Trending

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଆଗାମୀ ଫିଲ୍ମ ‘ରାକା’କୁ ନେଇ ଫ୍ୟାନମାନଙ୍କ ଉତ୍ସାହ ବଢ଼ିଛି। ଭାରୀ ବଜେଟରେ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା ହେଉଛି। ଏହାକୁ ନେଇ ମତ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି ବୁଲା କୁକୁର ସଂଘାତିକ ଭାବେ ଆକ୍ରମଣ କରିଛନ୍ତି। କୁକୁର ଶିଶୁଟିକୁ ଘର ବାହାରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର ଭାବେ ପଡ଼ିଆକୁ ଓହ୍ଲାଇଥିବା ଆର୍ଯ୍ୟବୀର ଆରମ୍ଭରୁ ଆକ୍ରମଣାତ୍ମକ ବ୍ୟାଟିଂ କରିଥିଲେ। ତେବେ ୪୭…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର ମୋଟ ୪୫୦ ଆସନ ମଧ୍ୟରୁ ରେକର୍ଡ ସଂଖ୍ୟକ ୩୫୫ଟି ଆସନରେ ବିଜୟୀ ହୋଇଛି…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ ଅନ୍ତେବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଛାତ୍ରୀଛାତ୍ରମାନେ ସୋମବାରେ ବିଦ୍ୟାଳୟ ହଷ୍ଟେଲରୁ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗ୍ୟାସ୍‌ ସିଲିଣ୍ଡର ଫାଟି ଏହି ରେଷ୍ଟୁରାଣ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଛୁଇଁଛି। ଏହା ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌ ସିରିଜ୍‌ ପାଇଁ ତାଙ୍କୁ ଏହି ଦାୟିତ୍ୱ ମିଳିଛି । ପୁଡୁଚେରୀରେ ଆସନ୍ତା ୨୨…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା। ଏଥିରୁ ପ୍ରାୟ ୪୫୦ଟି ମସ୍କୋ ଦିଗକୁ ଆସିଥିବା ଏବଂ ସେଗୁଡ଼ିକୁ ଧ୍ୱଂସ କରାଯାଇଥିବା…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର ନିଜ ମୋବାଇଲ ଫୋନରେ କିଛି ଟ୍ୟାପ ମାଧ୍ୟମରେ ସହଜରେ ପେନଶନ ଆକାଉଣ୍ଟ ଖୋଲିପାରିବେ।…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି ନିର୍ଦ୍ଦିଷ୍ଟ ବ୍ୟବସାୟୀ କାରବାର ପାଇଁ ଲାଗୁ ହେବ। ଏହି ଢାଞ୍ଚା ସମସ୍ତ ବ୍ୟବସାୟୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?