Trending

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଏବଂ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଶୁକ୍ରବାର ‘କକ୍ରୋଚ୍…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ ବିରୋଧରେ କଠୋର ପ୍ରାବଧାନ ରହିବ। ଏହା ମାଧ୍ୟମରେ ସ୍ପେଶାଲ ଫାଷ୍ଟ ଟ୍ରାକ୍ କୋର୍ଟକୁ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର ନିଯୁକ୍ତି କମିଟି ଅନେକ ମଞ୍ଜୁରୀ ପ୍ରଦାନ କରିଛି। ଭିନୀତ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟରୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ ସୋସିଆଲ ମିଡିଆ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ସେହି ପୋଷ୍ଟରେ…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର ଏକ ଦିଗ ମଧ୍ୟ ସାଧାରଣ ଲୋକଙ୍କୁ ଆକର୍ଷିତ କରିଛି । ତାଙ୍କ ଶ୍ୱଶୁର…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଗଲେ। ପୂର୍ବ ଚାଇନାର ଜଣେ ବ୍ୟକ୍ତିଙ୍କ ସହିତ ଠିକ୍‌…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ ଅନଶନ କରୁଥିବା ସୋନମ ୱାଙ୍ଗଚୁକ ତାଙ୍କର ଗୋଟିଏ ଦାବି ପ୍ରତ୍ୟାହାର କରିନେଇଥିଲେ ଏବଂ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। ନଡ୍ଡା କହିଛନ୍ତି ଯେ ଛାତ୍ରମାନଙ୍କ ଦାବିକୁ ନେଇ କୌଣସି ପ୍ରକାରର ରାଜନୀତି…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି । ସେ କହିଛନ୍ତି ଯେ ଏହା ତାଙ୍କର ଅନଶନର ୨୫ତମ ଦିନ ଏବଂ…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ କରିଥିବା ଛାତ୍ରଙ୍କ ପରିବାରକୁ କ୍ଷତିପୂରଣ, ଏହି ପ୍ରସଙ୍ଗରେ ସଂସଦୀୟ ବିତର୍କ ଏବଂ ଶିକ୍ଷାମନ୍ତ୍ରୀଙ୍କ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା କିଛି ପୁରୁଣା ଗାଡ଼ିର ଇନ୍ଧନ ଦକ୍ଷତା (ମାଇଲେଜ୍) ରେ ସାମାନ୍ୟ ହ୍ରାସ ଆସିପାରେ।…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି ଭିତରେ ତାଙ୍କର ନେଟଓ଼୍ବର୍ଥକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ଆସନ୍ତୁ ଜାଣିବା ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri