MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍ୱେ ଷ୍ଟେଶନରୁ ମିଳିଲା ମୋବାଇଲ
ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କପାଳି ଗ୍ରାମର ସାଗର ସାହୁ (୨୧)…
ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…
କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା। ବୁଧବାର, ସଂସଦରେ ଉଦ୍ବୋଧନ ଦେଇ ସେ କହିଛନ୍ତି ଯେ, ଏଭଳି ବଡ଼ ବିପର୍ଯ୍ୟୟ…
ସାବଧାନ! UPI ଓ QR କୋଡ୍ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍ଲାଇନ
ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ ୧୫ ସେପ୍ଟେମ୍ୱର ୨୦୨୬ର ଡେଡଲାଇନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର…
ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…
ନୂଆଦିଲ୍ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ ଜଏଣ୍ଟ କନସଲଟେଟିଭ ମେସିନାରୀ (NC-JCM) ର ଷ୍ଟାଫ ସାଇଡ କେନ୍ଦ୍ର ସରକାରଙ୍କ ନିକଟରେ…
ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ
ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା ସମ୍ପୂର୍ଣ୍ଣ ମାଗଣା ହେବାକୁ ଯାଉଛି। ଦିଲ୍ଲୀ ସରକାର ନିଜର ସୋଲାର ଏନର୍ଜି ପଲିସିରେ…
ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ
ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍ର ଜଣେ ସଦସ୍ୟ ଆମ୍ବ ଗଛ ଉପରକୁ ଚଢ଼ିଯାଇଥିଲେ ହେଁ ହାତୀ ତାଙ୍କୁ ସହଜରେ ଛାଡ଼ି ନ ଥିଲା। ଉତ୍ପାତିଆ…
ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍?
ନୂଆଦିଲ୍ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ ଏମିତି ଅନେକ ଦିନ ରହିବ, ଯେତେବେଳେ ବ୍ୟାଙ୍କ ଧର୍ମଘଟ ରହିବ। ୟୁନାଇଟେଡ ଫୋରମ…
ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?
ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି। ସମୁଦ୍ର ପତନ ବୃଦ୍ଧି ହେବା କାରଣରୁ କୋଲକାତା ଏବଂ ମୁମ୍ୱାଇରେ ବାସ କରୁଥିବା…
ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…
ନୂଆଦିଲ୍ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ ରଖିପାରିବେ ନାହିଁ। ବର୍ତ୍ତମାନ ଏହି ସୀମା ୪,୦୦୦ କ୍ୱିଣ୍ଟାଲ ରହିଛି, ଯାହା ୧…
ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ
ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ ଏହି ମାମଲାକୁ ନେଇ ଅନ୍ୟ…
ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ
ଇସଲାମାବାଦ୍,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ ବାହାର କରିଦେଇଛି ଏବଂ ପରିବର୍ତ୍ତିତ ଚିତ୍ରକୁ ସୋସିଆଲ ମିଡିଆରେ ଶେୟାର କରିଛି। ପାକିସ୍ତାନର…
ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…
କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ମୃତକଙ୍କ ପରିଚୟ ବୃଷ୍ଟି ମୁଖାର୍ଜୀ ଘଟକ ଭାବେ ଜଣାପଡ଼ିଛି। ତାଙ୍କ ମୃତ୍ୟୁର ପ୍ରକୃତ…
Archives


