ୍ମ ‘ଅଙ୍ଘ’। ଭାରତ ପକ୍ଷରୁ ମରାଠୀ ଫିଲ୍ମ ‘ଗୋନ୍ଧଲ’କୁ ଅଫିସିଆଲ ଏଣ୍ଟ୍ରି ମିଳିଥିବା ବେଳେ ‘ଅଙ୍ଘ’ ଏକ ସ୍ବତନ୍ତ୍ର ନିୟମ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହିତ ସମୁଦ୍ର ମଧ୍ୟ ଅଶାନ୍ତ ହେଉଛି । ଆସନ୍ତା ୩-୪…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ ଯୋଗୁ ଅତିରିକ୍ତ ଗରମ ବଢ଼ିବା ସହିତ ସାରା ବିଶ୍ୱରେ ୪ ଲକ୍ଷ ୫୧…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର ଉତ୍ସ ତୁଳନାରେ ଭିଜିଲାନ୍ସ ୩୦୦ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ କରିଛି…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର ପରିମାଣ ବହୁତ ଅଧିକ ରହିବ । ଦୁଇ ଦିନ ହେଲା ବର୍ଷା ହେଉଛି,…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି। ବୁମରା ଜାପାନରେ ସାଥୀ ଖେଳାଳି ଅକ୍ଷର ପଟେଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?