ଜଣେ ‘ହିଟ୍’, ଜଣେ ‘ଫ୍ଲପ୍’: ଜାଣନ୍ତୁ ଟିମ୍ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ
ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ ଅଣ୍ଡର-୧୯ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଅନଅଫିସିଆଲ ଦିନିକିଆ ମ୍ୟାଚ୍ରେ ମଧ୍ୟ ଏଭଳି ଦୃଶ୍ୟ…
୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶାର ଦକ୍ଷିଣ…
ବିଶାଖାପାଟଣାମ୍-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…
ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ଗୋପାଳପୁରଠାରୁ ପ୍ରାୟ ୧୮୦ କି.ମି. ଦକ୍ଷିଣ-ଦକ୍ଷିଣପୂର୍ବ, ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ୍ରୁ ୧୮୦ କି.ମି ପୂର୍ବ-ଦକ୍ଷିଣପୂର୍ବ,…
ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍ କାମ, ନହେଲେ ଉଠାଇପାରିବେନି ଟଙ୍କା?
ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ। ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଗ୍ରାହକମାନଙ୍କୁ ପରାମର୍ଶ ଦେଇଛି ଯେ, ୨୮ ରୁ…
ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ କେତେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘଟିବାକୁ ଯାଉଛି, ଯାହା ସାଧାରଣରୁ ନେଇ ଖାସ ସମସ୍ତ…
ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍: ଇଂଲଣ୍ଡକୁ ହଟାଇ…
ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର କରିଥିଲା। କିନ୍ତୁ ସେମାନଙ୍କର ଏହି ଆଧିପତ୍ୟ ଅଳ୍ପ ସମୟ ପାଇଁ ରହିଥିଲା ଏବଂ…
ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…
ନୂଆଦିଲ୍ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ ନିଯୁକ୍ତିଦାତା ଦାୟୀ ରହିବେ ନାହିଁ। ଭାରତରେ ଗ୍ରାଚ୍ୟୁଇଟି ପ୍ରଦାନ ‘ପେମେଣ୍ଟ ଅଫ ଗ୍ରାଚ୍ୟୁଇଟି…
ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ
ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍ରେ ଶ୍ରୀଲଙ୍କାକୁ ୧୪୭ ରନ୍ର ବଡ଼ ବ୍ୟବଧାନରେ ହରାଇ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସ୍ୱର୍ଣ୍ଣ ପଦକ ଜିତିଛି । ଟସ୍…
ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ
ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ ନାହଁାନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳ ’ପାକିସ୍ତାନ ତେହରିକ-ଏ-ଇନସାଫ’ (PTI) ଦ୍ୱାରା…
ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ଗୃହ କାର୍ଯ୍ୟ ୧୦ଟା ୩୦ ମିନିଟ୍ରେ ଆରମ୍ଭ ହେବାକୁ ଥିବାବେଳେ ପ୍ରଥମେ ଦିବଂଗତ…
ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା ବିଭାଗର ସରକାରୀ ଅଧିକାରୀମାନଙ୍କୁ ଦେବାକୁ ପଡ଼ିବ। ବିଧାନସଭା ଘେରାଉ ପୂର୍ବରୁ ସରକାର ଯଦି…
ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….
ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ । କଳିଙ୍ଗପାଟନମରୁ…

